ଚିକିତ୍ସା ପାଇଁ ବାଧକ ସାଜିଛି ଅର୍ଥ: ମିଳୁନି ସରକାରୀ ସହାୟତା
ରିଆମାଳ ୨୦।୫( ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ ନାଉଲିପଡ଼ା ପଞ୍ଚାୟତ ଅନ୍ତର୍ଗତ ତେଲିମୁଣ୍ଡା (ଫୁଲସରନାଳୀ) ଗ୍ରାମର ଗିରିଧାରି କିସାନ (୫୦) ଆଜିକୁ ୩ ବର୍ଷ ହେଲା ପକ୍ଷାଘାତ ରୋଗରେ ପୀଡ଼ିତ ହୋଇ ଦୟନୀୟ ଅବସ୍ଥାରେ ପଡ଼ି ରହିଛନ୍ତି। ବର୍ତ୍ତମାନ ଅର୍ଥ…
ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ
ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘ ପକ୍ଷରୁ ଏକାଧିକ ଦାବg ନେଇ ଆସନ୍ତା ୨୦…
ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର
ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା । ବର୍ତ୍ତମାନ ପ୍ରାୟ ୧୦୦ ଜଣ ଛାତ୍ରୀଛାତ୍ର ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ…
ଗାଧୋଇବାକୁ ଯାଇଥିଲେ: ପୋଖରୀରୁ ମିଳିଲା ମୃତହେଦ
ଦେବଗଡ଼,୧୫ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ବଲଣ୍ଡା ପଞ୍ଚାୟତ ଅଧୀନ ଇନ୍ଦ୍ରାଣୀଝରଣ ଗ୍ରାମ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ବଲଣ୍ଡା ଗ୍ରାମର ବୁଧୁ ଭୁୟାଁ (୬୦)। ମିଳିଥିବା ସୂଚନା ଅନୁଯାୟୀ ବୁଧୁ…
କେନ୍ଦୁପତ୍ର ବୋଝେଇ ପିକଅପ୍ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ବୁଧବାର କେନ୍ଦୁପତ୍ର ବୋଝେଇ ପିକ ଅପ(ଗାଡ଼ି ନଂ-…
ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର
ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ ଥାନା ଅନ୍ତର୍ଗତ ଲାଲାପଶି ଗ୍ରାମର ଚନ୍ଦ୍ରମଣି ନାଏକଙ୍କ ପତ୍ନୀ ଭାରତୀ ନାଏକ (୪୭)।…
ମାମୁଘରକୁ ବୁଲି ଆସିଥିଲେ,ହାତୀର ଜଳକ୍ରୀଡ଼ା ଦେଖିବା ହେଲା କାଳ; ପାଣିରେ ଖସିପଡ଼ି ୬ ବର୍ଷର ନାବାଳକଙ୍କ ମୃତ୍ୟୁ
ଦେବଗଡ଼,୧୨|୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନାଚଂଳର ଦନ୍ତାରିବାହାଳ ଗ୍ରାମର ମତୁଆଳି ନାଳରେ ପାଣିରେ ବୁଡି ମଙ୍ଗଳବାର ଜଣେ ନାବାଳାକର ମୃତ୍ୟୁ ଘଟିଛି। ମୃତକ ନାବାଳକ ହେଲେ ବେତ୍ରା ବେହେରାଙ୍କ ପୁଅ ଆଦିତ୍ୟ(୬)। ନାବାଳକର ଘର ସମ୍ବଲପୁର ଜିଲାର ରେଢାଖୋଲ ଅଂଚଳରେ ବୋଲି…
ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ
ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ ଦୀର୍ଘ ସମୟ ଧରି ଦନ୍ତା ହାତୀ ଜଳକ୍ରୀଡା କରୁଥିବା ଦେଖାଯାଇଛି । ଏହାକୁ…
ଭାଜପା ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ହେଲେ ସୌଦାମିନୀ ଦେହୁରୀ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଦେବଗଡ,୯।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଭାଜପାର ଜିଲା ମହିଳା ମୋର୍ଚ୍ଚା ସଭା ନେତ୍ରୀ ସୌଦାମିନୀ ଦେହୁରୀଙ୍କୁ ଦେବଗଡ଼ ଜିଲା ପାଇଁ ଦାୟିତ୍ୱ ମିଳିଛି। ଦାୟିତ୍ୱ ଦେଇ ଥିବାରୁ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ତଥା ରାଜ୍ୟ ସଂଗଠନରେ ଥିବା ସମସ୍ତ ପଦାଧିକାରୀମାନଙ୍କୁ…
କାର୍ଯ୍ୟରତ କର୍ମଚାରୀଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ବିକ୍ଷୋଭ,ଏହି ଦାବି କରିବା ପରେ…
ଦେବଗଡ,୮ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଳକ ଅନ୍ତର୍ଗତ ଆମ୍ବକଟା ସ୍ଥିତ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେଶନ ଗ୍ରିଡରେ ଗତ ଏପ୍ରିଲ ୨୯ ତାରିଖ ଦିନ ଘଟିଥିବା ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ବାସୁପାଲି ଗ୍ରାମର ଦୀପକ ବେହେରା ଓ ରଞ୍ଜ…
ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…
ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଚାଳକ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ଓରାମଙ୍କୁ ହତ୍ୟା କରାଯାଇଥିବା ଦେବଗଡ଼…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ: ସ୍କୁଟି ଚାଳକଙ୍କୁ ହାଇୱାରେ ଧକ୍କା ଦେଇ…
ଦେବଗଡ଼, ୬।୫(ଶଶାଙ୍କ ଶେଖର ଝାଙ୍କର)ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ। ଦେବଗଡ଼ ଥାନା ତିଳେଇବଣି ଫାଣ୍ଡି ଅନ୍ତର୍ଗତ ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଆରୋହୀକୁ ହତ୍ୟା କରାଯାଇଥିବା ଦେବଗଡ଼ ଥାନାରେ…

