ଦେବଗଡ଼

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଉଭୟ ଗାଡ଼ିର ୮ ଜଣ ଆହତ ହୋଇଥିବା ବେଳେ ୨ ଜଣ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧ ପରୀକ୍ଷାର୍ଥୀ ମଧ୍ୟରୁ ୬୭ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ସେଥିମଧ୍ୟରୁ ୩୮୩୫ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର ମା’ ଏବଂ ୭ ବର୍ଷର ପୁଅଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା…

କାର୍ଯ୍ୟରୁ ଅବସର ନେଲେ ଏସପି ଅନିଲ କୁମାର ମିଶ୍ର, ଏବେ ଦାୟିତ୍ୱରେ ରହିବେ ନୂଆ…

ଦେବଗଡ଼,୧।୫(ଶଶାଙ୍କ ଶେଖର ଝାଙ୍କର): ୧୯୮୮ ବ୍ୟାଚର ଓଡ଼ିଶା ପୋଲିସ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ଦେବଗଡ଼ ଏସପି ଅନିଲ କୁମାର ମିଶ୍ର ଗୁରୁବାର କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଏସପି ଧୀରଜ ଚୋପଦାରଙ୍କୁ ଦାୟିତ୍ୱ ହସ୍ତାନ୍ତର କରି…

ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା ଶାଖା ପକ୍ଷରୁ ଗୁରୁବାର ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।…

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର ଚୋରି ସୁନା ଅଳଙ୍କାର ସମେତ କଂସା ଓ ପିତଳ ବାସନ ସହ ଗୋଟିଏ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍‌ କର୍ମଚାରୀ ଗୁରୁତର

ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା ଆମ୍ବକଟାସ୍ଥିତ ୨୨୦/୩୩ କେଭି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର…

କିପରି ହେଲା ମୁନା ମୁଣ୍ଡାଙ୍କ ମୃତ୍ୟୁ, ହଠାତ୍ ଅସୁସ୍ଥ ହେବା ପରେ….

ଦେବଗଡ,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କଳାମାଟି ଗ୍ରାମର ଜଣେ ଯୁବକଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ କଳାମାଟି ଗ୍ରାମର ତପନ ମୁଣ୍ଡାଙ୍କ ପୁଅ ମୁନା ମୁଣ୍ଡା (୨୧) ବୋଲି ଜଣାପଡିଛି । ସୂଚନା…

ଇନଷ୍ଟାରୁ ପ୍ରେମ, ଶାରୀରିକ ସମ୍ପର୍କ ରଖିବା ସହ ଉଠାଇଥିଲେ ଫଟୋ-ଭିଡିଓ: ଭାଇରାଲ କରି ବନ୍ଧା ହେଲେ…

ରିଆମାଳ ୨୮|୪( ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ଜଣେ ଯୁବତୀକୁ ପ୍ରେମ କରି ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ପୁଲିସ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କଟକ ଜିଲା…

ଶାରୀରିକ ସମ୍ପର୍କ ରଖି ବିବାହ ପାଇଁ ମନା କଲେ ଯୁବକ: ଆଉ ତା’ପରେ…

ରିଆମାଳ,୨୭।୪(ବଦ୍ରିନାରାୟଣ ଅଗ୍ରୱାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ଅଭିଯୁକ୍ତକୁ ବଳାତ୍କାର କରିଥିବା ଅପରାଧରେ କୁଣ୍ଢେଇଗୋଳା ଥାନା ପୋଲିସ ଗିରଫ କରିଛି। ଜଣେ ଯୁବତୀକୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଓ ପରେ ବିବାହ ପାଇଁ…

ଯୁବତୀଙ୍କୁ ଗଣବଳାତ୍କାର କରି ଉଠାଇଥିଲେ ନଗ୍ନ ଫଟୋ: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ,୨୭।୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅଞ୍ଚଳରେ ଏକ ବଳାତ୍କାର ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ସୋମବାର କୋର୍ଟଚାଲାଣ କରିଥିବାବେଳେ ଜଣେ ଫେରାର ଥିବା ଜଣାପଡିଛି। ଅଭିଯୁକ୍ତଙ୍କ ଜାମିନ ନାମାଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲ ହାଜତକୁ ପଠାଇ…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଆକାଉଣ୍ଟ ମ୍ୟାନେଜର ଗିରଫ

ଦେବଗଡ,୨୭।୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଆକାଉଣ୍ଟ ମ୍ୟାନେଜର ପରମେଶ୍ୱର ନାଏକଙ୍କୁ ଗିରଫ କରିଛି ଦେବଗଡ ପୋଲିସ । ୧୨ ଜଣ ଆଶାୟୀଙ୍କଠାରୁ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?