ଦେବଗଡ଼

ଦେବଗଡ଼ରେ ବିକାଶମୂଳକ ଭିତ୍ତିଭୂମି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କଲେ ଧର୍ମେନ୍ଦ୍ର

ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଗସ୍ତରେ ଆସି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାରତ ସରକାର ତଥା ସମ୍ବଲପୁର ଲୋକ ସଭା ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ, ଗ୍ରାମ୍ୟଉନ୍ନୟନ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ବିଧାୟକ ରୋମାଞ୍ଚ ରଞ୍ଜନ ବିଶାଳ ଶନିବାର ନୂତନ କେନ୍ଦ୍ରୀୟ ବିଦ୍ୟାଳୟ,…

ଗାଙ୍ଗନଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନିୟମିତତା ଅଭିଯୋଗ, ମୋ’ ସ୍କୁଲ ଅଭିଯାନ ଯୋଜନାରୁ ଲକ୍ଷାଧିକ ଟଙ୍କା…

ଦେବଗଡ଼,୨୩ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ତିଲେଇବଣି ଗାଙ୍ଗନଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନିୟମିତତା ଅଭିଯୋଗ ହେଇଛି। ମୋ’ ସ୍କୁଲ ଅଭିଯାନରୁ ଲକ୍ଷାଧିକ ଟଙ୍କା ଦୁର୍ନୀତି କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଥାଉ କି, ମୋ’ ସ୍କୁଲ ଅଭିଯାନରେ ଉକ୍ତ ବିଦ୍ୟାଳୟ ପୂର୍ବତନ ଛାତ୍ରୀଛାତ୍ର…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବରଗଡ଼ ଜିଲା ଭଟଲିଛକ ନିବାସୀ ଗଣନାଥ ରଥ(୪୨) । ସେ ଆମ୍ବଘାଟ ଗ୍ରାମ…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର ୫ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାବାରେ ବିଫଳ ହୋଇଛି।…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ ସେବୀ ଆଇନଜୀବୀ ପ୍ରଭାସ ଚନ୍ଦ୍ର ମିଶ୍ର ନିଜସ୍ବ ଅର୍ଥରୁ ସୋମବାର ରିଆମାଳ ବ୍ଲକ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍‌ ଜବରଦସ୍ତ…

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ବାରକୋଟ ଥାନାରେ ଜଣେ ଅନାଥ ନାବାଳିକା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୂଚନାଥାଉକି, ପ୍ରତ୍ୟେକ ବର୍ଷ ମାଟ୍ରିକ ପାସ୍‌ ପରେ ଶିଶୁ ଗୃହର ଅନ୍ତେବାସୀମାନେ ବାରକୋଟସ୍ଥିତ ସରକାରୀ ଆଇଟିଆଇରେ ବୈଷୟିକ ଶିକ୍ଷା…

ଦେବଗଡ଼ରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ଏତିକି ଦିନ ରହିବ ବନ୍ଦ

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗରମକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ଜିଲାର ସମସ୍ତ ବିଦ୍ୟାଳୟକୁ ଆସନ୍ତା ୪ ଦିନ ପାଇଁ ବନ୍ଦ…

ବୃଦ୍ଧାଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ରିଆମାଳ,୧୯ା୪(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଆଉଁଳି ଗ୍ରାମର କମାର ପ୍ରଧାନଙ୍କ ସ୍ତ୍ରୀ ପାତି ପ୍ରଧାନ (୬୫)।…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି ତହିଁରୁ ଚାଉଳ ଖାଇ ଦେଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଶନିବାର ସଂଧ୍ୟା…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ ମାଝୀ କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବନବିଭାଗ…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ ସ୍କୁଲକୁ ଫେରାଇ ଆଣିବା ଲାଗି ଜିଲାପାଳ ଶିକ୍ଷା ବିଭାଗକୁ ଚିଠି କରିଛନ୍ତି। ଯେଉଁ…

ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଅଟକ

ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି । ଅବକାରୀ ବିଭାଗ ପକ୍ଷରୁ ପ୍ରାପ୍ତ ସୂଚନା ଅନୁଯାୟୀ ଏକ ବେଆଇନ ମହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?