ଢେଙ୍କାନାଳ

ବାପା ସାମ୍ନାରେ ଟ୍ରାକ୍ଟର ଚଢ଼ାଇ ପୁଅକୁ ହତ୍ୟା

ଢେଙ୍କାନାଳ ଅଫିସ, ୨୨ା୧: ନଦୀଘାଟରୁ ବାଲି ଚୋରାଚାଲାଣର ପ୍ରତିବାଦ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାପା, ଭାଇଙ୍କ ସମ୍ମୁଖରେ ଟ୍ରାକ୍ଟର ଚଢ଼ାଇ ସମ୍ପୃକ୍ତ…

5 years ago

‘ଜାଗା ସମ୍ପର୍କ’ ଆୟୋଜନ କଲା ପୌରସଂସ୍ଥା

ଢେଙ୍କାନାଳ ଅଫିସ, ୨୧।୧ ଢେଙ୍କାନାଳ ପୌରାଞ୍ଚଳର ୧ନଂ. ଓ୍ବାର୍ଡ କାଠଗଡ଼ା ପର୍ବତିଆ ସାହିରେ ପୌର ସଂସ୍ଥା ପକ୍ଷରୁ ନିର୍ବାଚନ ଲାଗି ଜାରି କରାଯାଇଥିବା ଆଦର୍ଶ ଆଚରଣ ବିଧିର…

5 years ago

ଚତୁର୍ଥ ଦିନରେ ୧,୬୧୧ ନାମାଙ୍କନ

ଢେଙ୍କାନାଳ ଅଫିସ, ୨୧।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥତ୍ପତ୍ର ଦାଖଲର ୪ର୍ଥ ଦିନ ଗୁରୁବାର ଢେଙ୍କାନାଳ ଜିଲାର ୧,୬୧୧ ଆଶାୟୀ ନାମାଙ୍କନ ଦାଖଲ କରିଛନ୍ତି। ତନ୍ମଧ୍ୟରେ…

5 years ago

ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ

ଢେଙ୍କାନାଳ ଅଫିସ, ୧୯।୧ - ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ ମାଈ…

5 years ago

ଢେଙ୍କାନାଳରେ ବ୍ୟାପିଲା ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୯।୧ - ଢେଙ୍କାନାଳରେ କରୋନା ସଂକ୍ରମଣ ଗତି ତୀବ୍ର ହୋଇଛି। ସପ୍ତାହେ ଧରି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଅଙ୍କରେ ସୀମିତ ରହୁଥିବାବେଳେ ଗତ ୨୪ ଘଣ୍ଟାରେ…

5 years ago

ଭୋଟ୍‌କେନ୍ଦ୍ରରେ ସଂକ୍ରମିତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୮।୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ…

5 years ago

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ ଏଥିଲାଗି…

5 years ago

ବର୍ଜ୍ୟବସ୍ତୁରୁ ବଗିଚା

କାମାକ୍ଷାନଗର, ୧୭।୧(ଡି.ଏନ୍‌.ଏ.) ଅଗଣାରେ ହସୁଛି ରଙ୍ଗବେରଙ୍ଗ ଫୁଲ। କେଉଁଠି ସେବତୀ, ଗେଣ୍ଡୁ, ସଦାବିହାରୀ ତ ଆଉ କେଉଁଠି ଡାଲିଆ, ବରବିନା, ଦାଇଁଥସ୍‌, ପେଟୁନିଆ, ଇମ୍ପ୍ରେସନ, ଜେର୍‌ବେରା, ଗାଜାନିଆ,…

5 years ago

୫ କେଜି ସୁନା, ୧୧.୫୫ ଲକ୍ଷ ଟଙ୍କା ଜବତ

ରାସୋଳ, ୧୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଦୀର୍ଘ ୫…

5 years ago

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି

ଢେଙ୍କାନାଳ ଅଫିସ,୧୭।୧: ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ହୋଇଥିବା ପ୍ରକଳ୍ପ କାର୍ଯ୍ୟରେ ମହାଦୁର୍ନୀତି କରାଯାଇଥିବା…

5 years ago