ଏପଟେ ଜଳୁଥିଲା ପ୍ରେମିକ।ଙ୍କ ଜୁଇ, ସେହି ଶ୍ମଶାନରେ ରଶି ଲଗାଇ ଝୁଲିପଡ଼ିଲେ ପ୍ରେମିକ
ଦେବଗଡ଼, ୫।୧୦ (ଶଶାଙ୍କ ଶେଖର ଝାଙ୍କର): ପ୍ରେମିକାଙ୍କ ଆକସ୍ମିକ ମୃତ୍ୟୁରେ ଭାଙ୍ଗିପଡ଼ି ଆତ୍ମହତ୍ୟା କଲେ ପ୍ରେମିକ। ଏଭଳି ଏକ ଅଭାବନୀୟ ଘଟଣା ଦେବଗଡ଼ ପୌରାଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଦେବଗଡ଼ ପୌରାଞ୍ଚଳ ଦୋଳମଣ୍ଡପ ସାହିର ପ୍ରଦୀପ ନାଏକଙ୍କ ପୁଅ ସିଦ୍ଧାନ୍ତ ନାଏକ…
ରିଆମାଳ ବନାଞ୍ଚଳରେ ମହାବଳ ବାଘ ଆତଙ୍କ, ପାଦ ଚିହ୍ନ ଠାବ ପରେ ଭୟରେ ଲୋକେ
ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳରେ ମହାବଳ ବାଘ ଆତଙ୍କ । ଗତ କିଛି ଦିନ ହେଲା ବାଘ ବୁଲୁଥିବା ସୂଚନା ରହିଥିବା ବେଳେ ପ୍ରଥମଥର ପାଇଁ ବାଘ ପାଦ ଚିହ୍ନ ଲୋକ ଲୋଚନକୁ ଆସିଛି । ବାବାଜି…
ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକଙ୍କ କାର୍କୁ ପଛପଟୁ ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…
ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ ବଳମ ଗ୍ରାମରେ ପଂଚାୟତରାଜ ଓ ପାନୀୟ ଜଳ ଓ ଗ୍ରାମ ଉନ୍ନୟତନ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ କାର୍କୁ ଧକ୍କା ଦେଇ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ଜଣାପଡିଛି ।…
୮ ଦଫା ଦାବି: ଗାଁ ସାଥୀ ସଂଘର ଚେତାବନୀ
ଦେବଗଡ,୨୭।୯(ଶଶାଙ୍କ ଶେଖର ଝାଙ୍କର): ଗ୍ରାମାଞ୍ଚଳରେ କାମ କରୁଥିବା ଗାଁସାଥୀ(ମେଟ) ମାନଙ୍କର ବିଭିନ୍ନ ସମସ୍ୟା ସମ୍ବଳିତ ୮ ଦଫା ଦାବିରେ ଓଡିଶା ପ୍ରଦେଶ ଗାଁସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି, ଦେବଗଡ ଜିଲା ଶାଖା ପକ୍ଷରୁ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ…
ଯୌତୁକ ପାଇଁ ବଧୂ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ
ଦେବଗଡ଼,୨୫।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମଲାରବାହାଳ ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ମାମଲାର ବିଚାର କରି ଜିଲା ତଥା ଦୌରାଜଜ ଦେବାଶିଷ ରାଉତ ଅଭିଯୁକ୍ତ ସ୍ବାମୀ ଯୋଗେଶ୍ୱର ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା ବେଳେ ଶାଶୁ ଏବଂ…
ଇସି ପୁନର୍ଗଠନ ପ୍ରକ୍ରିୟାକୁ ସ୍ଥଗିତ ପାଇଁ ଜିଲାପାଳଙ୍କୁ ଦାବିପତ୍ର
ଦେବଗଡ,୨୧।୯(ଶଶାଙ୍କ ଶେଖର ଝାଙ୍କର): ସିଏଲଏଫ ଓ ଜିପିଏଲଏଫ ତଥା ଇସି ପୁନର୍ଗଠନ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ ଇସି ମାନଙ୍କ ମଧ୍ୟରେ ଭାଳେଣି ପଡିବା ସହ ଏହାକୁ ସେମାନେ ବିରୋଧ କରିଛନ୍ତି । ଏଥିସହ ଦେବଗଡ ଜିଲା…
ବନ୍ୟଜନ୍ତୁ ଶିକାର କରିବାକୁ ବିଦ୍ୟୁତ୍ ଫାଶ ବିଛାଉଥିଲେ ଯୁବକ, ପୋଲିସକୁ ଦେଖି…
ଦେବଗଡ,୨୦।୯(ଶଶାଙ୍କ ଶେଖର ଝାଙ୍କର): ବନ୍ୟଜନ୍ତୁ ଶିକାର ପାଇଁ ବିଦ୍ୟୁତ୍ ଫାଶ ବିଛାଇବା ଅଭିଯୋଗରେ ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି । ଗିରଫ ଶିକାରୀ ଜଣକ ଦେବଗଡ ଥାନା ନୂଆଁଭୁଇଁ ଗ୍ରାମର ସୁନୀଲ ସାହୁ(୨୬)ବୋଲି ଜଣାପଡିଛି । ବନ ବିଭାଗ…
ଫୁଟ୍ବଲ ଟୁର୍ନାମେଣ୍ଟ: ଲମ୍ବଡୁରା ଟିମ୍ ଚାମ୍ପିୟନ
ଦେବଗଡ଼, ୧୬ା୯ (ଶଶାଙ୍କ ଶେଖର ଝାଙ୍କର)- ତିଲେଇବଣି ବ୍ଲକ ଲଇମୁରା ଗ୍ରାମପଞ୍ଚାୟତ ଅନ୍ତର୍ଗତ କନ୍ଦର୍ପ ଗ୍ରାମରେ ନୀଳଚକ୍ର ଯୁବକ ସଂଘ ପକ୍ଷରୁ ଆୟୋଜିତ ୨ ଦିନିଆ ଜିଲାସ୍ତରୀୟ ଫୁଟ୍ବଲ ଟୁର୍ନାମେଣ୍ଟ ସୋମବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ମୋଟ୍ ୧୬ଟି ଅଂଶଗ୍ରହଣ କରିଥିଲା।…
ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ୫ ଦିନି ବିତିଲା, ଗିରଫ ହେଲେନି ଅଭିଯୁକ୍ତ
ଦେବଗଡ଼,୧୬ା୯(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଆଦର୍ଶ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଜଣେ ବ୍ୟବସାୟୀ ଯୌନ ନିର୍ଯାତନା ଦେଇଥିବା ବୁଧବାର ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି। ହେଲେ ଇତିମଧ୍ୟରେ ୫ ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ…
ଶୌଚ ପାଇଁ ଯାଇଥିଲେ, ଦଳିଦେଲା ହାତୀ: ପଡ଼ିରହିଛି ମୃତଦେହ, ଭୟରେ…
ଦେବଗଡ,୧୧।୯(ଶଶାଙ୍କ ଶେଖର ଝାଙ୍କର): ଆଜିକାଲି ରାଜ୍ୟର ଅନେକ ସ୍ଥାନରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ରିଆମାଳ ରେଞ୍ଜ କୋରଡପସି ଗାଁରେ ବୃଦ୍ଧଙ୍କୁ ହାତୀ ଦଳିଦେଇଛି । ଘଟଣାସ୍ଥଳରେ କୁହ୍ଲ ନାଏକ (୬୧)…
ସ୍କୁଲ ୟୁନିଫର୍ମରୁ ଛାତ୍ରୀଛାତ୍ର ବଞ୍ଚିତ ଘଟଣା: ଭିଜିଲାନ୍ସ ତଦନ୍ତ ଦାବି
ଦେବଗଡ଼,୧୦।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲାରେ ସ୍କୁଲ ୟୁନିଫର୍ମ ଯୋଗାଣ ନାଁରେ ଲକ୍ଷଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହେଉଛି। ଏପରିକି ସରକାରୀ ନିୟମକୁ କେହି ମାନୁନାହାନ୍ତି। ସରକାରୀ ନିୟମ ଅନୁସାରେ ସ୍କୁଲ ୟୁନିଫର୍ମ ଏସ୍ଏଚଜି ଗ୍ରୁପର ମହିଳାମାନେ ଯଦି ସପ୍ଲାଏ ପାଇଁ…
ଦେବଗଡ଼ରେ ୟୁରିଆ ସାର ଅଭାବ: ରାସ୍ତା ଅବରୋଧ କଲେ ଚାଷୀ
ଦେବଗଡ଼,୭ା୯(ଶଶାଙ୍କ ଶେଖର ଝାଙ୍କର): ୟୁରିଆ ସାର ଅଭାବ ନେଇ ଦେବଗଡ଼ରେ ଉତ୍ତେଜନା। ଦେବଗଡ଼-ରିଆମାଳ ରାସ୍ତା ଝାଡ଼େଶ୍ବର ମନ୍ଦିର ନିକଟରେ ରାସ୍ତା ଅବରୋଧ ହୋଇଛି। ସାର ଗଚ୍ଛିତ ସତ୍ତ୍ୱେ ଦେଉ ନ ଥିବାରୁ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। କଳାବଜାର ଉଦ୍ଦେଶ୍ୟ ନେଇ…
Archives


