ଦେବଗଡ଼

ଲକ୍‌ଡାଉନ୍‌ ସମୟରେ ସାହିଦାଣ୍ଡରେ ଭତ୍ତା ବଣ୍ଟନ: ଶତାଧିକ ହିତାଧିକାରୀଙ୍କ ଗହଳି

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଜନସାଧାରଣଙ୍କ ଗହଳି ଲାଗି କଟକଣା ଲାଗୁ କରାଯାଇଛି। ତେବେ ଦେବଗଡ଼ ପୌରାଞ୍ଚଳର ୪ନଂ. ୱାର୍ଡ ବରପାଲି ସାହିଠାରେ ମଙ୍ଗଳବାର ପୂର୍ବାହ୍ନରୁ ପୌର ପରିଷଦ ପକ୍ଷରୁ ୨, ୩…

ଲକ୍‌ଡାଉନ୍‌ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ ଚିନ୍ତା ବଢ଼ାଇଛି। ଏପରିସ୍ଥଳେ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। କେବଳ ଅତ୍ୟାବଶ୍ୟକ ଦୋକାନଗୁଡ଼ିକ ନିର୍ଦ୍ଦିଷ୍ଟ…

ଜନତା କର୍ଫ୍ୟୁ ପ୍ରଭାବ: ଦେବଗଡ଼ ଜନଶୂନ୍ୟ

ଦେବଗଡ଼,୨୨।୩(ଡି.ଏନ୍‌.ଏ.): ବିଶ୍ୱ ବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’ ଆହ୍ବାନ ପରେ ରବିବାର ଦେବଗଡ଼ ଜିଲାରେ ଏହାର ପ୍ରଭାବ ପ୍ରତିଫଳିତ ହୋଇଛି। ସକାଳୁ ଦେବଗଡ଼ ଜିଲା ମହକୁମା ସମେତ ବିଭିନ୍ନ ଗ୍ରାମରେ ଜନସାଧାରଣ ସ୍ବତଃପ୍ରବୃତ୍ତ ଭାବେ…

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା ସମସ୍ତ ଧର୍ମାନୁଷ୍ଠାନରେ କେବଳ ଦୈନନ୍ଦିନ ରୀତିନୀତି ପରେ ବନ୍ଦ ପାଇଁ ସରକାର ନିର୍ଦ୍ଦେଶ…

ବାଇପାସ୍‌ ଚିନ୍ତା

ଦେବଗଡ଼ ଜିଲା ସଦର ମହକୁମା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହାର ପ୍ରଶସ୍ତୀକରଣ ବିଳମ୍ବିତ ହେବାରେ ଲାଗିଛି। ରାଜପଥରେ ଯାନବାହନ ବୃଦ୍ଧି ସହିତ ସହରର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ମଧ୍ୟ ବଢୁଛି। ଫଳରେ…

ଦେବଗଡ଼ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଦେବଗଡ଼,୧।୩(ଡି.ଏନ.ଏ.)-ଦେବଗଡ଼ ମନ୍ଦାକିନୀ ବାଳିକା ଉନ୍ନୀତ ବିଦ୍ୟାଳୟରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ସୁବଣ୍ଣର୍ର୍ କପରଦାରଙ୍କ ତତ୍ତ୍ୱାବଧାନରେ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ା ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନ , ବାୟୁ ପ୍ରଦୂଷଣ ଓ ସ୍ବାସ୍ଥ୍ୟରକ୍ଷା ସମ୍ବନ୍ଧୀୟ ଜଣାଅଜଣା ପ୍ରତିଯୋଗିତା…

ଶିକ୍ଷକ ନିଯୁକ୍ତି ଦାବିରେ ୩ଦିନ ହେଲା ସ୍କୁଲରେ ତାଲା

ଦେବଗଡ଼,୧।୩(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ବ୍ଲକ ଆଡସ ପଞ୍ଚାୟତ ଅନ୍ତର୍ଗତ ନବଡିହି କରଡାପାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବସନ୍ତ କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ତିନିଦିନ ହେଲାଣି ବିଦ୍ୟାଳୟ ଫାଟକରେ ତାଲା ପଡିଛି।…

ଦୈନିକ ପରିବା ବଜାର ପିଣ୍ଡି ତିଆର କରିବା ଘଟଣା : ଉଚ୍ଛେଦ ବେଳେ ଉତ୍ତେଜନା

ଦେବଗଡ଼, ୧୯।୨(ଡ଼ି.ଏନ୍‌.ଏ.) – ଦେବଗଡ଼ ସହରର ଦୈନିକ ପରିବା ବଜାରରେ ପିଣ୍ଡି ତିଆରି କରିବା ଘଟଣା କ୍ରମଶଃ ଜଟିଳ ହେଉଛି। ପରିବା ବ୍ୟବସାୟୀଙ୍କ ଦାବି ପୂରଣ ନ ହେଲେ ସେମାନେ ଉଠିବେ ନାହିଁ ବୋଲି ଜିଦରେ ଅଟଳ ଥିବାରୁ ଜିଲା ପ୍ରଶାସନ…

‘ଉତ୍ସବ ପ୍ରଧାନପାଟ-୨୦୨୦’ର ଅନ୍ତିମସନ୍ଧ୍ୟା: ନାଚ, ଗୀତରେ ଝୁମିଲେ ଦର୍ଶକ

ଦେବଗଡ଼, ୧୫।୨(ଡି.ଏନ.ଏ)-ସ୍ଥାନୀୟ ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିଥିବା ‘ଉତ୍ସବ ପ୍ରଧାନପାଟ-୨୦୨୦’ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ଦର୍ଶକଙ୍କ ପ୍ରବଳ ଭିଡ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାର କଳାକାରମାନଙ୍କ ନାଚଗୀତରେ ଦର୍ଶକ ଝୁମିଉଠିଥିଲେ। ଜିଲାପାଳ ସୁଧାଂଶୁ ମୋହନ…

‘ଉତ୍ସବ ପ୍ରଧାନପାଟ-୨୦୨୦’ଉଦ୍‌ଘାଟିତ : ନୃତ୍ୟ ଓ ଗୀତର ତାଳେତାଳେ ଝୁମିଲେ ଦର୍ଶକ

ଦେବଗଡ, ୧୧ା୨(ଡି.ଏନ.ଏ) -ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତଥା ଦେବଗଡ ଜିଲାର ଗର୍ବ ଓ ଗୌରବ ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ନିର୍ମିତ ଶାଳବଣ ଘେରା ମୁକ୍ତାକାଶ ରଙ୍ଗମଞ୍ଚରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ସୋମବାର ଦେବଗଡ ଜିଲାର ସାଂସ୍କୃତିକ ମହୋତ୍ସବ…

୧୦ରୁ ଉତ୍ସବ ପ୍ରଧାନପାଟ : ଅଂଶଗ୍ରହଣ କରିବେ ୭୫୦ରୁ ଊଦ୍ଧ୍ୱର୍ର୍ କଳାକାର

ଦେବଗଡ଼, ୯।୨(ଡି.ଏନ.ଏ.)- ଆଗାମୀ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ଦିନ ଧରି ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ପାଳିତ ହେବାକୁ ଥିବା ଉତ୍ସବ ପ୍ରଧାନପାଟ -୨୦୨୦ ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ…

ମହିଳା କଲେଜର ବାର୍ଷିକ ଉତ୍ସବ

ଦେବଗଡ଼,୮।୨(ଡି.ଏନ.ଏ)-ଦେବଗଡସ୍ଥିତ କନିଷ୍ଠ ମହିଳା ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ା ଅନୁଷ୍ଠାନର ଅଧ୍ୟକ୍ଷ ପ୍ରହଲ୍ଲାଦ ଦେବଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ପଳସମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri