ଦେବଗଡ଼

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାକୁ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଠାବ କରିଥିଲା। ପରେ ୨୨ ତାରିଖରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଦ୍ଧାର କରାଯାଇଥିଲା। ସେହିଦିନ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ ଯୁବକ ବୁବୁନ ସାମଲ, ଡୋଲମୋଣି ପେଣ୍ଠେଇ ବାଇକ୍‌ରେ ମନ୍ଦିର ଦର୍ଶନ ସାରି ଘରକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି ଦିଆଯାଇଥିବା ଅଭିଯୋଗକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଘଟଣାର ପ୍ରତିବାଦରେ ଉତ୍ୟକ୍ତ ଲୋକେ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌ ଅଞ୍ଚଳରୁ ବାହାରି ବୁଢାପାଳ ଦେଇ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ନିୟନ୍ତ୍ରଣ…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ, ବରଖୋଳ ଗ୍ରାମରେ ଏକ…

ଗାଁ ଭିତରେ ପଶିଲା ଦନ୍ତା ହାତୀ: ଗ୍ରାମବାସୀ ଆତଙ୍କିତ

ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର):ଗାଁ ଭିତରେ ପଶିଲା ଦନ୍ତା ହାତୀ। ଗ୍ରାମବାସୀ ଆତଙ୍କିତ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ନୁଆଁଡିହ ପଞ୍ଚାୟତର ମହାସିନ୍ଧୁ ଗ୍ରାମରେ ଏକ ଦନ୍ତା ହାତୀ ଆତଙ୍କ ସୃଷ୍ଟି କରିଛି । ହାତୀଟି ବର୍ତ୍ତମାନ ପର୍ଯ୍ୟନ୍ତ କାହାରି କିଛି କ୍ଷତି…

ଯୁବକଙ୍କୁ ଛୁରି ଭୁସି ହତ୍ୟା ଘଟଣା: ତଦନ୍ତ ଆରମ୍ଭ

ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଗୁଣ୍ଡୁରିପୋଷି କଲୋନୀ ସାହିରେ ଛୁରି ଭୁସି ଯୁବକଙ୍କୁ ହତ୍ୟା ଘଟଣାରେ ପୋଲିସ ପକ୍ଷରୁ ଏକ ହତ୍ୟା ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଥିବାବେଳେ ସାଇଣ୍ଟ୍‌ଫିକ ଦଳ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅଧିକ…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ଗ୍ରାମର ପିତୃଷ କେରକେଟାଙ୍କ ପୁଅ ଏଫ୍ରେମ (୩୭)…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ହୋଇଛି। ଏନେଇ ଜିଲାପାଳଙ୍କ…

ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ଅଟୋ ରିକ୍ସା ଶୋଭାଯାତ୍ରା: ଏହିସବୁ ଦାବି ରଖିଲେ…

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଅଟୋ ରିକ୍ସା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଆଂଚଳିକ ପରିବହନ ଅଧିକାରୀଙ୍କୁ ଦାବିପତ୍ର…

୪ର୍ଥ ବାଟାଲିଅନ ଆଇଆର୍‌ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ ସେଠ ଏହା ପୂର୍ବରୁ ଝାରସୁଗୁଡା ସ୍ଥିତ ଦ୍ୱିତୀୟ ବାଟାଲିୟନ ଓଏସ୍‌ଏପି (ଏପିଟିସି)ରେ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?