ଦେବଗଡ଼

ଗ୍ରାହକ ସାଜି ଧରିଲା ସ୍ପେଶାଲ ସ୍କ୍ବାଡ୍‌

ଦେବଗଡ଼,୪।୮(ଡି.ଏନ୍‌.ଏ.): ଦେବଗଡ଼ ଓ ସମ୍ବଲପୁର ଜିଲାରେ ଚାଲିଛି ହନୁମାନ ପଇସା କାରବାର। ବେଆଇନ ହନୁମାନ ପଇସା କାରବାର କରୁଥିବା ୩ଜଣ ବ୍ୟକ୍ତିଙ୍କୁ ଦେବଗଡ଼ ଜିଲା ସ୍ପେଶାଲ ସ୍କ୍ବାଡ୍‌ ପୋଲିସ ଧରିଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଭଣ୍ଡାରୀମାଲ…

କଲରାପତରିଆ ବାଘଛାଲ ଜବତ: ୪ ଗିରଫ

ଦେବଗଡ଼/ରିଆମାଳ, ୨୨ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି, ନାକଟିଦେଉଳ ଥାନା…

ବାଘଛାଲ ବିକ୍ରି ବେଳେ ଧରାପଡ଼ିଲେ

ଦେବଗଡ଼,୨୧ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି(୪୫), ନାକଟିଦେଉଳ ଥାନା ତିଲେଇମାଳ…

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ ରାଜହଂସ ଡେଲ୍‌ଟା ପ୍ଲସରେ ସଂକ୍ରମିତ ହୋଇଥିଲେ। ଶନିବାର ତାଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଏକ…

ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ

ଦେବଗଡ଼,୨୮ା୫: ଦେବଗଡ଼ ଥାନା ଅଧୀନ ଶୁଳିଆ ପୋଲତଳୁ ମୁମୂର୍ଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ୨୩ ତାରିଖରେ ଉଦ୍ଧାର କରାଯାଇଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ରିଆମାଳ ଥାନା ଧଉରାଗୋଠ ଗ୍ରାମର ଉପେନ୍ଦ୍ର ବେହେରା। ଏ ନେଇ ମୃତକଙ୍କ ପୁଅ…

ଭୋଜି ବନ୍ଦ, କନ୍ୟା ବାପାଙ୍କୁ ଏକଲକ୍ଷ ଜରିମାନା

ଦେବଗଡ଼, ୧୯ା୫ – ଦେବଗଡ଼ ପୌରାଞ୍ଚଳର ପୁରୁଣାଗଡରେ ବୁଧବାର କୋଭିଡ୍‌ ନିୟମ ଉଲ୍ଲଂଘନ କରାଯାଇ ଏକ ବିବାହ ଭୋଜି ଆୟୋଜନ ହୋଇଥିଲା। କିନ୍ତୁ ହଠାତ୍‌ ଚଢ଼ାଉ କରିଥିଲା ପୋଲିସ। ଭୋଜି ବନ୍ଦ କରିବା ସହ ଆୟୋଜନକାରୀ କନ୍ୟାର ବାପାଙ୍କୁ ୧ ଲକ୍ଷ…

ସପ୍ତାହାନ୍ତ ଶଟଡାଉନ: ଶୂନ୍‌ସାନ ଦେବଗଡ଼ ସହର

ଦେବଗଡ଼,୧।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ ଘୋଷିତ ୨ ଦିନିଆ ସପ୍ତାହାନ୍ତ ଶଟଡାଉନ ପରିପ୍ରେକ୍ଷୀରେ ଶନିବାର ଦେବଗଡ଼ ସହର ଶୂନ୍‌ଶାନ ରହିଛି। ଶନିବାର ସକାଳେ ଅଳ୍ପ ସମୟ ପର୍ଯ୍ୟନ୍ତ ଦେବଗଡ଼ ପୌରାଞ୍ଚଳରେ କେବଳ କ୍ଷୀର ଦୋକାନଗୁଡିକ ଖୋଲା ରହିଥିଲା।…

ଟଙ୍କା ଫେରସ୍ତ ମାଗିବାରୁ ନର୍ସିଂ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଦେବଗଡ଼,୨୮ା୪: ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହି ଅଞ୍ଚଳରେ ଥିବା ଘରୋଇ ନର୍ସିଂ ଟ୍ରେନିଂ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଉକ୍ତ ସ୍କୁଲର ଡାଇରେକ୍ଟର ବଳାତ୍କାର ଉଦ୍ୟମ ସହ ଜୀବନରେ ମାରିଦେବାର ପ୍ରୟାସ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି…

ପୁଅ ଆଗରେ ମା’ଙ୍କୁ ହାଣି ହତ୍ୟା

ଦେବଗଡ଼,୧୬।୪: ପୈତୃକ ଜମି ଭାଗବଣ୍ଟାକୁ କେନ୍ଦ୍ରକରି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ହତ୍ୟାକାଣ୍ଡ ଘଟିଛି। ଦିଅର ଟାଙ୍ଗିଆ ଚୋଟରେ ଭାଉଜ ଗୋଲାପ ସାହୁ(୬୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଦେବଗଡ଼,୧୫।୪: ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ବେଳେ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର କେନ୍ଦ୍ର ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) କୁମୁଦ ବନ୍ଧୁ ପୃଷ୍ଟିଙ୍କୁ ଜିଲା…

ସପ୍ତାହ ପାଇଁ ସଟ୍‌ଡାଉନ ହେଲା କଲେଜ

ଦେବଗଡ଼,୧୨।୪: ଦେବଗଡ଼ ଜିଲାରେ ସମ୍ପ୍ରତ୍ତି କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ଏହି କ୍ରମରେ ଇତିମଧ୍ୟରେ ଦେବଗଡ଼ କଲେଜର ୪ଜଣ ଅଧ୍ୟାପକ ଓ କର୍ମଚାରୀ ଆକା୍ରନ୍ତ ହୋଇଥିବା ଜଣାପଡିବା ପରେ କଲେଜ କର୍ତ୍ତୃପକ୍ଷ ଆଗାମୀ ଏକ ସପ୍ତାହ ଅର୍ଥାତ୍‌…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ୩ ଶିକ୍ଷକ ନିଲମ୍ବିତ

ଦେବଗଡ଼,୧୧।୪ ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଗତ ୯ ତାରିଖରେ ଅନୁଷ୍ଠିତ ଓଟିଇଟି (ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରୀକ୍ଷା ପରିଚାଳନା ଦାୟିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?