ଦେବଗଡ଼

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଲେ ୨ ଭାଇ, ଜଣେ ମୃତ

ଦେବଗଡ଼,୩୦।୬ (ଡି.ଏନ୍‌.ଏ): ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ଶିଶୁର ମୃତ୍ୟୁ ଘଟିଛି। ଏଭଳି ଏକ ଦୁର୍ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଚନ୍ଦନଖୁଂଟି ଗ୍ରାମରେ। ମୃତକ ଜଣଙ୍କ ହେଲେ ସାଇ ନାୟକ(୫)। ସେହିପରି ଅନ୍ୟ ଜଣେ ଶିଶୁ ସାଇ…

କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତିର ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଦେବଗଡ଼,୧୭ା୬(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତି ଓ କେନ୍ଦ୍ରୀୟ ପୋଲିସର ବର୍ବରତା ପ୍ରତିବାଦରେ ଶୁକ୍ରବାର ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ ମୁଖ୍ୟ ଡାକଘର ସମ୍ମୁଖରେ ବିଶାଳ ଗଣ ବିକ୍ଷୋଭ କରାଯାଇଛି। ଆଜି ପୂର୍ବାହ୍ନରେ ଜିଲା କଂଗ୍ରେସ ସଭାପତି ଉମାଶଙ୍କର ସାହୁଙ୍କ…

ଗଛମୂଳେ ଖେଳୁଥିବାବେଳେ ବଜ୍ରପାତରେ ଛାତ୍ରଙ୍କ ଜୀବନ ଗଲା

ଦେବଗଡ଼,୧ା୬(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ବିଛଣାପୁର ଗ୍ରାମରେ ବଜ୍ରପାତରେ ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବୁଧବାର ଅପରାହ୍ନରେ ହଠାତ ଝଡ଼ ପବନ ସହ ବର୍ଷା ଓ ଘଡ଼ଘଡ଼ି ହେବାରୁ ବିଛଣାପୁର ଗ୍ରାମରେ ମାମୁଘରେ ରହି ପାଠପଢ଼ୁଥିବା ବାରକୋଟ ବ୍ଲକ…

ମୋବାଇଲ ନେଟୱାର୍କ ଦାବିରେ ୧୨ଘଣ୍ଟିଆ ସମ୍ବଲପୁର-ଦେବଗଡ଼ ଜାତୀୟ ରାଜପଥ ଅବରୋଧ

ଦେବଗଡ,୧।୬(ଡି.ଏନ୍‌.ଏ): ଦେବଗଡ଼ ଜିଲା ସମ୍ବଲପୁର-ଦେବଗଡ଼ ୪୯ନମ୍ବର ଜାତୀୟ ରାଜପଥର କେଳାସ ଛକଠାରେ ବୁଧବାର ୧୨ ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏହି ପ୍ରତିବାଦ ତିଳେଇବଣି ବ୍ଳକ ଲଇମୁରା ଅଞ୍ଚଳ ବିକାଶ ଯୁବ ମଞ୍ଚ ପକ୍ଷରୁ କରାଯାଇଥିବା ବେଳେ ସକାଳ ୬ଟାରୁ…

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ହ୍ରାସ ଦାବିରେ ଅନଶନ

ଦେବଗଡ଼,୨୭ା୫(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ପ୍ରତ୍ୟାହାର ସହ ୫ ଦଫା ଦାବିରେ ଶୁକ୍ରବାର ସକାଳୁ ପୌର ପରିଷଦ ସମ୍ମୁଖରେ ପୌର ପରିଷଦର ୭ କାଉନସିଲର ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଅନଶନ ଆରମ୍ଭ କରିଛନ୍ତି। ଶୁକ୍ରବାର ସକାଳୁ…

ସମ୍ପର୍କ ଭୁଲିଗଲେ ବାପା: ଶୋଇଥିବା ପୁଅକୁ ଉଠାଇ ହାଣିଲେ

ଦେବଗଡ଼,୧୮।୫ (ଡି.ଏନ୍‌.ଏ.): ବାପାଙ୍କ କଟୁରି ଚୋଟରେ ପୁଅ ମୃତ। ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଆଦର୍ଶ ଥାନା ଅନ୍ତର୍ଗତ ଗୁଣ୍ଡୁରିପୋଶି ଗ୍ରାମରେ। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଗୁଣ୍ଡୁରିପୋଶି ଗ୍ରାମର ଗୋଲବଦନ ପାତ୍ର(୩୨)ଘରେ ଶୋଇଥିଲେ। ବାପା ମୁଚି ପାତ୍ର ନିଶାସକ୍ତ…

ଡିସଚାର୍ଜ ହେଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ମଙ୍ଗଳବାର ବୁର୍ଲା ବଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଭାଜପା ନେତା ଓ କର୍ମୀମାନେ ତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ଏକ ରାଲିରେ ଦେବଗଡ଼ ଅଭିମୁଖେ ଆଣିଥିଲେ। ସୂଚନାନୁଯାୟୀ, ଦେବଗଡ଼ ଜିଲା ତିଲେଇବଣି…

ଦେବଗଡ଼ ବିଧାୟକ ମିଳିଲା ଜାମିନ୍‌

ଦେବଗଡ଼,୭।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଶନିବାର ଜାମିନ୍‌ ମିଳିଛି। ଏ ନେଇ ବିଧାୟକଙ୍କ ଓକିଲ ସୂଚନା ଦେଇଛି । ୨ ଜାମିନ୍‌ଦାର ଓ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚଲିକାରେ ମାନ୍ୟବର କୋର୍ଟ ଜାମିନ୍‌ ଦେଇଛନ୍ତି । ସୂଚନାନୁସାରେ,…

ତିଲେଇବଣି ବିଡିଓଙ୍କୁ ଗିରଫ କର

ଦେବଗଡ଼,୭ା୫(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଗିରଫଦାରିର ପ୍ରତିବାଦ କରିଛି ଭାଜପା। ବିଡିଓ ଦଳପତିଙ୍କୁ ଗିରଫ ଦାବିରେ ରାଜ୍ୟ ଭାଜପାର ଆହ୍ବାନ କ୍ରମେ ଭାଜପା ପକ୍ଷରୁ ରାଜ୍ୟର…

ଦେବଗଡ଼ ବିଧାୟକ, ୨ ସହଯୋଗୀ ଗିରଫ

ଦେବଗଡ଼,୩ା୫(ଡି.ଏନ୍‌.ଏ):ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ରବିବାର ପୋଲିସ ଦେବଗଡ଼ ବିଧାୟକ ସୁବାସଚନ୍ଦ୍ର ପାଣିଗ୍ରାହୀ ଓ ତିଲେଇବଣୀ ବ୍ଲକ ନୋମିନିଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଅଦାଲତରେ ଜାମିନ…

ଦେବଗଡ଼ ବିଧାୟକଙ୍କ ବହିଷ୍କାର ଦାବି କଲା କଂଗ୍ରେସ

ଦେବଗଡ଼,୨ା୫(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ବହିଷ୍କାର ଦାବି କରାଯାଇଛି। ତିଲେଇବଣି ବ୍ଲକ ବିଡିଓଙ୍କୁ ଆକ୍ରମଣ ଘଟଣାରେ ବହିଷ୍କାର ଦାବି ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି କଂଗ୍ରେସ। ଦେବଗଡ଼ ଜିଲା ସଭାପତି…

ବିଧାୟକଙ୍କ ଗିରଫ ପ୍ରତିବାଦରେ ଦେବଗଡ଼ ବନ୍ଦ

ଦେବଗଡ଼,୨ା୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ସୋମବାର ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ କରୁଛି ଭାଜପା। ସକାଳ ୬ଟାରୁ ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ସନ୍ଦ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଚାଲୁ ରହିବ। ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?