ଦେବଗଡ଼

ପୋକରା ପିଡିଏସ୍‌ ଚାଉଳ ଫେରାଇଲେ ସରପଞ୍ଚ

ରିଆମାଳ, ୧୭ା୧୨ (ଡି.ଏନ.ଏ)- ଦେବଗଡ଼ ଜିଲା ରିଆମାଳ ବ୍ଲକ ମଳେହିପଡା ପଞ୍ଚାୟତରେ ବୁଧବାର ପିଡିଏସ୍‌ ଚାଉଳକୁ ସରପଞ୍ଚ ହାବିଲ ସାହୁ ଫେରାଇ ଦେଇଥିବା ଜଣାପଡିଛି। ଘଟଣା ଅନୁସାରେ ପଞ୍ଚାୟତକୁ କିଛି ମାସ ହେବ ଠିକ୍‌ ମାପଠାରୁ କମ୍‌ ଏବଂ ଅତି ନିମ୍ନମାନର…

ମଣ୍ଡାସୁଣି ଓ ସିଲିପଥର କମ୍ପାନୀର ବାର୍ଷିକ ସାଧାରଣସଭା ଏବଂ ନାବାର୍ଡର ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ରିଆମାଳ, ୧୬।୧୨ (ଡି.ଏନ.ଏ)- ଦେବଗଡ଼ ଜିଲା ରିଆମାଳ କଲ୍ୟାଣ ମଣ୍ଡପଠାରେ ନାବାର୍ଡ ସହାୟତାରେ ସିଏସକି.ଆର ଦ୍ୱାରା ଅନୁଷ୍ଠିତ ମଣ୍ଡାସୁଣି ଓ ସିଲିପଥର ପ୍ରଡ୍ୟୁସର କମ୍ପାନୀ ଲିଃର ବାର୍ଷିକ ସାଧାରଣ ସଭା ଏବଂ ନାବାର୍ଡର ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ…

ବାଇକ୍‌କୁ ଧକ୍କା ଦେଲା ମିନି ଟ୍ରକ୍‌ : ଗୃହରକ୍ଷୀ ମୃତ, ଶିଶୁ କନ୍ୟା ଓ ବଡ଼ ବାପା ଗୁରୁତର

ରିଆମାଳ,୧୬।୧୨(ଡି.ଏନ୍‌.ଏ)- ଦେବଗଡ଼ ଜିଲା ରିଆମାଳ ଥାନା ଅଧିନ ରେଙ୍ଗାଳବେଡା ହନୁମାନ ମନ୍ଦିର ନିକଟରେ ୫୩ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ମିନିଟ୍ରକ ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ଧୀରେନ୍ଦ୍ର ସାହୁ (୩୫) ନାମକ ଜଣେ ଗୃହରକ୍ଷୀଙ୍କର…

ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର

ଦେବଗଡ଼, ୧୬।୧୨(ଡି.ଏନ.ଏ)- ପଶ୍ଚିମ ଓଡ଼ିିଶାର ସର୍ବପୁରାତନ ବେସରକାରୀ କଲେଜ ଭାବେ ପରିଚିତ ଦେବଗଡ଼ ମହାବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ଓ ସୁବର୍ଣ୍ଣଜୟନ୍ତୀ ସ୍ମାରକୀ ଫାଟକ ନିର୍ମାଣ ଦାବି ହୋଇଛି। ଏନେଇ ମଙ୍ଗଳବାର ଦେବଗଡ଼ କଲେଜ ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂର୍ତ୍ତ ବିଭାଗ (ରାସ୍ତା…

ଫସଲବୀମା ପ୍ରଦାନ ପାଇଁ ପ୍ରତିଶ୍ରୁତି :ଚାଷୀଙ୍କର ଆମରଣ ଅନଶନ ପ୍ରତ୍ୟାହୃତ

ଦେବଗଡ଼,୧୫ା୧୨(ଡି.ଏନ.ଏ):ଆଗାମୀ ୧୫ ଦିନ ମଧ୍ୟରେ ଫସଲ ବୀମାରାଶି ପ୍ରଦାନ ପାଇଁ ଜିଲା ପ୍ରଶାସନ ତଥା ସମବାୟ ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି ା ଏହି ପ୍ରତିଶ୍ରୁତି ପରେ ସୋମବାର ଜିଲା କୃଷକ ସଂଘ ସମର୍ଥନରେ ଚାଷୀମାନଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଆମରଣ…

ବାଇକ୍‌ ଧକ୍କାରେ ହକି ଖେଳାଳିଙ୍କ ମୃତ୍ୟୁ: ୪ ଗୁରୁତର

ରିଆମାଳ, ୧୪।୧୨(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କିର୍ତ୍ତନପାଲି ଗ୍ରାମ(ବାଲିନାଳ) ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ରବିବାର ସନ୍ଧ୍ୟାରେ ଏକ ବାଇକ ଧକ୍କାରେ ଜଣେ ହକି ଖେଳାଳିଙ୍କର ମୃତ୍ୟୁ ଘଟିଛି ା ସେ ହେଲେ ଆଦାମ ଡାଙ୍ଗ(୧୬)। ସେହିପରି ସମ୍ପୃକ୍ତ…

ହାତୀ ଆକ୍ରମଣରେ ବୃଦ୍ଧ ମୃତ

  ଦେବଗଡ଼, ୧୨।୧୨(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ବାବୁରୀକାନୀ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ହାତୀ ଆକ୍ରମଣରେ କମାର କିଷାନ (୭୦) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ୫ଟାରେ କମାର ଶୌଚ ନିମନ୍ତେ ଘର ପଛପଟେ ଥିବା…

ଭୂତଳ ପୋଲ ନିର୍ମାଣ ଦାବି ତେଜୁଛି: ଜାତୀୟ ରାଜପଥ ୪୯ରେ ଭୂତଳ ପୋଲ ନିର୍ମାଣ ପାଇଁ ବୈଠକ

  ଦେବଗଡ଼, ୧୧।୧୨(ଡି.ଏନ.ଏ.) ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମଦେଇ ଯାଇଥିବା ମୁମ୍ବାଇ-କୋଲକାତା ସଂଯୋଗକାରୀ ୪୯ ନମ୍ବର ଜାତୀୟ ରାଜପଥ ଫୋର୍‌ଲେନ୍‌ କାର୍ଯ୍ୟ ଚାଲିଛି। କଣ୍ଢଳଠାରେ ଏକ ଅଣ୍ଡର ପାସ୍‌ (ଭୂତଳ ରାସ୍ତା)ନିର୍ମାଣ ଦାବି…

ଜିଲାସ୍ତରୀୟ ଶିଶୁ, କିଶୋର ଶ୍ରମିକ ସର୍ବେକ୍ଷଣ

ଦେବଗଡ, ୧୧।୧୨(ଡି.ଏନ.ଏ)-ଭାରତ ସରକାରଙ୍କ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ନିୟମ ଅନୁଯାୟୀ ଦେବଗଡ ଜିଲାରେ ୬ ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ଶ୍ରମିକ ସର୍ବେକ୍ଷଣ କାର୍ଯ୍ୟ କରିବା ପାଇଁ ଜାତୀୟ ଶିଶୁଶ୍ରମିକ ପ୍ରକଳ୍ପର ଅଧ୍ୟକ୍ଷ-ତଥା ଜିଲାପାଳ ସୁଧାଂଶୁ…

ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦ ମସିହାରୁ ଅନୁଷ୍ଠିତ ହୋଇ ଆସୁଥିବା ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ଚଳିତବର୍ଷ ତଥା ୩୧…

ଦେବଗଡ଼ ଏବିଭିପିର ନଗର ସମ୍ମିଳନୀ

ଦେବଗଡ଼, ୮ା୧୨(ଡ଼ି.ଏନ୍‌.ଏ.)-ଦେବଗଡ଼ ଜିଲା ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ କାର୍ଯ୍ୟାଳୟ ପରିସରରେ ଅଖିଳ ଭାରତୀୟ ବିଦ୍ୟାର୍ଥି ପରିଷଦ (ଏବିଭିପି)ର ନଗର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ପ୍ରାନ୍ତ ସଙ୍ଗଠନ ସମ୍ପାଦକ ତଥା ପୂର୍ବତନ ରାଜ୍ୟ ସଭାପତି ଅଧ୍ୟାପକ ସୁକାନ୍ତ ସାହୁ ମୁଖ୍ୟ…

ଆଖି ବୁଜିଲା ଚିକିତ୍ସାଧୀନ ହାତୀ

ଦେବଗଡ଼,୭ା୧୨(ଡି.ଏନ୍‌.ଏ)-ଦେବଗଡ଼ ବନାଞ୍ଚଳ କଂସର ସେକ୍ସନ ଅଧୀନ ବିରିୟାମ ଗ୍ରାମ ନାଳରେ ପଡି ଚିକିତ୍ସାଧୀନ ଥିବା ବୟସ୍କା ମାଈହାତୀ ସୋମବାର ଆଖି ବୁଜିଛି। ତିଲେଇବଣୀ ପ୍ରାଣୀ ଚିକିତ୍ସକ ସତ୍ୟବ୍ରତ ମିଶ୍ର ମୃତହାତୀର ବ୍ୟବଚ୍ଛେଦ କରିବା ପରେ ସେଠାରେ ଏକ ଗାତ ଖୋଳି ପୋତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri