କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ
ଦେବଗଡ,୨୮ା୮(ଡ଼ି.ଏନ୍.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩ ନମ୍ବର ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି ା…
ଠେଙ୍ଗାରେ ପିଟିପିଟି ଜନ୍ମଦାତାଙ୍କ ଜୀବନ ନେଲେ ପୁଅ
ଦେବଗଡ଼,୨୩ା୮(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ରଙ୍ଗିଆଟିକ୍ରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଠେଙ୍ଗା ମାଡ଼ରେ ଜନ୍ମଦାତାଙ୍କ ଜୀବନ ଯାଇଛି। ସୂଚନା ଅନୁଯାୟୀ, ଶନିବାର ରାତିରେ ଗୋବିନ୍ଦ ମୁଣ୍ଡା(୬୦) ଓ ତାଙ୍କ ପୁଅ ଅମୂଲ୍ୟ(୩୫) ଘରକୁ ଫେରିବା ପରେ ଉଭୟଙ୍କ…
ପେଟ୍ରୋଲ ଢାଳିଦେଲେ ଡାକ୍ତର, ଆଙ୍ଗୁଠି ହରାଇଲେ ଯୁବକ
ଦେବଗଡ,୨୦।୮(ଡି.ଏନ.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଉଟୁଣିଆ ଗ୍ରାମର ତ୍ରିପୁରାରୀ ପ୍ରଧାନଙ୍କ ପୁଅ ସନ୍ଦୀପ ପ୍ରଧାନ (୧୮) ଡାହାଣ ପାଦର ବୃଦ୍ଧାଙ୍ଗୁଳି ହରାଇଛନ୍ତି। ଡାକ୍ତର ଓ ଫାର୍ମାସିଷ୍ଟଙ୍କ ଭୁଲ୍ ଚିକିତ୍ସାରୁ ତାଙ୍କୁ ଏହି ପରିଣାମ ଭୋଗିବାକୁ ପଡିଛି। ଏ ନେଇ…
ଆଇଏଏସ୍ ଅଫିସର ହେବେ ଦେବଗଡ଼ ଜିଲା ମାଟ୍ରିକ୍ ଟପ୍ପର
ଦେବଗଡ଼,୨୯।୭(ଡି.ଏନ୍.ଏ.): ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲାର ଅର୍ପିତା ପ୍ରିୟଦର୍ଶିନୀ ପ୍ରଧାନ ଜିଲା ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ରିଆମାଳ ବ୍ଲକ ବୁଢ଼ାପାଳ ହାଇସ୍କୁଲର। ସେ ୫୫୩(୯୨.୨) ପ୍ରତିଶତ…
ଭିଡିଓ କଲିଂ ହେଲା କାଳ, ଜଳପ୍ରପାତରେ ବୁଡ଼ି ପ୍ରାଣ ହରାଇଲେ ଫାର୍ମାସୀ ଛାତ୍ର
ଦେବଗଡ଼,୧୭ା୭(ଡି.ଏନ୍.ଏ.): ସହରସ୍ଥିତ ପ୍ରଧାନପାଟ ଜଳପ୍ରପାତ ଉପରେ ଥିବା ୧ ନଂ. କୁଣ୍ଡରେ ଭିଡିଓ କଲିଂ କରୁଥିବା ସମୟରେ ପ୍ରାଣ ହରାଇଛନ୍ତି ଜଣେ ଫାର୍ମାସୀ ଛାତ୍ର । ସୂଚନାଯୋଗ୍ୟ, ପ୍ରଧାନପାଟ ଜଳପ୍ରପାତ ଉପରେ ଥିବା ୧ ନମ୍ବର କୁଣ୍ଡରେ ଭିଡିଓ କଲିଂ କରି…
ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଝାରସୁଗୁଡ଼ା ଅଫିସ,୭।୭: ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘର ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି ।…
କରୋନା ଆକ୍ରାନ୍ତଙ୍କ ନାମରେ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗ, କୋଭିଡ଼ ହସ୍ପିଟାଲ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଦେବଗଡ଼,୨୯ା୫(ଡି.ଏନ.ଏ.) – ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ କରୋନା ଯୋଦ୍ଧା କୁହାଯାଉଥିବା ସ୍ବାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଓ ପୋଲିସ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। କିନ୍ତୁ ଦେବଗଡ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ…
୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ
ଦେବଗଡ଼,୨୫ା୫(ଡି.ଏନ୍.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କୋଭିଡ୍ ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେଲେଇବଣି ବ୍ଲକ ସୋଢ଼…
ପୁଣି ୨୨ କରୋନା ପଜିଟିଭ ଚିହ୍ନଟ: ଦେବଗଡ଼ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଛୁଇଁଲା
ଦେବଗଡ଼,୨୫ା୫(ଡି.ଏନ୍.ଏ): ଦେବଗଡ଼ ଜିଲାରେ ସୋମବାର ପୁଣି ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨ ଆକ୍ରାନ୍ତ ତିଲେଇବଣି ବ୍ଲକ ଅନ୍ତର୍ଗତ ସଡୋ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟର ଓ ରିଆମାଳ ବ୍ଲକ ଅନ୍ତର୍ଗତ ଉଟୁଣିଆ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଏମାନଙ୍କ…
ଛାଡ଼ି ପଳାଉଥିଲା ବସ୍, ପୋଲିସ ହସ୍ତକ୍ଷେପ ପରେ ଝାଡ଼ଖଣ୍ଡ ଫେରିଲେ ୧୪ ପ୍ରବାସୀ
ଦେବଗଡ଼,୧୮ା୫(ଡି.ଏନ.ଏ.): ତାମିଲନାଡୁରେ ଫସି ରହିଥିବା ଦେବଗଡ ଜିଲା ରିଆମାଳ ବ୍ଲକ୍ର ୧୬ଜଣ ପ୍ରବାସୀ ଏକ ବସ୍ (ନଂ-ଟିଏନ୍-୩୨ ଏସି-୨୭୯୯)ରେ ଆସି ପହଞ୍ଚିଛନ୍ତି। ହେଲେ ସେଥିରେ ଥିବା ଝାଡ଼ଖଣ୍ଡ ଚାଇଁବସାର ଅନ୍ୟ ୧୪ ଜଣ ଶ୍ରମିକଙ୍କୁ ଦେବଗଡ଼ ସହରରେ ଛାଡି ବସ୍ଟି ଖସି…
ହୋମ୍ କ୍ୱାରାଣ୍ଟାଇନ୍ରେ ବୃଦ୍ଧାଙ୍କ ମୃତ୍ୟୁ, ସ୍ବାବ୍ ନମୁନା ପରୀକ୍ଷା ହୋଇ ନ ଥିବାରୁ ମୃତଦେହ ନିକଟକୁ ଗଲେନି ଗ୍ରାମବାସୀ
ଦେବଗଡ଼,୧୮।୫: ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଘୁରୁଡୁଖମଣ ଗ୍ରାମରେ ହୋମ କ୍ୱାରାଣ୍ଟାଇନ୍ରେ ଥିବା ଜଣେ ବୃଦ୍ଧାଙ୍କର ରବିବାର ମୃତ୍ୟୁ ଘଟିଛି। ବୃଦ୍ଧାଙ୍କର ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ କିଛିଦିନ ତଳେ ଗୋଡ ଭାଙ୍ଗିଥିବାରୁ ସଂକ୍ରମଣଜନିତ କାରଣରୁ ତାଙ୍କର…
ଜୟନ୍ତୀରେ ରାଜା ବାସୁଦେବ ସୁଢଳ ଦେବଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ
ଦେବଗଡ଼,୧୬ା୫(ଡି.ଏନ.ଏ):ଓଡିଆ ସାହିତ୍ୟ ପ୍ରସାର ଓ ପ୍ରଚାରର ମହାନ କର୍ଣ୍ଣଧାର ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳ ଦେବଙ୍କ ୧୭୦ତମ ଜନ୍ମ ଜୟନ୍ତୀ ଅବସରରେ ଦେବଗଡ଼ ଶ୍ରୀ ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ଶନିବାର ତାଙ୍କ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ କରାଯାଇଛି। ଅଧ୍ୟାାପକ ଚିତ୍ତରଞ୍ଜନ…
Archives


