ଦେବଗଡ଼

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ସଂସ୍ପର୍ଶରେ ଆସି ଯୁବକ ଗୁରୁତର,

ଦେବଗଡ଼,୧୮ା୪(ଡ଼ି.ଏନ୍‌.ଏ.) ଦେବଗଡ଼ ଜିଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାରପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ବିଭୂତି ଭୂୟାଁ(୨୬)। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର…

ନାବାଳକ ପୁଅ ନେଲେ ବାପାଙ୍କ ଜୀବନ

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଝରାକଣ୍ଢଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ନାବାଳକ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ଘଟିଛି। ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି । ୨ ନାବାଳକ ପୁଅଙ୍କୁ…

ଟ୍ୟୁସନ ଫି ଦାନ କଲେ ଛାତ୍ରୀଛାତ୍ର

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାର ବ୍ୟବସାୟୀ ଓ ଜଣେ ଠିକାଦାର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅର୍ଥ ପ୍ରଦାନ କରିଛନ୍ତି। ବିବେକାନନ୍ଦ ସାହୁ ୧୦ହଜାର ୫୫ ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ପ୍ରଦାନ କରିଥିବା…

ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ

ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ସେହି ଟଙ୍କା ଉଠାଣ ପାଇଁ ବ୍ୟାଙ୍କ ପରିସରରୁ ରାସ୍ତା ପର୍ଯ୍ୟନ୍ତ ଲମ୍ବା…

ଦିଅର ଠେଙ୍ଗାମାଡରେ ଭାଉଜ ଜୀବନ ଗଲା

ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ ଅଭିଯୋଗ…

ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ ମହିଳା କିକାଶ ସମିତି ପକ୍ଷରୁ ଶୁକ୍ରବାର କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା ଓ…

ଲକ୍‌ ଡାଉନକୁ ଚୋରା ମଦ ବ୍ୟବସାୟୀଙ୍କ ଭୟ ନାହିଁ

ଦେବଗଡ,୧୦ା୪(ଡି.ଏନ.ଏ):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ ଡାଉନ୍‌ ସତ୍ତ୍ୱେ ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜାରି ରହିଛି। ଶୁକ୍ରବାର ତେଲିମୁଣ୍ଡା ନିକଟସ୍ଥ ଏକ ବନ୍ଧ ହୁଡାରୁ ମଦ ପ୍ରସ୍ତୁତ ପାଇଁ ୬ଟି…

ପ୍ରଶାସନର ରନ୍ଧାଖାଦ୍ୟ ଲୋକଙ୍କୁ ଭରସା

ଦେବଗଡ,୧୦ା୪(ଡି.ଏନ.ଏ.):ଦେବଗଡ଼ ଜିଲାର ୩ଟି ବ୍ଲକର ୫୮ଟି ପଞ୍ଚାୟତରେ ୨୨୦୯ ଏବଂ ପୌରାଞ୍ଚଳର ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ଶୁକ୍ରବାର ବାରକୋଟ ବ୍ଲକର ୨୩ଟି ପଞ୍ଚାୟତରେ ୮୭୦ଜଣ ବୟସ୍କ ଏବଂ ୧୩୨ଜଣ ଶିଶୁଙ୍କୁ…

ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲାର ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ଇତିମଧ୍ୟରେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଜିଲାର ପ୍ରାୟ ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କରିସାରିଛନ୍ତି। ତେବେ ରିଆମାଳ ବ୍ଲକ ଅନ୍ତର୍ଗତ ଖିଲେଇ…

ବେଆଇନ ଦେଶୀ ମଦ ପ୍ରସ୍ତୁତି ବେଳେ ଅବକାରୀ ଚଢ଼ାଉ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ସତ୍ତ୍ୱେ ଦେବଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜୋରଦାର ଚାଳିଛି। ଏଣୁ ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ା ରିଆମାଳ ବ୍ଲକ…

ଆରମ୍ଭ ହେଲା ଦେବଗଡ ପୌରାଞ୍ଚଳରେ ସାନିଟାଇଜ କାର୍ଯ୍ୟକ୍ରମ

ଦେବଗଡ, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣକୁ ରୋକିବା ପାଇଁ ବୁଧବାର ଦେବଗଡ ପୌର ପରିଷଦ ପକ୍ଷରୁ ଅଗ୍ନିଶମ ବାହିନୀ ସହାୟତାରେ ପୌରାଞ୍ଚଳର ମୁଖ୍ୟ ଅଞ୍ଚଳଗୁଡିକୁ ଜୀବାଣୁ ମୁକ୍ତ କରିବା ପାଇଁ ଔଷଧ ବିଶୋଧକ କେମିକାଲ ମିଶ୍ରିତ ଜଳ ସିଞ୍ଚନ କରାଯାଇ ସାନିଟାଇଜ କରାଯାଇଥିଲା।…

୨୧୮୧୪ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୬ା୪(ଡି.ଏନ.ଏ): ଦେବଗଡ ଜିଲାର ତିନୋଟି ବ୍ଲକର ୬୧ ପଞ୍ଚାୟତର ୨୩୨୨ ଏବଂ ପୌରାଞ୍ଚଳରେ ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକଙ୍କୁ ଦୈନିକ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ସୋମବାର ବାରକୋଟ ବ୍ଲକର ୨୪ ପଞ୍ଚାୟତରେ ୧୦୩୩ଜଣ ବୟସ୍କ ଏବଂ ୧୨୩ଜଣ ଶିଶୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?