ଦେବଗଡ଼

ଗାଧୋଉଥିବା ବେଳେ ନାଳରେ ବୁଡିଗଲେ ଯୁବକ

ଦେବଗଡ, ୭ା୧୨(ଡି.ଏନ.ଏ)-ବାରକୋଟ ଥାନା ଅନ୍ତର୍ଗତ ଗୁରୁସଙ୍ଗ ଗ୍ରାମରେ ରବିବାର ନାଳରେ ଗାଧୋଉଥିବା ସମୟରେ ଗୋଡ ଖସିଯିବାରୁ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁସଙ୍ଗ ଗ୍ରାମର ଦେବ ପ୍ରଧାନ(୨୫) ମଧ୍ୟାହ୍ନରେ ଗାଁ ନିକଟସ୍ଥ ଯୌତୁକ ନାଳରେ ଗାଧୋଉଥିଲେ । ଗୋଡ…

୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ, ୭ା୧୨(ଡି.ଏନ.ଏ):ଦେବଗଡ଼ ରିଜର୍ଭ ପୋଲିସ ପଡିଆଠାରେ ରବିବାର ୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଗୃହରକ୍ଷୀ ବାହିନୀର କର୍ତବ୍ୟ ପରାୟଣତା…

ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର

ଦେବଗଡ଼, ୭ା୧୨(ଡ଼ି.ଏନ୍‌.ଏ.) – ଦେବଗଡ଼ରେ ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ନଗର ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍‌ଘାଟନ କରିଥିଲେ। ସେହିପରି…

୨୪ ଘଣ୍ଟାରେ ୧୩ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ: ୩୦ ହଜାର ଜରିମାନା ଆଦାୟ

ଦେବଗଡ, ୬।୧୨(ଡ଼ି.ଏନ୍‌.ଏ.)- କୋଭିଡ଼୍‌-୧୯ ନିୟମକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେବଗଡ ଆରକ୍ଷୀ ଅଧିକ୍ଷକ ମନୋଜ ମହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଜାତୀୟ ରାଜପଥ ତଥା ଅନ୍ୟ ରାସ୍ତାରେ ଯାନବାହାନକୁ କଡାକଡି ଯାଞ୍ଚ କରାଯାଊଛି। ଗତ ୨୪ ଘଣ୍ଟ ମଧ୍ୟରେ…

ଜିଲା କୃଷକ ସଂଘର ରାସ୍ତାରୋକୋ ଆନ୍ଦୋଳନ: ୧୫ ଗିରଫ

ଦେବଗଡ,୬ା୧୨(ଡ଼ି.ଏନ୍‌.ଏ.)- ପଶ୍ଚିମ ଓଡିଶା କୃଷକ ସଙ୍ଗଠନର ଆହ୍ବାନ କ୍ରମେ କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତିର ଦୃଢ ପ୍ରତିବାଦ କରାଯିବା ସହ ଚାଷୀଙ୍କର ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଶନିବାର ଦେବଗଡ ଜିଲା କୃଷକ ସଂଘ ପକ୍ଷରୁ ରାସ୍ତାରୋକୋ ଆନ୍ଦୋଳନ କରାଯାଇଥିଲା ା…

ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ କୃଷି…

ମାର୍କେଟ କମ୍ପ୍ଲେକ୍ସ ନିର୍ମାଣକୁ ବିରୋଧ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ

ରିଆମାଳ,୪।୧୨(ଡି.ଏନ୍‌.ଏ.)-ଦେବଗଡ଼ ଜିଲା ରିଆମାଳ ବ୍ଲକ ସଦର ମହକୁମା ଅଧୀନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହତାରେ ଥିବା ପୁରୁଣା ମାର୍କେଟ କମ୍ପ୍ଲେକ୍ସକୁ ଭାଙ୍ଗି ନୂତନ ଭାବେ ନିର୍ମାଣ କରାଯିବାକୁ ରିଆମାଳ ଗ୍ରାମବାସୀ ବିରୋଧ କରିଛନ୍ତି ା ଏ ନେଇ ସେମାନେ ପ୍ରଶାସନର…

ଦେବଗଡ଼ରେ ଭିନ୍ନକ୍ଷମ ଦିବସ ପାଳିତ

ଦେବଗଡ଼,୪ା୧୨(ଡି.ଏନ୍‌.ଏ.)-ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ା ଜିଲାପାଳ ସୁଧାଂଶୁ ମୋହନ ସାମଲଙ୍କ ଅନୁମୋଦନକ୍ରମେ କାଳିପଥରର ସୁମିତ୍ରା ମାଝି ଓ ସଞ୍ଜୟ କୁମାର ବେହେରା,…

ମଦ ବୋତଲ ଭାଙ୍ଗି ମଦ ଦୋକାନ ମ୍ୟାନେଜରଙ୍କୁ ଆକ୍ରମଣ ଓ ଟଙ୍କା ଲୁଟ : ୨ଗିରଫ

ଦେବଗଡ଼,୩।୧୨(ଡି.ଏନ.ଏ)- ମଦ ଦେବାରେ ବିଳମ୍ବ ହେବାରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ ଥିବା ବିଦେଶୀ ମଦ ଦୋକାନରେ ମଦ ବୋତଲ ଭାଙ୍ଗି ମ୍ୟାନେଜରଙ୍କୁ ମରଣାନ୍ତକ ଆକ୍ରମଣ କରିବା ଓ ନଗଦ ୧୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ…

ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ ମାଈହାତୀ । ହାତୀଟି ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ସୋମବାର ବିରିୟାମ ଗ୍ରାମକୁ ଚାଲିଆସିଥିଲା। ତେବେ…

ଗଛରେ ପିଟି ହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ରିଆମାଳ ୧୨.୧୧ (ଡି଼.ଏନ.ଏ): ଦେଓଗଡ ଜିଲା ରିଆମାଳ ଥାନା ଅନ୍ତର୍ଗତ ବୁଚାକଟେଇ ଛକ ଠାରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଇକ ଚାଲକଙ୍କ ବେପାରୁଆ ଗାଡି ଚାଳନା ଯୋଗୁ ଭାରସାମ୍ୟ ହରାଇ ଏକ ଗଛ ପିଟିବା ଯୋଗୁ ଘଟଣା…

ଜନ୍ତୁ ଶିକାର ପାଇଁ ବିସ୍ଫୋରକ ତିଆରି ପଡ଼ିଲା ମହଙ୍ଗା: ବିସ୍ଫୋରଣରେ ୨ ମୃତ

ଦେବଗଡ଼,୬ା୯(ଡ଼ି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଲଇମୁରା ଫାଣ୍ଡି ଅନ୍ତର୍ଗତ ଚିଲାଣ୍ଟିଖୋଳ ଗ୍ରାମରେ ଶନିବାର ଜନ୍ତୁ ଶିକାର ପାଇଁ ବିସ୍ଫୋରକ ତିଆରି କରୁଥିବାବେଳେ ବିସ୍ଫୋରଣ ଘଟିଛି। ଏଥିରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ରଞ୍ଜିତ ଭୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri