ଦେବଗଡ଼

ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲାର ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ଇତିମଧ୍ୟରେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଜିଲାର ପ୍ରାୟ ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କରିସାରିଛନ୍ତି। ତେବେ ରିଆମାଳ ବ୍ଲକ ଅନ୍ତର୍ଗତ ଖିଲେଇ…

ବେଆଇନ ଦେଶୀ ମଦ ପ୍ରସ୍ତୁତି ବେଳେ ଅବକାରୀ ଚଢ଼ାଉ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ସତ୍ତ୍ୱେ ଦେବଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜୋରଦାର ଚାଳିଛି। ଏଣୁ ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ା ରିଆମାଳ ବ୍ଲକ…

ଆରମ୍ଭ ହେଲା ଦେବଗଡ ପୌରାଞ୍ଚଳରେ ସାନିଟାଇଜ କାର୍ଯ୍ୟକ୍ରମ

ଦେବଗଡ, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣକୁ ରୋକିବା ପାଇଁ ବୁଧବାର ଦେବଗଡ ପୌର ପରିଷଦ ପକ୍ଷରୁ ଅଗ୍ନିଶମ ବାହିନୀ ସହାୟତାରେ ପୌରାଞ୍ଚଳର ମୁଖ୍ୟ ଅଞ୍ଚଳଗୁଡିକୁ ଜୀବାଣୁ ମୁକ୍ତ କରିବା ପାଇଁ ଔଷଧ ବିଶୋଧକ କେମିକାଲ ମିଶ୍ରିତ ଜଳ ସିଞ୍ଚନ କରାଯାଇ ସାନିଟାଇଜ କରାଯାଇଥିଲା।…

୨୧୮୧୪ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୬ା୪(ଡି.ଏନ.ଏ): ଦେବଗଡ ଜିଲାର ତିନୋଟି ବ୍ଲକର ୬୧ ପଞ୍ଚାୟତର ୨୩୨୨ ଏବଂ ପୌରାଞ୍ଚଳରେ ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକଙ୍କୁ ଦୈନିକ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ସୋମବାର ବାରକୋଟ ବ୍ଲକର ୨୪ ପଞ୍ଚାୟତରେ ୧୦୩୩ଜଣ ବୟସ୍କ ଏବଂ ୧୨୩ଜଣ ଶିଶୁ,…

ଖାଦ୍ୟ ଚାଖିବାକୁ କହିବାରୁ ରାଗିଗଲେ ବିଡ଼ିଓ

ବାମରା,୪।୪(ଡି.ଏନ.ଏ.)କରେନା ପାଇଁ ସମସ୍ତ ପଞ୍ଚାୟତରେ ଅସ୍ଥାୟୀ କେନ୍ଦ୍ର ଖୋଲି ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି । ବାମରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ମଧ୍ୟ ରନ୍ଧା ଖାଦ୍ୟ ସ୍ବେଚ୍ଛାସେବୀଙ୍କ ମାଧ୍ୟମରେ ଘରକୁ ଘର ପହଞ୍ଚାଇ ଦିଆଯାଉଛି। ଶନିବାର ସ୍ବେଚ୍ଛାସେବୀମାନେ ଏହି କ୍ରମରେ ରନ୍ଧା…

୪୯୨୭ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୧ା୪(ଡି.ଏନ.ଏ.): ଦେବଗଡ ଜିଲାର ୩ ବ୍ଲକର ୫୭ ପଞ୍ଚାୟତ ଓ ପୌରାଞ୍ଚଳରେ ଗରିବ, ଅସହାୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ସୂଚନା ଅନୁଯାୟୀ ବାରକୋଟ ବ୍ଲକର ୨୨ଟି ପଞ୍ଚାୟତରେ ୯୬୫ଜଣ ବୟସ୍କ ଏବଂ ୮୧ଜଣ ଶିଶୁ,…

ଲକ୍‌ଡ଼ାଉନ୍‌ ଯୋଗଁ ତରଭୁଜ ଚାଷରେ ବ୍ୟାପକ କ୍ଷତି

ଦେବଗଡ଼,୩୧ା୩(ଡି.ଏନ୍‌.ଏ.)- ଲକଡ଼ାଉନ୍‌ କଟକଣା ଯୋଗୁ ଦେବଗଡ଼ ଜିଲାରେ ତରଭୁଜ ଚାଷରେ ବ୍ୟାପକ କ୍ଷତି ଘଟିଛି । ଗାଡିମୋଟର ଚଳାଚଳ କରୁ ନ ଥିବାରୁ ବେପାରୀ ତରଭୁଜ ନେବାକୁ ଆସି ନ ପାରିବାରୁ ଏହା ଖେତରେ ନଷ୍ଟ ହେବାକୁ ବସିଲାଣି । ଏହି…

ଆମିଶ ବଜାରରେ ଦରବୃଦ୍ଧିକୁ ନେଇ ଉତ୍ତେଜନା

ଦେବଗଡ, ୨୯ା୩ (ଡି.ଏନ.ଏ.): ଦେବଗଡ ଆମିଶ ବଜାରରେ ଅହେତୁକ ଦର ବୃଦ୍ଧିକୁ ନେଇ ରବିବାର ଗ୍ରାହକ ଓ ବ୍ୟବସାୟୀ ମୁହାମୁହିଁ ହୋଇଥିଲେ। ଉତ୍ତ୍ୟକ୍ତ ଗ୍ରାହକମାନେ ବଜାର ଫାଟକରେ ତାଲା ପକାଇ ଦେଇଥିଲେ । ପରିସ୍ଥିତି ଗୁରୁତର ଆକାର ଧାରଣ କରିବା ପୂର୍ବରୁ…

ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଲେଖାଏ ସହାୟତା ଦେଲେ ଦେବଗଡ଼ ବିଧାୟକ

ଦେବଗଡ଼,୨୮।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଉଭୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ବିଧାୟକ ପାଣିଗ୍ରାହୀ ଏହି ଅର୍ଥ ତାଙ୍କର ପ୍ରାପ୍ୟ ଦରମାରୁ…

ଲକ୍‌ଡାଉନ୍‌: କଳାବଜାର ରୋକିବାକୁ ଦେବଗଡ଼ ଜିଲା ପୋଲିସର ବୈଠକ

ଦେବଗଡ଼,୨୮।୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାର ରୋକିବା ପାଇଁ ଦେବଗଡ଼ ଆଦର୍ଶ ଥାନା ପରିସରରେ ଜିଲା ପୋଲିସ ପକ୍ଷରୁ ସ୍ଥାନୀୟ ଏକ ବୈଠକ ଅନୁଷ୍ଠିତ ହୋଇଛି। ଦେବଗଡ଼ ଏସ୍‌ପି ରାହୁଲ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ବିଲରେ ପଚୁଛି ତରଭୁଜ

ଦେବଗଡ,୨୬ା୩(ଡି.ଏନ.ଏ.): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖି ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଛି । ବାରକୋଟ ବ୍ଲକ ମଧ୍ୟପୁର ପଞ୍ଚାୟତର ଲାଣ୍ଡିଝରୀ ଗ୍ରାମରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି। ଡିଲେଶ୍ୱର…

ଓଲଟି ପଡ଼ିଲା ଯାତ୍ରୀବାହୀ ଅଟୋ

ଦେବଗଡ,୨୬।୩(ଡି.ଏନ.ଏ.): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଖିଲେଇ ଗ୍ରାମରେ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ସେଥିରେ ବସିଥିବା ୪ ଜଣ ମହିଳାଙ୍କ ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ନୂଆଁଲୋଇ ଗ୍ରାମର ଏକ ପରିବାର ତାଙ୍କର ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri