ପୋଲରେ ପିଟିହେଲା କାର୍: ୨ ମୃତ
ଦେବଗଡ଼, ୮।୨(ଡି.ଏନ.ଏ)- ଗୁରୁବାର ରାତିରେ ଦେବଗଡ ଥାନା ଅଧୀନ ଆମ୍ବପାଳ ଗ୍ରାମ ନିକଟସ୍ଥ ରାଞ୍ଚି-ବିଜୟୱାଡା ରାଜପଥରେ ଏକ କାର ଦୁର୍ଘଟଣାଗସ୍ତ ହେବାରୁ ୨ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା ଖବର ମୁତାବକ…
ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଦ୍ୱିତୀୟ ଦିବସ: କୁଚିପୁଡି, ଢାପ, ଗୋଟିପୁଅ ନୃତ୍ୟ ଆକର୍ଷଣ ସାଜିଲା
ଦେବଗଡ଼, ୧୮।୧(ଡି.ଏନ୍.ଏ.)- ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୂଲ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଜିଲାସ୍ତରୀୟ ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ହୋଇଥିଲା। ଅନୁଷ୍ଠାନର ରାଜ୍ୟ…
ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟସଙ୍ଗୀତ ଉତ୍ସବ ଉଦ୍ଘାଟିତ:ଲୋକ ନୃତ୍ୟରେ ଦୁଲୁକିଲା ମଞ୍ଚ
ଦେବଗଡ଼, ୧୭।୧(ଡ଼ି.ଏନ୍.ଏ.)-ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୁଲ୍ୟରେ ଜିଲାସ୍ତରୀୟ ‘ନୂପୁର ନୃତ୍ୟସଙ୍ଗୀତ ଉତ୍ସବ-୨୦୨୦’ ଆରମ୍ଭ ହୋଇଛି। ଏହା ୩ଦିନ ଧରି ଚାଲିବ। ଗୁରୁବାର ପୂର୍ବାହ୍ନରେ ଏହାର ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାରେ…
ବେଆଇନ ଗଞ୍ଜେଇ କାରବାର ୫ ଗିରଫ: ଗଞ୍ଜେଇ ସହ ବୋଲେରୋ, ବାଇକ, ମୋବାଇଲ ଓ ନଗଦ ୩୦ହଜାର ଟଙ୍କା ଜବତ
ଦେବଗଡ଼, ୧୬।୧(ଡି.ଏନ.ଏ.)- ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅଧିନ କରଲଗା ଗ୍ରାମରେ ବେଆଇନ ଗଞ୍ଜେଇ କାରାବାର ଚାଲିଥିବାବେଳେ ବୁଧବାର ଧରାପଡ଼ିଛି। କୁଣ୍ଢେଇଗୋଳା ଥାନା ପୋଲିସ ଚଢାଉକରି ୫ ଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଳାଣ…
ଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତାର ପଞ୍ଚମ ସନ୍ଧ୍ୟା: ମଣିପୁରୀ ନାଟକ ‘ଓଁ ଶାନ୍ତି’, ଓଡିଆ ନାଟକ ‘ଗଛ’ ମଞ୍ଚସ୍ଥ
ଦେବଗଡ଼,୧୫।୧(ଡି.ଏନ.ଏ.) – ସ୍ଥାନୀୟ ଟାଉନହଲ୍ଠାରେ ଜାଗରଣ ଆର୍ଟ ଇଣ୍ଟର୍ନ୍ୟାଶନାଲ ପକ୍ଷରୁ ଗତ ୧୦ ତାରିଖଠାରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତା ଚାଲିଛି। ମଙ୍ଗଳବାର ପଞ୍ଚମ ସନ୍ଧ୍ୟାରେ ୨ଟି ନାଟକ ମଞ୍ଚସ୍ଥ ହୋଇଛି। ମଣିପୁର ଇମ୍ଫାଲର…
୨ ବାଇକ୍ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର
ଦେବଗଡ଼/ରିଆମାଳ,୧୩।୧(ଡି.ଏନ୍.ଏ.): ଦେବଗଡ଼ ଜିଲା ରିଆମାଳ ବ୍ଲକ ଛତାବରସ୍ଥିତ ଜଟିଆନାଳୀଠାରେ ସୋମବାର ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଟିଙ୍କହୀର ପଟାପଥର ଗ୍ରାମର ଉତ୍ତମ ସାହୁ…
ସର୍ବଭାରତୀୟ ପ୍ରଧାନପାଟ କପ୍ ଫୁଟବଲ ଟୁର୍ନାମେଣ୍ଟ :ନାଲକୋ ଚାମ୍ପିୟନ
ଦେବଗଡ଼଼,୧୩ା୧(ଡି.ଏନ.ଏ.): ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି ା ଫାଇନାଲ ମ୍ୟାଚ ଅନୁଗୋଳ ଜିଲା ନାଲକୋ ଜିଆର୍ଏଫ୍ସି ଏବଂ କଲା(ଦେବଗଡ଼) ବନଦୁର୍ଗା ଫୁଟବଲ ଆସୋସିଏଶନ ମଧ୍ୟରେ ହୋଇଥିଲା। ବନଦୁର୍ଗା ଫୁଟବଲ ଅସୋସିଏସନକୁ…
ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତା: ସମ୍ବୋଧନ, ଗାନ୍ଧୀଛକ ନାଟକ ମଞ୍ଚସ୍ଥ
ଦେବଗଡ଼,୧୩ା୧(ଡି.ଏନ.ଏ.) ଦେବଗଡ ଟାଉନ ହଲ୍ଠାରେ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍ ନ୍ୟାଶନାଲ ପକ୍ଷରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ରବିବାର ତୃତୀୟ ସନ୍ଧ୍ୟାରେ ୨ଟି ନାଟକ ମଞ୍ଚସ୍ଥ ହୋଇଥିଲା। ଅତିଥି ଭାବେ ଜିଲା ସୂଚନା…
୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତାର ଦ୍ୱିତୀୟ ସନ୍ଧ୍ୟା: ସମ୍ବଲପୁରୀ ନାଟକ‘ନାଇଟ୍ ହସ୍ପିଟାଲ୍ ଓ ‘ବାଗଡି’ମଞ୍ଚସ୍ଥ
ଦେବଗଡ଼,୧୨ା୧(ଡି.ଏନ.ଏ)-ଦେବଗଡ଼ର ଅଗ୍ରଣୀ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍ନ୍ୟାସନାଲ୍ ପକ୍ଷରୁ ସ୍ଥାନୀୟ ଟାଉନହଲ୍ ଠାରେ ଆରମ୍ଭ ହୋଇଥିବା ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ଦ୍ୱିତୀୟ ସନ୍ଧ୍ୟାରେ ଶନିବାର ୨ଟି ନାଟକ ମଞ୍ଚସ୍ଥ ହୋଇଛି। ଏହି ନାଟକ…
ଅନିୟମିତତାରେ ଚାଲିଛି ଆର୍ଡବ୍ଲୁଏସ୍ଏସ୍ କାର୍ଯ୍ୟାଳୟ: ଇଛା ଅନୁସାରେ ଅଫିସ ଆସୁଛନ୍ତି କର୍ମଚାରୀ, ଜାଣିଶୁଣି କାର୍ଯ୍ୟାଳୟର ସିସି ଟିଭି କେମେରା ଅଚଳ
ଦେବଗଡ଼, ୧୨ା୧(ଡି.ଏନ.ଏ.) -ଦେବଗଡ଼ ସହର ପୁରୁଣାଗଡ କଲେଜ ରୋଡସ୍ଥିତ ଆର୍ଡବ୍ଲୁଏସ୍ଏସ୍ (ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ) ବିଭାଗର କାର୍ଯ୍ୟାଳୟ ଅନିୟମିତତାରେ ଚାଲିଛି। ଇଛା ଅନୁସାରେ ଅଫିସ ଆସୁଛନ୍ତି କର୍ମଚାରୀ। ଫଳରେ ପାନୀୟଜଳ ଯୋଗାଣ ସମସ୍ୟା ନେଇ ଲୋକେ ଆପତ୍ତି ଅଭିଯୋଗ…
ଟ୍ରକ୍କୁ ପିଟିଲା ବସ୍, ୨୦ରୁ ଊର୍ଦ୍ଧ୍ୱ ଆହତ
ଦେବଗଡ଼,୧୦।୧(ଡି.ଏନ୍.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବଣାଇ ଓ ବାରକୋଟ ଡାକ୍ତରଖାନାରେ…
ଲକ୍ଷ୍ମୀପୂଜା ମଣ୍ଡପ ଉଦ୍ଘାଟିତ
ଦେବଗଡ଼, ୧୦।୧(ଡ଼ି.ଏନ୍.ଏ.)-ତିଲେଇବଣୀ ବ୍ଲକର ବଣିଆଁକିଲିଣ୍ଡା ପଞ୍ଚାୟତ ଅଧିନ ସୁନାମୁଣ୍ଡା ଗ୍ରାମରେ ଲକ୍ଷ୍ମୀପୂଜା ମଣ୍ଡପ ଉଦ୍ଘାଟିତ ହୋଇଯାଇଛି। ସମ୍ବଲପୁର ଏମ୍ପି ରାଜା ନିତେଶ ଗଙ୍ଗଦେବ ମୁଖ୍ୟ ଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉକ୍ତ ପୂଜା ମଣ୍ଡପକୁ ଉଦ୍ଘାଟନ କରିଥିଲେ। ସେହିପରି ସମ୍ମାନିତ ଅତିଥି…
Archives


