ଢେଙ୍କାନାଳ ଅଫିସ,୧୬।୩ - ଢେଙ୍କାନାଳ ଜିଲା କାର୍ଯ୍ୟାଳୟଠାରେ ମଙ୍ଗଳବାର ଜିଲାପାଳ ସରୋଜ କୁମାର ସେଠୀ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି। ଚଳିତ ପୌର…
କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍ଡକଲ୍ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି…
ଢେଙ୍କାନାଳ ଅଫିସ, ,୧୫।୩ ଏଥର ହାର୍ମୋନିୟମ ଉପରେ ଚାଲିବ ଅଙ୍ଗୁଳି। ଜନ୍ମରୁ ଆଖି ନାହିଁ ବୋଲି ଯେଉଁ ଅବସୋସ ରହିଯାଇଛି, ସେହି କ୍ଷତକୁ ଅନେକାଂଶରେ ଉପଶମ ହେବ।…
ଢେଙ୍କାନାଳ ଅଫିସ/ଭୁବନ, ୧୫।୩(ଡି.ଏନ୍.ଏ.)କୋଲକାତାରୁ ଆସୁଥିଲା ସ୍ପିରିଟ୍। ସେଥିରେ ଏସେନ୍ସ ମିଶାଇ ତିଆରି ହେଉଥିଲା ନକଲି ମଦ। ନାମୀଦାମୀ କମ୍ପାନୀର ଠିପି, ଷ୍ଟିକର ଲଗାଇ ଅନାୟାସରେ ଚାଲିଥିଲା ଏହି…
ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧର ସାଇପ୍ରସାଦ ଦାସଙ୍କ ଘରୁ ଗତ ଫେବୃୟାରୀ ୧୧ରେ ହୋଇଥିବା ଲୁଟ୍ ଘଟଣାର ଦେଢ଼ମାସ ପରେ ପୋଲିସ ୩…
ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ଜିଲା ପରିଷଦ ସଭାପତି ଦୌଡ଼ରେ ଥିଲେ ରାଜନୀତିରେ ଅଭିଜ୍ଞ ଏକାଧିକ ନେତ୍ରୀ। ଏହି ପଦବୀରେ ବସାଇବାକୁ ସେମାନଙ୍କ ଲାଗି ଜୋର୍ଦାର ଲବି କରିଥିଲେ ଜିଲାର…
କାମାକ୍ଷାନଗର,୧୪ା୩(ଡି.ଏନ୍.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ…
ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲା ସଦର ରେଞ୍ଜ୍ ଗହମଖୁଣ୍ଟି ଅଞ୍ଚଳରେ ୩ଦିନ ହେଲା ଆତଙ୍କ ସୃଷ୍ଟି କରିଥିବା କ୍ଷତାକ୍ତ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସାଧୀନ…
ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲାରେ ଶନିବାର ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଢେଙ୍କାନାଳ ସଦର, ଗଁଦିଆ, ଓଡ଼ାପଡ଼ା, ଭୁବନ ଏବଂ ହିନ୍ଦୋଳ…
ପରଜଙ୍ଗ, ୧୩।୩(ଡି.ଏନ୍.ଏ.): ଦୀର୍ଘ ୨୦ବର୍ଷ ପରେ ବଦଳିଛି ଢେଙ୍କାନାଳ ଜିଲା ପରଜଙ୍ଗ ପଞ୍ଚାୟତ ସମିତିର ରାଜନୈତିକ ସମୀକରଣ। ବିଜେଡି ଗଡ଼ ଭାବେ ପରିଚିତ ଏହି ବ୍ଲକର ସମିତି ଅଧ୍ୟକ୍ଷା…