ହୀରାକୁଦ ଡ୍ୟାମ୍ରେ ଚାକିରି ଦେବାକୁ କହି ଠକିନେଲେ ୩ଲକ୍ଷ ୫୦ ହଜାର
ଦେବଗଡ଼,୧୦।୯(ଶେଖର ଝାଙ୍କର): ହୀରାକୁଦ ଡ୍ୟାମରେ ମେକାନିକ ଚାକିରି ଦେବାକୁ କହି ଠକିନେଲେ ୩ଲକ୍ଷ ୫୦ ହଜାର ଟଙ୍କା। ଏଭଳି ଘଟଣା ଘଟିଛି ରିଆମାଳ ଥାନା ଅନ୍ତର୍ଗତ ମୁଣ୍ଡଗୋହୀରା ଗ୍ରାମରେ । ମୁଣ୍ଡଗୋହୀରା ଗ୍ରାମର ଜଣେ ଯୁବକଙ୍କ ଠାରୁ ଦେବଗଡ ପୌରାଞ୍ଚଳ ପୁରୁଣାଗଡ଼ର…
ରେଲୱେ ସର୍ଭେ ଶେଷ ନେଇ ମିଛ ପ୍ରଚାର
ଦେବଗଡ଼,୭।୯(ଶଶାଙ୍କ ଶେଖର ଝାଙ୍କର)ଝାରସୁଗୁଡ଼ାରୁ କୁଚିଣ୍ଡା ଦେଇ ଦେବଗଡ଼କୁ ରେଳଲାଇନ୍ କରିବା ପାଇଁ ସର୍ଭେ ଶେଷ ସମ୍ପର୍କରେ ଦେବଗଡ଼ ଜିଲାରେ ଏକ ମିଛ ପ୍ରଚାର କରାଯାଉଛି। ସୋସିଆଲ ମିଡିଆରେ ମିଛ ପୋଷ୍ଟ କରି ବାଃବାଃ ନେଉଛନ୍ତି ନେତା ଜିଲାର କେତେଜଣ ନେତା। ଘଟଣାରୁ…
ଅପହରଣ ଉଦ୍ୟମ ବେଳେ ନାବାଳକ ଉଦ୍ଧାର
ଦେବଗଡ଼, ୫।୯ (ଶଶାଙ୍କ ଶେଖର ଝାଙ୍କର ): ଜଣେ ନାବାଳକଙ୍କୁ ଅପହରଣ ଉଦ୍ୟମ ବେଳେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ନାବାଳକ ଜଣକ ଦେବଗଡ଼ ଥାନା ବିଜୟନଗର ଉଚ୍ଚ ବିଦ୍ୟାଳୟର ନବମ…
ରାସ୍ତା ଉନ୍ନତିକରଣ କାମରେ ଅନିମିୟତତା : ତଦନ୍ତ ପାଇଁ ବିଡିଓଙ୍କୁ ଗୁହାରୀ କଲେ କୁସୁମକଟା ଗ୍ରାମବାସୀ
ଦେବଗଡ,୩୦।୮(ଶଶାଙ୍କ ଶେଖର ଝାଙ୍କର ): ବାରକୋଟ ବ୍ଲକ ଦନ୍ତାରୀବାହାଳ ଗ୍ରାମ ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ କୁସୁମକଟାରୁ ଗ୍ରାମ ପଞ୍ଚାୟତ ସଦର ମହକୁମାକୁ ସଂଯୋଗ କରୁଥିବା ମାଟି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିବା ସହ ବ୍ୟବହାର ଅନୁପଯୋଗୀ ହୋଇପଡିଛି । ଫଳରେ ପଞ୍ଚାୟତ…
ନାଲ୍କୋରେ ଚାକିରି କରାଇ ଦେବାକୁ କହି ୨ ଲକ୍ଷ ଟଙ୍କା ଠକେଇ ଅଭିଯୋଗ
ଦେବଗଡ଼,୨୮ା୮(ଶେଖର ଝାଙ୍କର): ନାଲ୍କୋରେ ଚାକିରି ଦେବାକୁ କହି ଜଣେ ଦୁର୍ବୃତ୍ତ ଦେବଗଡ଼ ଜିଲା ହଦମୁଣ୍ଡା ଗ୍ରାମର ଜଣେ ଯୁବକଙ୍କଠାରୁ ୨ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଦେବଗଡ଼ ଥାନା ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ…
କୁରଡୋକୋଟ ଜଳପ୍ରପାତର ଉନ୍ନତିକରଣ ନେଇ ଡିଏଫ୍ଓଙ୍କୁ ଭେଟିଲା ଜିଲା ନାଗରିକ କମିଟି
ଦେବଗଡ଼,୨୫ା୮(ଶଶାଙ୍କ ଶେଖର ଝାଙ୍କର): କୁରଡୋକୋଟ ଜଳ ପ୍ରପାତ ଦେବଗଡ଼ ଜିଲା ପାଇଁ ଭଗବାନଙ୍କ ଏକ ଆଶୀର୍ବାଦ। ଏଠାରୁ ଏସିଆର ଦ୍ୱିତୀୟ ହାଇଡ୍ରୋ ବିଦ୍ୟୁତ୍ ଉତ୍ପନ୍ନ ହେଉଥିଲା। ଉକ୍ତ ବିଦ୍ୟୁତ୍ ପ୍ରକଳ୍ପ ୨୦୧୬ରେ ଶତବାର୍ଷିକୀ ପାଳନ କରାଯାଇଥିଲା। ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ନିମନ୍ତେ…
ଆସନ୍ତା ମାସ ସୁଦ୍ଧା ଶେଷ ହେବ ତାଳଚେର-ବିମଳାଗଡ଼ ରେଳ ଲାଇନ ଜମି ଅଧିଗ୍ରହଣ କାର୍ଯ୍ୟ
ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଜିଲା ନାଗରିକ କମିଟି ଦେବଗଡ଼ ଜିଲା ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଆଲୋଚନା କରିଥିଲେ। ତାଳଚେର -ବିମଳାଗଡ଼ ରେଳପଥ ପାଇଁ ଦେବଗଡ଼ ଜିଲାରେ ଜମି ଅଧିଗ୍ରହଣ…
ବେଆଇନ ପିସ୍ତଲ ଜବତ, ଜଣେ ଗିରଫ
ଦେବଗଡ଼,୨୦।୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ ପୌରାଞ୍ଚଳ ମଠସାହିରେ ଭଡାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ପାଖରୁ ଗୋଟିଏ ବେଆଇନ ପିସ୍ତଲ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ କୁଣ୍ଢେଇଗୋଳା ଥାନା ତୁଳସିପୁର ଗ୍ରାମର ଶରତ ଅଦାବରଙ୍କ…
ରାସ୍ତାରେ ଭାସୁଛି ଡ୍ରେନ୍ ପାଣି, ସାଧାରଣରେ ଅସନ୍ତୋଷ
ଦେବଗଡ଼,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସହରର ୧୧ ନଂ ଓ୍ବାର୍ଡସ୍ଥିତ ଚିନ୍ମୟ ବିଦ୍ୟାଳୟ ଓ ଜିଲାପାଳଙ୍କ ସରକାରୀ ବାସଭବନକୁ ଯାଇଥିବା ରାସ୍ତା ଉପରେ ଡ୍ରେନ୍ ପାଣି ଭାସୁଛି। ଯାହା ଫଳରେ ପ୍ରତ୍ୟେକ ଦିନ ଯାଉଥିବା ଶତାଧିକ ଛାତ୍ରୀଛାତ୍ର ଅବିଭାବକ ଓ ସ୍ଥାନୀୟ ବାସିନ୍ଦା…
ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ
ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍ ୧୩ ଲକ୍ଷ ୨୦ ହଜାର ୬୪୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସମ୍ପୃକ୍ତ ବିଭାଗର…
ଲଗାଣ ବର୍ଷାରେ ଭାଙ୍ଗିଲା ଘର
ଦେବଗଡ଼,୩ା୮(ଶଶାଙ୍କ ଶେଖର ଝାଙ୍କର): ଲଗାଣ ବର୍ଷା ପ୍ରଭାବରେ ଦେବଗଡ଼ ପୌରାଞ୍ଚଳ ୧୧ ନମ୍ବର ଓ୍ବାର୍ଡ ମ୍ୟୁନିସିପାଲିଟି ସାହିର ଭକ୍ତବନ୍ଧୁ ହାତୀଙ୍କ ଘର ଭାଙ୍ଗି ଯାଇଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଭକ୍ତବନ୍ଧୁଙ୍କ ସ୍ତ୍ରୀ ଘର ଭିତରେ ରୋଷେଇ…
ଖୋଲିଲା ଗୋହିରା ଡ୍ୟାମ୍ର ଦୁଇ ଗେଟ୍
ଦେବଗଡ଼,୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ଗୋହିରା ଡ୍ୟାମ୍ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ୨ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ଜଣାପଡ଼ିଛି। ଗେଟ୍ ଖୋଲିବା ପୂର୍ବରୁ ବିଭାଗ ପକ୍ଷରୁ ତଳିଆ ଅଞ୍ଚଳର…

