ହାତୀ ଆକ୍ରମଣରେ ଜଣେ ମୃତ
ଦେବଗଡ,୨୪।୧୧(ଡି.ଏନ୍.ଏ.): ଦେବଗଡ ଥାନା କାଳକାଠ ଗ୍ରାମ କିସାନ ସାହିର ୬୦ ବର୍ଷିୟ ଚେରୁ କିସାନଙ୍କୁ ଦଳି ଦେଲା ଦନ୍ତା ହାତୀ। ମଙ୍ଗଳବାର ବିଳମ୍ବିତ ରାତି ୩ଟା ସମୟରେ ବାଡ ଭାଙ୍ଗି ଚେରୁଙ୍କ ଘର ଭିତରକୁ ହାତୀ ପଶିବାକୁ ଉଦ୍ୟମ କରୁଥିଲା। ଏଥିରେ…
ଦେଢ଼କୋଟି ଟଙ୍କାର ସାପ ବିଷ ବିକ୍ରି ପାଇଁ ଚାଲିଥିଲା ଯୋଜନା, ଗ୍ରାହକ ସାଜି ବାନ୍ଧିଲା ପୋଲିସ
ଦେବଗଡ଼,୨୦ା୧୧(ଡି.ଏନ୍.ଏ.): ସାପ ବିଷ ଚୋରାଚାଲାଣ ରାକେଟର ପର୍ଦ୍ଦାଫାଶ ହୋଇଛି। ସାପ ବିଷ ବିକ୍ରି ପାଇଁ ଉଦ୍ୟମ କରୁଥିବାବେଳେ ଗ୍ରାହକ ସାଜି ୨ ଜଣଙ୍କୁ ଗିରଫ କରିଛି ପୋଲିସ। ଦେବଗଡ଼ ଜିଲାର ସ୍ବତନ୍ତ୍ର ପୋଲିସ ଟିମ୍ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଚଢ଼ାଉ…
ବାଘଛାଲ ବିକ୍ରି ପାଇଁ ଡିଲ୍ବେଳେ ଧରିଲା ବନବିଭାଗ
ଦେବଗଡ଼,୧୧ା୧୧(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟ ରେଞ୍ଜ ପଳସମା ସେକ୍ସନ ବ୍ରାହ୍ମଣୀପାଲି ଗାଁ ନିକଟରେ ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ଧରିଛି ବନବିଭାଗ। ଘଟଣାସ୍ଥଳରୁ କୁଣ୍ଢେଇଗୋଳା ଥାନା କୁସକଲିଆ ଗାଁର ୫୫ ବର୍ଷୀୟ ପ୍ରହଲ୍ଲାଦ ପରିଡ଼ାଙ୍କୁ ଗିରଫ…
ପୋଲିସ ଉପରକୁ ଗୁଳିମାଡ଼
ଦେବଗଡ଼,୧୩।୧୦(ଡି.ଏନ.ଏ): ଗଞ୍ଜେଇ ଚାଲାଣକାରୀଙ୍କୁ ପିଛା କରିବା ବେଳେ ଦେବଗଡ଼ ଜିଲା ରିଆମାଳ ପୋଲିସ ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ କୌଣସି ପୋଲିସ କର୍ମଚାରୀଙ୍କ କ୍ଷତି ହୋଇନାହିଁ। ଏହି ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲା…
ଦେବଗଡ଼ ଝିଅଙ୍କୁ ମିଳିଲା ସ୍ବର୍ଣ୍ଣ
ଦେବଗଡ଼,୧୨ା୧୦(ଡି.ଏନ.ଏ):ରାଜସ୍ଥାନର ଜୟପୁର ସ୍ଥିତ ମାଲବ୍ୟ ନ୍ୟାଶ୍ନାଲ ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି (ଏନ୍ଆଇଟି)ର ଏମ୍. ଟେକ୍ ଛାତ୍ରୀ ଶାଶ୍ୱତୀ ନନ୍ଦ ମେଟ୍ରୋଲୋଜି ଓ ମାଟେରିଆଲ ଇଞ୍ଜିନିୟରିଂ ବିଭାଗରେ ସର୍ବୋଚ୍ଚ ନମ୍ବର ରଖି ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ଏନ୍ଆଇଟିର ୧୫ତମ ସମାବର୍ତ୍ତନ ଉତ୍ସବରେ କର୍ତ୍ତୃପକ୍ଷ…
ଦେବଗଡ଼ରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଆଜି ଦେବଗଡ଼ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଏହା ସହ ୧୩୬ କୋଟି…
ମଦଭାଟିରୁ ଟଙ୍କା ନେଉଥିଲେ ଅବକାରୀ ଅଧୀକ୍ଷକ
ଦେବଗଡ଼,୨୯ା୯(ଡି.ଏନ୍.ଏ.): ମଦଭାଟି ମାଲିକଙ୍କଠାରୁ ଦେଢଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଦେବଗଡ଼ ଅବକାରୀ ଅଧୀକ୍ଷକ ଅଜିତ କୁମାର ମହାପାତ୍ର ଓ ବାରକୋଟ ଅବକାରୀ ଏଏସ୍ଆଇ ମଥୁରା ମୋହନ ପ୍ରଧାନ। ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁ୍ଯାୟୀ କୌଣସି…
ବାପ-ପୁଅଙ୍କୁ ଧକ୍କା ଦେଲା ତହସିଲଦାରଙ୍କ ଗାଡ଼ି
ଦେବଗଡ଼, ୮ା୯(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ବଣିଆକିଲିଣ୍ଡା ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ବାରକୋଟ ତହସିଲଦାରଙ୍କ ଗାଡ଼ି ଧକ୍କାରେ ଜଣେ ଯୁବ ବ୍ୟବସାୟୀ ଓ ତାଙ୍କର ୧୧ବର୍ଷର ପୁଅ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଅଧିକ ଚିକିତ୍ସା ନିମନ୍ତେ…
ପ୍ରସ୍ତାବିତ ବାର୍ ପ୍ରତ୍ୟାହାର ଦାବିରେ ବିକ୍ଷୋଭ
ଦେବଗଡ଼,୮।୯(ଡି.ଏନ୍.ଏ.) ଦେବଗଡ଼ ପୌରାଞ୍ଚଳ ୮ ନଂ. ୱାର୍ଡଠାରେ ପ୍ରସ୍ତାବିତ ଠିପିଖୋଲା ବିଦେଶୀ ମଦ ବାର୍ ନିଷ୍ପତ୍ତି ପ୍ରତ୍ୟାହାର ଦାବିରେ ବୁଧବାର ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲା ଅବକାରୀ କାର୍ଯ୍ୟାଳୟ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା…
ହନୁମାନ ପଇସା ପାଇଁ ହତ୍ୟା କରିଥିଲେ ୪ ସାଙ୍ଗ
ଦେବଗଡ,୧୧ା୮(ଡି.ଏନ.ଏ):ଗତ ୫ ତାରିଖରେ ଦେବଗଡ ଥାନା ଅଧୀନ ରାଇତାଲ ଗାଁରେ ଥିବା ଏକ ଟ୍ରାନ୍ସଫର୍ମର ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ହନୁମାନ ପଇସା ପାଇଁ ଉକ୍ତ ଯୁବକଙ୍କୁ ତାଙ୍କ ସାଙ୍ଗମାନେ ପିଟି ପିଟି ହତ୍ୟା…
ନାହିଁ ରେଳ ସୁବିଧା, କେନ୍ଦ୍ର ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲେ ଏମ୍ପି
ଦେବଗଡ଼,୫ା୮(ଡି.ଏନ୍.ଏ.): ଦେବଗଡ଼ ଜିଲା ଆଜି ପର୍ଯ୍ୟନ୍ତ ରେଳ ମାନଚିତ୍ରରେ ସ୍ଥାନ ପାଇ ପାରିନାହିଁ। ଜିଲାର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ତୁରନ୍ତ ରେଳ ସଂଯୋଗ କରିବାକୁ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନିକଟରେ ଦାବି…
ଗ୍ରାହକ ସାଜି ଧରିଲା ସ୍ପେଶାଲ ସ୍କ୍ବାଡ୍
ଦେବଗଡ଼,୪।୮(ଡି.ଏନ୍.ଏ.): ଦେବଗଡ଼ ଓ ସମ୍ବଲପୁର ଜିଲାରେ ଚାଲିଛି ହନୁମାନ ପଇସା କାରବାର। ବେଆଇନ ହନୁମାନ ପଇସା କାରବାର କରୁଥିବା ୩ଜଣ ବ୍ୟକ୍ତିଙ୍କୁ ଦେବଗଡ଼ ଜିଲା ସ୍ପେଶାଲ ସ୍କ୍ବାଡ୍ ପୋଲିସ ଧରିଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଭଣ୍ଡାରୀମାଲ…
Archives


