ଦେବଗଡ଼

ଓଏଏସ୍‌ ପାଇଲେ ମଧୁସ୍ମିତା, ୨୦୧୮ରେ ବଡ ଭଉଣୀ ବି ପାଇଥିଲେ

ଦେବଗଡ,୩୧ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ପୁରୁଣାଗଡ଼ର ମଧୁସ୍ମିତା ସାମଲ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ୧୪ ନମ୍ବର ର଼୍ୟାଙ୍କ ରଖି ସେ ଜିଲା ପାଇଁ ସଫଳତା ଆଣିଛନ୍ତି। ପୋଲିସ ଏଏସ୍‌ଆଇ ଭବାନୀ ଶଙ୍କର ସାମଲ ଏବଂ ମୋହିନୀପୁର…

ଗଣତାନ୍ତ୍ରିକ ପଦ୍ଧତିରୁ ବିଚ୍ୟୁତ ହେଉଛି ଦେବଗଡ଼ ରାଜନୀତି, ସମସ୍ତଙ୍କୁ ଘାରିଛି ବିଧାୟକ ହେବା ନିଶା

ଦେବଗଡ଼, ୨୭।୭(ଶଶାଙ୍କ ଶେଖର ଝାଙ୍କର): ଯେତିକି ପାଖେଇ ଆସୁଛି ଆଗାମୀ ନିର୍ବାଚନ, ସେତିକି ଉଷ୍ମତା ବଢିଚାଲିଛି ଦେବଗଡ଼ ରାଜନୀତିରେ। ଦେବଗଡ଼ ଏକ ଛୋଟ ଜିଲା। ୭୦ଟି ପଞ୍ଚାୟତ ତିନୋଟି ବ୍ଲକ ଓ ଗୋଟିଏ ମ୍ୟୁନିସିପାଲିଟିକୁ ନେଇ ଏକ ନିର୍ବାଚନମଣ୍ଡଳୀ। କିନ୍ତୁ ଦୁଃଖ…

ସାପ କାମୁଡାରେ ୨ ଭାଇ ମୃତ

ଦେବଗଡ଼,୨୫।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡରେ ସାପ କାମୁଡାରେ ୨ ଭାଇଙ୍କର ମୃତ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ମଙ୍ଗଳବାର ସକାଳେ ଦେବଗଡ ପୌରାଞ୍ଚଳର ୱାର୍ଡ ନମ୍ବର-୯ ରେ ଥିବା ଜାଙ୍ଗିଲିକୁଦର ଠାରେ । ମୃତ ୨ ନାବାଳକ ହେଲେ…

ଫ୍ଲାଇଆଶ୍‌ରେ ପୋତି ହେଲା ଚାଷଜମି

ଦେବଗଡ,୨୧ା୭(ଶଶାଙ୍କ ଶେଖର ଝାଙ୍କର): ନିର୍ମାଣକାରୀ ସଂସ୍ଥାର ଦାୟିତ୍ୱହୀନତା ଯୋଗୁଁ ଫ୍ଲାଇଆଶ୍‌(ପାଉଁଶ)ରେ ପୋତିହୋଇ ଦେବଗଡ ଜିଲା ବାରକୋଟ ବ୍ଲକ ଖୁଲୁଣ୍ଡିକୁଦର ଗ୍ରାମର ୨୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ନଷ୍ଟ ହୋଇଛି। ଏଥିଯୋଗୁ ଚଳିତ ବର୍ଷ ସେହି ଜମିରେ ଫସଲ କରିବାର ଆଉ ସମ୍ଭାବନା…

କରିପାରିଲେନି ଜଳାଭିଷେକ, ମନ୍ଦିରରେ ଚାଲିଗଲା ବୋଲବମ୍‌ ଭକ୍ତଙ୍କ ଜୀବନ

ଦେବଗଡ଼,୧୦ା୭(ଶଶାଙ୍କ ଶେଖର ଝାଙ୍କର): ମନ୍ଦିରରେ ଜଣେ ବୋଲ୍‌ବମ୍‌ ଭକ୍ତଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଦେବଗଡ଼ସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡ଼େଶ୍ୱର ମନ୍ଦିରରେ। ମୃତକ ଜଣକ ହେଲେ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଦେଓଝରଣ ଗ୍ରାମର ବିଭୂତି…

ସ୍କୁଟି ଦୁର୍ଘଟଣାରେ ଅଙ୍ଗନଓ୍ବାଡି କର୍ମୀଙ୍କ ଜୀବନ ଗଲା, ଦିଅର ଆହତ

ଦେବଗଡ଼,୨୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କୀର୍ତ୍ତନପାଲି ଛକଠାରେ ୫୩ ନମ୍ବର ଜାତୀୟ ରାଜପଥରେ ୨ଟି ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କର ମୃତ୍ୟୁ ହୋଇଛି। ତେବେ ସ୍କୁଟି ଚଳାଉଥିବା ତାଙ୍କ…

ଘନ ଘନ ବଦ୍ୟୁତ କାଟ୍‌ ପ୍ରତିବାଦରେ ଦେବଗଡ ଜିଲା କଂଗ୍ରେସର ବିକ୍ଷୋଭ

ଦେବଗଡ,୨୮।୬(ଶଶାଙ୍କ ଶେଖର ଝାଙ୍କର): ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘନଘନ ବିଦ୍ୟୁତ କାଟ ଯୋଗୁଁ ଦେବଗଡ ଜିଲାବାସୀ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖିନ ହୋଇଥିବା ବେଳେ ବର୍ଷା ଦିନ ଆରମ୍ଭରେ ପୁଣି ଏହାର ପୁନରାବୃତ୍ତି ଘଟିଛି। ସାମାନ୍ୟ ପବନ କିମ୍ବା…

ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ବ୍ଲକ ଆକାଉଣ୍ଟ ଅଫିସର

ଦେବଗଡ,୨୭।୬(ଶଶାଙ୍କ ଶେଖର ଝାଙ୍କର): ବିଲ୍‌ କରାଇଦେବାକୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ବ୍ଲକ ଆକାଉଣ୍ଟ ଅଫିସର। ଦେବଗଡ ଜିଲା ରିଆମାଳ ବ୍ଳକ ଆକାଉଣ୍ଟ ଅଫିସର ରାଜେନ୍ଦ୍ର ଦାଶଙ୍କୁ ଗିରଫ କଲା ଭିଜିଲାନ୍ସ। ୨ ଲକ୍ଷ ବିଲ୍‌ କରାଇବା ପାଇଁ…

ହୋଟେଲ ରୁମ୍‌ରୁ ବ୍ୟାଙ୍କ ଅଧିକାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଦେବଗଡ,୨୪।୬:( ଶଶାଙ୍କ ଶେଖର ଝାଙ୍କର) ଦେବଗଡ ଷ୍ଟେଟ ବ୍ୟାଙ୍କରେ କାର୍ଯ୍ୟରତ ଥିବା ସିଏସସି ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ମମତା ହୋଟେଲରୁ ଉଦ୍ଧାର କରାଯାଇଛି । ଉକ୍ତ ଘଟଣା ସହରରେ ଚର୍ଚ୍ଚାର ବିଷୟ ସାଜିଛି। ମୃତ ବ୍ୟାଙ୍କ ଅଧିକାରୀ ଜଣକ ହେଲେ…

ପ୍ରାର୍ଥନା କରୁଥିବା ସମୟରେ ପଡ଼ିଗଲେ ଛାତ୍ରୀ, ଡାକ୍ତରଖାନାରେ ଭର୍ତ୍ତି

ଦେବଗଡ଼,୨୨ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଗ୍ରୀଷ୍ମ ଲହରି ଜାରି ରହିଥିବା ବେଳେ ଗ୍ରୀଷ୍ମ ପ୍ରଭାବରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗୁରୁବାର ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ବାରକୋଟ ବ୍ଲକ କୁଣ୍ଡାପିଠା ହାଇସ୍କୁଲରେ ପ୍ରାର୍ଥନା ଆରମ୍ଭ…

ଜଙ୍ଗଲ ନଷ୍ଟକରି କଂକ୍ରିଟ ପିଲାର ନିର୍ମାଣ

ଦେବଗଡ଼,୨୨ା୬(ଶଶାଙ୍କ ଶେଖର ଝାଙ୍କର)କୋରଡକୋଟ ସଂରକ୍ଷିତ ଜଙ୍ଗଲରେ ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ବେଆଇନ ଭାବେ ଜେସିବି ବ୍ୟବହାର କରି ଜଙ୍ଗଲ ନଷ୍ଟ କରି କଂକ୍ରିଟ ପିଲର ନିର୍ମାଣ କରାଯାଉଛି। କୋରଡକୋଟ ଜଳ ପ୍ରପାତରୁ ପାଣି ନେବା ପାଇଁ କାର୍ଯ୍ୟ ପ୍ରସ୍ତୁତି ଚାଲିଛି ।…

ରିଆମାଳ ବ୍ଲକ କଂଗ୍ରେସ କର୍ମୀଙ୍କ ସମୂହ ଇସ୍ତଫା

ରିଆମାଳ,୧୯ା୬(ନିରଞ୍ଜନ ବେହେରା) ଦେବଗଡ଼ ଜିଲା କଂଗ୍ରେସ ସଭାପତି ପରିବର୍ତ୍ତନ ପରେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ରିଆମାଳ ବ୍ଲକ ନାଉଲିପଡ଼ାଠାରେ ବ୍ଲକ କଂଗ୍ରେସ କମିଟିର ବହୁ କର୍ମୀ ରବିବାର ଏକ ବୈଠକ କରି ଦଳରୁ ସମୂହ ଇସ୍ତଫା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?