ଦେବଗଡ଼

ସଫଳ ମଣିଷ: କମଳା ଚାଷ ହୋଇଛି ବୃତ୍ତି, ଆୟର ପନ୍ଥା

ଦେବଗଡ଼, ୪।୧୨(ଡି.ଏନ୍‌.ଏ)-‘ଚାଷ କାମ ଯାହାର କେତେ ସୁଖ ତାହାର’ ଏହି ଉକ୍ତିକୁ ଜଣେ ସଫଳ ମଣିଷ ପ୍ରସନ୍ନ ପ୍ରଧାନ (୪୨) ଠିକ୍‌ ବୋଲି ପ୍ରମାଣିତ କରିଛନ୍ତି। ଦେବଗଡ଼ ଜିଲାର ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ନିକଟସ୍ଥ ଟିକିରା ନଦୀର ଅପରପାର୍ଶ୍ୱରେ ଅବସ୍ଥିତ…

ଡକାୟତି ଘଟଣା ପର୍ଦ୍ଦାଫାଶ; ୬ ଗିରଫ: ଚୋରି ସାମଗ୍ରୀ ଉଦ୍ଧାର

ଦେବଗଡ଼/ବାରକୋଟ, ୧୫।୧୧ (ଡି.ଏନ.ଏ)- ଦେବଗଡ ଜିଲା ବାରକୋଟ ଥାନା ସିଂହସାଲ ଗ୍ରାମର କ୍ଷେତ୍ରବାସୀ ଦଳବେହେରାଙ୍କ ଘରୁ ୨୪ ଅକ୍ଟୋବରରେ ଚୋରି ହୋଇଥିବା ସୁନା, ରୂପା, ଟଙ୍କା ଜବତ ହୋଇଛି। ଏହା ସହିତ ୬ଜଣ ଅପରାଧି ଗିରଫ ହୋଇଥିବା ଜଣାଯାଇଛି। ଗୁରୁବାର ଏକ…

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ମହିଳା ଗୁରୁତର

ଦେବଗଡ଼,୧୧।୧୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଅଞ୍ଚଳରେ ହାତୀ ଆକ୍ରମଣରେ ସୋମବାର ସକାଳେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଲୁଲଙ୍ଗ ପଞ୍ଚାୟତର ବଡ଼କୁଦ ବାସିନ୍ଦା ଶନିଆ କୁଦର(୬୫)। ଆଜି ସକାଳେ ସେ ବିଲକୁ ଯାଉଥିବା…

ଦେବଗଡ଼ ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ: ୨୯ରୁ ଧାନ କିଣା ଆରମ୍ଭ

ଦେବଗଡ, ୯।୧୧(ଡି.ଏନ.ଏ.)-ଦେବଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସୁଧାଂଶୁ ମୋହନ ସାମଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲା ପରିଷଦ ଅଧ୍ୟକ୍ଷା…

ଦେବଗଡ଼ ଜିଲାସ୍ତରୀୟ ‘ସୁରଭି’: ୧୯୦ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣ

ଦେବଗଡ, ୯।୧୧(ଡି.ଏନ.ଏ) -ଦେବଗଡ଼ ଇଣ୍ଡୋର ଷ୍ଟାଡିୟମଠାରେ ଶୁକ୍ରବାର ଦେବଗଡ ଜିଲା ସମଗ୍ର ଶିକ୍ଷା ପକ୍ଷରୁ ଜିଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୋଷ ନାୟକଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ ହୋଇଥିଲା।…

ଦେବଗଡ଼ ଜିଲାସ୍ତରୀୟ ଶିଶୁ ଉତ୍ସବ ମହକ : ଶିଶୁଙ୍କ ସହ ନାଚିଲେ ଶିଶୁ ସୁରକ୍ଷା ଅଧିକାରୀ

ଦେବଗଡ଼, ୭ା୧୧(ଡ଼ି.ଏନ.ଏ.)-ଦେବଗଡ଼ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଶିଶୁ ଆଶ୍ରୟ ଗୃହର ଶିଶୁମାନଙ୍କ ପାଇଁ ‘ଶିଶୁ ଉତ୍ସବ ମହକ-୨୦୧୯ ଶିଶୁ ଆଶ୍ରୟ ଗୃହ ସପୋର୍ଟରେ ଆୟୋଜିତ ହୋଇଯାଇଛି ା ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ…

୪୯ ନଂ. ଜାତୀୟ ରାଜପଥ ମରାମତି ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଦେବଗଡ଼,୬।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ୪୯ ନମ୍ବର ଜାତୀୟ ରାଜପଥ ମରାମତି ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଅନଶନରେ ବସିବା ସହ ଧାରଣା ଦିଆଯାଇଛି। ବାରମ୍ବାର ଜିଲା ପ୍ରଶାସନଙ୍କୁ ଅନୁରୋଧ ଓ ଅଭିଯୋଗ ହୋଇ ଆସୁଥିଲେ ସୁଦ୍ଧା କୌଣସି…

ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ, ଜଣେ ଗିରଫ

ଦେବଗଡ,୬।୧୧(ଡି.ଏନ.ଏ) : ଦେବଗଡ଼ ବନାଞ୍ଚଳ ଅଧୀନ ତିଲେଇବଣି ସେକ୍ସନ ପ୍ରଭାଶୁଣି ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ ଚଳାଇଥିବା ଅଭିଯୋଗରେ ବନ ବିଭାଗ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ଅଶୁର ଖୋଳ ଗ୍ରାମର…

ମାଛ ପାଇଁ ଶିକ୍ଷକଙ୍କୁ ହତ୍ୟା ଘଟଣା : ଜେଲଗଲେ ୪ ଅଭିଯୁକ୍ତ

ଦେବଗଡ, ୬।୧୧(ଡି.ଏନ.ଏ.) : ଦେବଗଡ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅଧିନ ପାଲୁଣୀପଡା ଗ୍ରାମରେ ଗତ ୩୧ ତାରିଖ ରାତିରେ ଜଣେ ଶିକ୍ଷକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ରିଆମାଳ ଥାନା ପୋଲିସ ୪ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମାମଲା ରଫାଦଫା ପାଇଁ ଲାଞ୍ଚ: ଫରେଷ୍ଟର ଗିରଫ

ଦେବଗଡ, ୬ା୧୧(ଡି.ଏନ.ଏ.) : କାଠ ଜବତ ମାଲଲାର ରଫାଦଫା କରିବା ପାଇଁ ଜଣେ ଯୁବକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦେବଗଡ ବନଖଣ୍ଡ ଅଧୀନ କଂସର ଫରେଷ୍ଟର ପ୍ରସନ୍ନ କୁମାର ମିଶ୍ର ଭିଜିଲାନ୍ସ ଦ୍ୱାରା ମଙ୍ଗଳବାର ଗିରଫ ହୋଇଛନ୍ତି।…

କାଠଚୋରଙ୍କୁ ଧରିବା ବେଳେ ବନ କର୍ମଚାରୀଙ୍କୁ ଆକ୍ରମଣ : ବାପ ଗିରଫ, ପୁଅ ଫେରାର

ଦେବଗଡ, ୬ା୧୧(ଡି.ଏନ.ଏ.) : ଜଙ୍ଗଲରୁ ବେଆଇନ ଗଛ କାଟି ଆଣିବା ସହ ବନ କର୍ମଚାରୀଙ୍କୁ ଆକ୍ରମଣ କରି ୨ ଭାଇ ଫେରାର ହୋଇଯାଇଥିବା ବେଳେ ବେଆଇନ କାଠ ରଖିଥିବା ଅଭିଯୋଗରେ ବାପଙ୍କୁ ବନ ବିଭାଗ ଗିରଫ କରିଛି। ଏହା ସହ ଗୋଟିଏ…

ମାଛ ଚୋରି କରିବାକୁ ଆସି ଶିକ୍ଷକଙ୍କୁ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦେବଗଡ଼,୧।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂସର ଫାଣ୍ଡି ଅନ୍ତର୍ଗତ ପାଳୁଣୀପଡ଼ା ଗ୍ରାମରେ ଗୁରୁବାର ରାତିରେ ଜଣେ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଆଶୁତୋଷ ପଟେଲ। ମିଳିଥିବା ସୂଚନା ଅନୁଯାୟୀ, ଆଶୁତୋଷ ଘରଠାରୁ ଅଳ୍ପ ଦୂରରେ ଥିବା ନିଜ ପୋଖରୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri