ଦେବଗଡ଼

ସର୍ବଭାରତୀୟ ନାଟକ, ନୃତ୍ୟ ପ୍ରତିଯୋଗିତା ଆଜି: ଓଡ଼ିଆ, ହିନ୍ଦି, ମଣିପୁରୀ ନାଟକ ମଞ୍ଚସ୍ଥ ହେବ

ଦେବଗଡ,୧୦।୧(ଡି.ଏନ.ଏ)-ସର୍ବଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ ପାଇଁ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲ’ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସର୍ବଭାରତୀୟ ପ୍ରତିଯୋଗିତା ଜାନୁୟାରୀ ୧୦ରୁ ଆରମ୍ଭ ହେବ। ୧୫ତାରିଖ ପର୍ଯ୍ୟନ୍ତ ଦୀର୍ଘ ୬ଦିନ ଧରି ଏହା ଆୟୋଜନ…

ସର୍ବ ଭାରତୀୟ ପ୍ରଧାନପାଟ୍‌ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ଦେବଗଡ଼କୁ ହରାଇଲା ହୁଗୁଳି ଫୁଟବଲ ଏକାଡେମୀ

ଦେବଗଡ଼, ୧୦।୧(ଡି.ଏନ.ଏ.)-ପ୍ରଧାନପାଟ ଫୁଟବଲ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ପୁଲ ‘ବି’ର ପ୍ରଥମ ମ୍ୟାଚରେ ଗୁରୁବାର ଦେବଗଡ ଫୁଟବଲ କ୍ଲବକୁ ୧-୦ ଗୋଲରେ ପରସ୍ତ କରି…

ଦେବଗଡ଼ରେ ଭାରତ ବନ୍ଦର ପ୍ରଭାବ

ଦେବଗଡ଼,୮।୧(ଡି.ଏନ୍‌.ଏ.): ଦରବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା,ପ୍ରସ୍ତାବିତ ଶ୍ରମ ଆଇନ, ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ତଥା ବିଭିନ୍ନ ଫେଡେରେଶନ ପକ୍ଷରୁ ୧୨ ଦଫା ଦାବି ପୂରଣ ନେଇ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ଦେବଗଡ଼ ଜିଲାରେ…

ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ନିଷ୍ପତି : ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ଉସତ୍ବ ପ୍ରଧାନପାଟ

ଦେବଗଡ,୪।୧(ଡି.ଏନ.ଏ)-ଆସନ୍ତା ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଆୟୋଜନ କରାଯିବା। ଶୁକ୍ରବାର ଅନୁଷ୍ଠିତ ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ତଥା…

ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ

ଦେବଗଡ଼,୩୧।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବରଡାନାଳୀ ଗ୍ରାମରେ ଦୁଃଖବନ୍ଧୁ ସାହୁ(୩୭)ଙ୍କୁ ବନ ବିଭାଗ ପକ୍ଷରୁ…

ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ

ଦେବଗଡ଼,୨୯।୧୨(ଡି.ଏନ.ଏ.) – ସେବା ଯୋଗାଇବାରେ ଅବହେଳା ଯୋଗୁ ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ ହୋଇଛି । ମାମଲାର ବିବରଣୀ ଅନୁଯାୟୀ, ରିଆମାଳ ଗ୍ରାମର ଅଲେଖ ବିଶ୍ୱାଳ ନାମକ ଜଣେ ଗ୍ରାହକ ୨୦୦୬ ମସିହାରେ ପୋଷ୍ଟାଲ ଲାଇଫ ଇନ୍ସୁରାନ୍ସ ପଲିସି କ୍ରୟ…

ଜିଲା ଚିଠି: ଦେବଗଡ଼ରେ ହାତୀ ଆତଙ୍କ

ଦେବଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଗତ କିଛିଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ସହର ବି ସେଥିରୁ ବାଦ୍‌ ପଡ଼ିନି। ବଣ ଜଙ୍ଗଲ ଛାଡ଼ି ଗାଁ ଓ ସହର ମୁହଁା ହେଉଥିବା ସେହି ହାତୀପଲଙ୍କୁ ରୋକିବା ବନ ବିଭାଗ କର୍ମଚାରୀଙ୍କ ପକ୍ଷେ…

ହାତୀ ଶାବକର ମୃତଦେହ ଉଦ୍ଧାର

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଅଧୀନ ବରଡ଼ାନାଳି ଗ୍ରାମରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀ ଶାବକର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ଶାବକଟିର ମୃତ୍ୟୁ କିପରି ଘଟିଛି ତାହା ସ୍ପଷ୍ଟ…

୪ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

ରିଆମାଳ, ୨୫ା୧୨ (ଡି.ଏନ.ଏ.):ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ୨ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଚରା କରୁଛି।…

ବାଇକ୍‌ ଦୁର୍ଘଟଣାରେ ୨ ମୃତ

ଦେବଗଡ଼/ ବାରକୋଟ, ୧୫।୧୨ (ଡି.ଏନ.ଏ.)- ଦେବଗଡ଼ ଜିଲା ଦେବଗଡ଼ ସଦର ଥାନା ଅନ୍ତର୍ଗତ କଣ୍ଢଳ ଗ୍ରାମଠାରେ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଶନିବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣା ଘଟି ରମାକାନ୍ତ ରାଉତ (୨୩) ଏବଂ କନ୍ଦରପ ସାହୁ (୬୨) ନାମକ…

ଡକାୟତ ଯୋଜନା ବେଳେ ପୋଲିସ ଚଢ଼ାଉ : ୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ, ଖଣ୍ଡା,ପିସ୍ତଲ,ଗୁଳି ଓ ମୁଖା ଜବତ

ଦେବଗଡ,୧୫।୧୨(ଡି.ଏନ.ଏ.)-ଗୁରୁବାର ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଆମ୍ବଗାଁ ହାଇସ୍କୁଲର ପୁରୁଣା ଛାତ୍ରାବାସ ନିକଟରେ ସଶସ୍ତ୍ର ଡକାୟତି ପାଇଁ ଯୋଜନା କରୁଥିବାବେଳେ ବାରକୋଟ ଥାନା ପୋଲିସ ୩ଜଣ ପିଏଲଏଫ୍‌ଆଇ ସଦସ୍ୟଙ୍କୁ ଗିରଫ କରଛି ା ସେମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ…

ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ଅନିୟମିତତାରେ ଚାଲିବା ଘଟଣା: ଜିଲାପାଳଙ୍କ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦେବଗଡ଼, ୯।୧୨(ଡି.ଏନ୍‌.ଏ.) -ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସମଗ୍ର ଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସମଗ୍ର ଶିକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri