ଢେଙ୍କାନାଳ

ମନ୍ଦିର ପରିସରରୁ କାଟିନେଲେ ଚନ୍ଦନ ଗଛ

ପରଜଙ୍ଗ, ୯।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାନ୍ତୋର ଗ୍ରାମର ପ୍ରସିଦ୍ଧ ଶୈବପୀଠ ଶ୍ରୀକନକେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରୁ ଏକ ଚନ୍ଦନ ଗଛ ଚୋରି ହୋଇଛି। ଶନିବାର…

4 years ago

ନୂଆପଡ଼ା ଘାଟରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଛାତ୍ର: ୨ ଉଦ୍ଧାର; ଜଣଙ୍କର ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲା ସଦର ବ୍ଲକ ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି ରାଧାଦେଇପୁର ପଞ୍ଚାୟତର ବ୍ରାହ୍ମଣୀ ନଦୀର ନୂଆପଡ଼ା ଘାଟରେ ରବିବାର ମଧ୍ୟାହ୍ନରେ ଗାଧୋଉଥିବା…

4 years ago

ଜୁ’ରେ ମିଳିବ ଜଙ୍ଗଲୀ ମହୁ

ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲାର ପ୍ରସିଦ୍ଧ କପିଳାସ ପ୍ରାଣୀ ଉଦ୍ୟାନରେ ମିଳିବ ଜଙ୍ଗଲୀ ବାଘୁଆ ମହୁ। ଗ୍ରାହକମାନେ ଗୁଣାତ୍ମକମାନର ଏହି ଜଙ୍ଗଲଜାତ ଦ୍ରବ୍ୟ ସୁବିଧାରେ ଏଠାରୁ କିଣିପାରିବେ।…

4 years ago

ଦୋଷୀ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୮।୫: ବନ ବିଭାଗର ବିନା ଅନୁମତିରେ ରଥ ନିର୍ମାଣ ପାଇଁ କପିଳାସ ସଂରକ୍ଷିତ ଅଭୟାରଣ୍ୟରୁ ଧଉରା ଗଛ କାଟି ଅଡୁଆରେ ପଡ଼ିଛି ଢେଙ୍କାନାଳ ଜିଲା ଦେବୋତ୍ତର…

4 years ago

ଅମାନିଆ ଚାଳକ ଛାନିଆଁ

ଢେଙ୍କାନାଳ ଅଫିସ, ୮।୫: ଦ୍ରୁତଗତିରେ ବାଇକ୍‌ ଚଳାଇ ସହରର ଗଳିକନ୍ଦିରେ ଆତଙ୍କ ସୃଷ୍ଟି କରୁଥିବା ଅମାନିଆ ଚାଳକଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ। ଆଇନ…

4 years ago

ବ୍ଲେଡ୍‌ରେ ଶିଶୁ ନାହି କାଟିଥିଲେ ମହିଳା

କାମାକ୍ଷାନଗର, ୭ା୫(ଡି.ଏନ୍‌.ଏ.) ଗର୍ଭ ଯନ୍ତ୍ରଣାରେ ଘଣ୍ଟାଏ କାଳ ଛଟପଟ ହେଲେ। ଖୋଲା ଆକାଶ ତଳେ ପ୍ରସବ କଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବାଠାରୁ ଆରମ୍ଭ କରି ପ୍ରସବ ପର୍ଯ୍ୟନ୍ତ ନା…

4 years ago

ଆଶ୍ୱସ୍ତି ଆଣିଲା ଅଦିନିଆ ବର୍ଷା

ଢେଙ୍କାନାଳ ଅଫିସ, ୬ା୫ ପାଖାପାଖି ୧୫ଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟୁପାଉଟୁ ହେଉଥିବା ଢେଙ୍କାନାଳ ଜିଲାବାସୀଙ୍କୁ ଗୁରୁବାର ମିଳିଛି ସାମାନ୍ୟ ଆଶ୍ୱସ୍ତି। କାଳବୈଶାଖୀ ପ୍ରଭାବରେ ଅପରାହ୍ନରେ ପ୍ରାୟ…

4 years ago

ବିପଦରେ ବନ୍ୟଜୀବନ

ଢେଙ୍କାନାଳ ଅଫିସ୍‌, ୬ା୫ କପିଳାସ ଅଭୟାରଣ୍ୟ। ଏକଦା ଏହି ସଂରକ୍ଷିତ ଜଙ୍ଗଲ ଭର୍ତ୍ତି ହୋଇଥିଲା ନଭଶ୍ଚୁମ୍ବୀ ଦ୍ରୁମରେ। ପଡୁ ନ ଥିଲା ସୂର୍ଯ୍ୟକିରଣ। ଏଠାକାର ଥଣ୍ଡା ପରିବେଶ…

4 years ago

କୃଷି ବିଭାଗ କୋମାରେ

ସାତମାଇଲ, ୬ା୫ ଅକ୍ଷୟତୃତୀୟାରେ ସରିଛି ଅଖିମୁଠି ଅନୁକୂଳ। ବିହନ ବୁଣି ଚାଷ ପାଇଁ ପାଗ ଭିଡ଼ିଲେଣି ଚାଷୀ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ ବୋଲି…

4 years ago

ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ

କାମାକ୍ଷାନଗର,୫।୫(ଡି.ଏନ୍‌.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ ଶଳା,…

4 years ago