ଜୀବନ, ଜୀବିକାର ଉଦାହରଣ ସୃଷ୍ଟି କରିଛି ଏସ୍ଏଚ୍ଜି
ଦେବଗଡ଼,୮ା୫(ଡି.ଏନ.ଏ.)-ଲକ୍ଡାଉନ ସମୟରେ ଜୀବନ ଓ ଜୀବିକାର ଆଉ ଏକ ଉଦାହରଣ ସୃଷ୍ଟି କରିଛନ୍ତି ରିଆମାଲ ବ୍ଲକ ଆଡସ ଗ୍ରାମପଞ୍ଚାୟତ ସିଆରିଆ ଗ୍ରାମର ବିଶ୍ୱ ମା’ତାରିଣୀ ସ୍ବୟଂ ସହାୟକ ଗୋଷ୍ଠୀ। କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ଲାଗୁ କରାଯାଇଥିବା ଲକ୍ଡାଉନର ସମସ୍ତ ନିୟମକୁ…
ଜଙ୍ଗଲରୁ ଜନ୍ତୁ ଶିକାର ଉଦ୍ୟମ: ଶିକାରୀ ଗିରଫ, ବନ୍ଧୁକ ଜବତ
ଦେବଗଡ଼,୮ା୫(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଲକ୍ଷ୍ମୀପୁର ବିଟ୍ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ବନ ବିଭାଗ କର୍ମଚାରୀମାନେ ଜଣେ ଶିକାରୀଙ୍କୁ କାବୁ କରିବା ସହ ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ ଜବତ…
ବାଇକ୍, ବୋଲେରୋ ଜବତ: ଅମାନିଆଙ୍କ ନାଁରେ ମାମଲା
ଦେବଗଡ,୭।୫(ଡି.ଏନ.ଏ):ଦେବଗଡ ଜିଲାକୁ ଅରେଞ୍ଜ ଜୋନ ଘୋଷଣା ପରେ ସନ୍ଧ୍ୟା ୭ରୁ ସକାଳ ୭ଟା ଯାଏ ବାହାରକୁ ନ ବାହାରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାସତ୍ତ୍ୱେ ଭିଭିନ୍ନ ସ୍ଥାନରେ ଏହି ନିର୍ଦ୍ଦେଶନାମାକୁ ଅମାନ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହିକ୍ରମରେ…
ଜନ୍ତୁ ଶିକାର ଲାଗି ଫାଶ ବିଛାବେଳେ ଧରାପଡିଲେ ଶିକାରୀ
ଦେବଗଡ, ୭।୫(ଡି.ଏନ.ଏ.):ଦେବଗଡ଼ ଜିଲା ଲକ୍ଷ୍ମୀପୁର ବିଟ୍ ଅଧୀନ ବାବାଜୀ ମଠ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଜଣେ ଶିକାରୀଙ୍କୁ ଧରିଛି। ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ(ଜାଲ) ଜବତ ହୋଇଛି। ଲକ୍ଡାଉନର ସୁଯୋଗ ନେଇ ପଳସମା…
କରୋନା ମୁକାବିଲା: ତିଲେଇବଣି ବ୍ଲକ ଶିକ୍ଷକ ପ୍ରାଥମିକ ସଂଘ ପକ୍ଷରୁ ସହାୟତା
ଦେବଗଡ,୭ା୫(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ଗୁରୁବାର ତିଳେଇବଣି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୩ ଲକ୍ଷ ୯୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠି(କୋଭିଡ-୧୯)କୁ ୧ ଲକ୍ଷ ଟଙ୍କା, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨…
ଅବକାରୀ ବିଭାଗ ପକ୍ଷରୁ ଚଢାଉ: ବିପୁଳ ପରିମାଣର ମଦ, ପୋଚ ଜବତ
ଦେବଗଡ,୭ା୫(ଡି.ଏନ.ଏ)-ଦେବଗଡ ଜିଲା ଅବକାରୀ ବିଭାଗ ପକ୍ଷରୁ ଦେବଗଡ ଥାନା ଅଧିନ କାଲକାଠ ଗ୍ରାମର ଅଲେଖ କିସାନଙ୍କ ଘରେ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯିବା ସହ ୧୬ କୁଇଣ୍ଟାଲ ଊର୍ଦ୍ଧ୍ୱ ମହୁଲ ପୋଚ ନଷ୍ଟ କରାଯାଇଛି। ଅଲେଖ…
ପୁଣି ଏକ ବାଲ୍ୟବିବାହ ରୋକିଲା ଚାଇଲ୍ଡଲାଇନ
ଦେବଗଡ଼, ୬ା୫(ଡି.ଏନ.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ରାଇତାଳ ଗ୍ରାମରେ ବାଲ୍ୟବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଚାଇଲ୍ଡଲାଇନ ପକ୍ଷରୁ ଏହାକୁ ରୋକାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତ ଏପ୍ରିଲ ୨୬ତାରିଖରେ ରାଇତାଳ ଗ୍ରାମରେ ଏକ ବାଲ୍ୟବିବାହ ପାଇଁ ଉଦ୍ୟମ…
ଦେବଗଡରେ ସ୍ଥିତି ସମୀକ୍ଷା କଲେ କୋଭିଡ ପର୍ଯ୍ୟବେକ୍ଷକ
ଦେବଗଡ, ୬ା୫(ଡି.ଏନ.ଏ.): କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ଦେବଗଡ ଜିଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ତଥା ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ ବୁଧବାର ଦେବଗଡ ଜିଲା ଗସ୍ତରେ ଆସିଥିଲେ। ଜିଲା ପ୍ରଶାସନ ପକ୍ଷରୁ…
ବାଲ୍ୟ ବିବାହ ରୋକିଲେ ଚାଇଲ୍ଡଲାଇନ କର୍ମକର୍ତ୍ତା
ଦେବଗଡ,୫ା୫(ଡି.ଏନ.ଏ)-ଦେବଗଡ ଜିଲା ବାରକୋଟ ବ୍ଲକ କାଉଁଶିବାହାଲ ପଞ୍ଚାୟତ ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ବାଲ୍ୟ ବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଏହାକୁ ରୋକିଛନ୍ତି ଚାଇଲ୍ଡଲାଇନର କର୍ମକର୍ତ୍ତା। ସୂଚନା ଅନୁଯାୟୀ ଗୌଡସୁଗୁଡା ଗ୍ରାମରେ ଏକ ବାଲ୍ୟ ବିବାହ ସ୍ଥିର ହୋଇଥିବା ଖବର ମିଳିବା…
ଶାଳଗଣ୍ଡି ବୋଝେଇ ପିକ୍ଅପ୍ ଭ୍ୟାନ୍ ଜବତ, ୨ଗିରଫ
ଦେବଗଡ, ୫ା୫(ଡି.ଏନ.ଏ.)-ଦେବଗଡ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅଧିନ ଛଲକ ଗ୍ରାମ ନିକଟ ଲକ୍ଷ୍ମୀପୁର ଜଙ୍ଗଲରୁ କାଟି ଶାଳଗଣ୍ଡି ଚାଲାଣ ବେଳେ ବନ ବିଭାଗ ହାତରେ ଧରାପଡିଛି। ପିକଅପ ଭ୍ୟାନ (ନଂ.ଓଆର -୧୯-ସି- ୭୨୨୦)ରେ ୪ଟି ଶାଳ ଗଣ୍ଡି…
୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ
ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା ସଂପୃକ୍ତ ବ୍ୟକ୍ତି ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ…
ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍
ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବାସୁଦେବପୁର ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶ ପଥକୁ ସିଲ୍ କରିଦିଆଯାଇଛି…

