ଢେଙ୍କାନାଳ

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା ନ ଥିବାରୁ ଆତ୍ମୀୟସ୍ବଜନ ଖଟିଆରେ ୨ ଭାଇଙ୍କ ମୃତଦେହକୁ ଏକ କିଲୋମିଟରରୁ ଊର୍ଦ୍ଧ୍ୱ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଘଟଣା ସମୟରେ ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ।…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏହି ସମ୍ବେଦନଶୀଳ ମାମଲାର ବିଚାର କରି ପୂର୍ବତନ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଉଳ ଏଟିଏମ୍‌ର ଶୁଭାରମ୍ଭ କରିଛନ୍ତି। ହିତାଧିକାରୀଙ୍କ ପାଇଁ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ସୂଚନା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି ଯିବାରୁ ଯୁବକଙ୍କ ମୃତ୍ୟୁ ହୋଇଛି l ମୃତକ ଜଣକ ସେହି ଗାଁର ଗୌରାଙ୍ଗ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ ଜୀବନ ଚାଲିଯାଇଛି। ମୃତକ ଦୁଇଜଣ ହେଲେ ବାଲିପଡ଼ା ଗ୍ରାମର ସନ୍ତୋଷ ଦେହୁରୀ ଓ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର ଗାଁର ବଚନ ନାୟକ(୫୫)। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି ଓ ଭୟଭୀତ କରିବା ଭଳି ଅପରାଧରେ ସମ୍ପୃକ୍ତ ଅପରାଧୀ ବିଜୟ ପରିଡ଼ା ଓରଫ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼ ପୋଖରୀକୁ ଖସି ପଡିଛି। ଏହି ଦୁର୍ଘଟଣାରେ କାର୍‌ ଭିତରେ ଥିବା ୭ଜଣଙ୍କ ମଧ୍ୟରୁ…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ କାର୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ କାର୍‌ରେ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା ନ କରି ଡାକ୍ତର ମୃତ ଘୋଷଣା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?