ବିଭିନ୍ନ ଦାବି ନେଇ ଗର୍ଜିଲେ କେନ୍ଦୁପତ୍ର ତୋଳାଳି
ଦେବଗଡ଼ ,୧୮।୪,(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ କେନ୍ଦୁପତ୍ର ଡିଏଫଓଙ୍କ କାର୍ଯ୍ୟାଳୟର ସମ୍ମୁଖରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଦେବଗଡ଼ ଡିଭିଜନ କମିଟି ପକ୍ଷରୁ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ବଜେଟ ମଞ୍ଜୁରୀ ପ୍ରାପ୍ତ ୧୦୦ କୋଟି ଟଙ୍କାରୁ...
ଶପଥ ନେଲେ ଓକିଲ ସଂଘର ନୂତନ କର୍ମକର୍ତ୍ତା
ଦେବଗଡ,୧୮।୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ନ୍ୟାୟଳୟ ପରିସରରେ ଗୁରୁବାର ଜିଲା ଓକିଲ ସଂଘ ନୂତନ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଅଧିକାରୀ ରିଙ୍କୁ ନାଥଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ...
ପ୍ରଧାନପାଟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ
ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ପୌରାଞ୍ଚଳ ପ୍ରଧାନପାଟ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଜିଲା ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି । ବଲାଙ୍ଗୀର ଜିଲା ପାଟଣାଗଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଏବଂ ରାଜ୍ୟରେ...
ଜନ୍ତୁ ଶିକାର ଉଦ୍ୟମ ପଣ୍ଡ: ବନ ବିଭାଗ ଦ୍ୱାରା ୨ ଗିରଫ
ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ତଥା ଦେବଗଡ ବନାଞ୍ଚଚଳ(ଦେବଗଡ ଫରେଷ୍ଟ ସେକ୍ସନ) ଅନ୍ତର୍ଗତ ଦେଓଝରଣ ଗ୍ରାମ ନିକଟସ୍ଥ ଝାଡେଶ୍ୱର ପିଆରଏଫ (ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ)ମଧ୍ୟରେ ବଣ୍ୟଜନ୍ତୁ ଶିକାର ଉଦ୍ୟମବେଳେ ବନ ବିଭାଗ ୨ ଜଣ ଶିକାରୀଙ୍କୁ ଗିରଫ କରିଛି...
ଥାନା ସ୍ଥାପନ ଦାବି ତେଜିଲା
ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଣ୍ଢଳ ଗ୍ରାମରେ ଥାନା କିମ୍ବା ପୋଲିସ ଫାଣ୍ଡି ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ସରକାରଙ୍କ ନିକଟରେ ଦାବି କରାଯାଇଛି । ଅଞ୍ଚଳବାସୀଙ୍କ ପକ୍ଷରୁ ସାମାଜିକ କର୍ମୀ ହିରାଲାଲ ସାହୁ...
ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍ଅପ୍ ଜବତ, ଜଣେ ଗିରଫ
ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍ଅପ୍ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ...
ଜଙ୍ଗଲୀ ବାର୍ହା ଶିକାର କରି ୪ ଅଟକ
ଦେବଗଡ଼,୧୧ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ବଳମ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପଞ୍ଚମହଲା ଗ୍ରାମ ନିକଟ ଖସଡ଼ା ଜଙ୍ଗଲରେ ଏକ ବାର୍ହା ଶିକାର କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ବନବିଭାଗ ଅଧିକ ପଚରାଉଚରା କରୁଥିବା ଜଣାପଡ଼ିଛି।...
ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ହାଇୱା: ଜଣେ ମୃତ
ଦେବଗଡ଼,୮।୪:(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଆମ୍ବକଟା ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଏକ ହାଇୱା ଧକ୍କା ଦେବା ଫଳରେ ଧାନ ଅମଳ ମେଶିନ ଅପରେଟରଙ୍କ...
ଭାଜପା ପକ୍ଷରୁ ୪୬ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ ଶୋଭାଯାତ୍ରା
ଦେବଗଡ,୮।୪(ଶଶାଙ୍କ ଶେଖର ଝାଙ୍କର):ଭାରତୀୟ ଜନତା ପାର୍ଟି ପକ୍ଷରୁ ଦେବଗଡ ଜିଲା ଭାଜପା କାର୍ଯ୍ୟାଳୟରେ ଭାଜପାର ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଭାଜପା ଦେବଗଡ ମଣ୍ଡଳ ସଭାପତି ତଥା ଯୁବ ନେତା ରାଜେନ୍ଦ୍ର କୁମାର ଆଚାର୍ଯ୍ୟ(ରାଜୁ)ଙ୍କ ଆବାହକତ୍ୱ ଏବଂ...
ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଅଣ୍ଡର ୧୫ ଫୁଟବଲ ଚମ୍ପିୟାନସିପ ଶୁଭ ଉଦ୍ଘାଟନ
ଦେବଗଡ଼,୮।୪(ଶଶାଙ୍କ ଶେଖର ଝାଙ୍କର): ଜିଲା କ୍ରୀଡା ସଂଘ ଓ ଜିଲା ପ୍ରଶାସନ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ସୋମବାର ଅପରାହ୍ନ ୪ଟାରେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଅଣ୍ଡର ୧୫ ଫୁଟବଲ ଚମ୍ପିୟାନସିପ ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୭...
ଜାଲ ଦସ୍ତାବିଜ ବଳରେ ଜମି ବିକ୍ରି ଉଦ୍ୟମ : ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ କଲେ ଜିଲା ଉପନିବନ୍ଧକ
ଦେବଗଡ଼,(ଶଶାଙ୍କ ଶେଖର ଝାଙ୍କର): ଜାଲ ଦସ୍ତାବିଜ ବଳରେ ଦେବଗଡ ପୌରାଞ୍ଚଳ ବାବୁସାହି(ୟୁନିଟ-୮)ର ଏକ ମୂଲ୍ୟବାନ ଜମି ବିକ୍ରୀ ଉଦ୍ୟମ ହେଉଥିବା ଜିଲା ଉପନିବନ୍ଧକଙ୍କ ଦ୍ୱାରା ଧରା ପଡିଛି । ଏନେଇ ଜିଲା ଉପ ନିବନ୍ଧକ ଦେବଗଡ ଥାନାରେ ଲିଖୀତ ଅଭିଯୋଗ...
୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ
ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ ହୋଇଛି। ୧୬ ବର୍ଷର ନାବାଳକ ବଳାତ୍କାର କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରିଆମାଳ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ନାବାଳକକୁ ଅଟକ ରଖି...
Archives


