ଢେଙ୍କାନାଳ

ଭଙ୍ଗାରୁଜା ଘଟଣାରେ ୨୪ କୋର୍ଟଚାଲାଣ

କେନ୍ଦ୍ରାପଡ଼ା ଅଫିସ/ଢେଙ୍କାନାଳ ଅଫିସ/ରାଜକନିକା/ଆଳି(ଡି.ଏନ୍‌.ଏ.),୧୪ା୮: କେନ୍ଦ୍ରାପଡ଼ା ଜିଲା ଖରସ୍ରୋତା ନଦୀରୁ ଭଦ୍ରକକୁ ଜଳଯୋଗାଣ ପ୍ରତିବାଦରେ ରାଜକନିକା ବ୍ଲକ ବରୁଣାଡ଼ିହାରେ ପୋଲିସ, ପ୍ରଶାସନ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧ…

5 years ago

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା ମହାପ୍ରଭୁ…

5 years ago

ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର…

5 years ago

କପିଳାସ ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର: ଅନାଥ ହାତୀଙ୍କ ଅଭୟଗୃହ

ଢେଙ୍କାନାଳ ଅଫିସ, ୧୨।୮: ଗରିବ ମଣିଷ ଛୁଆଟେ ଛେଉଣ୍ଡ ହୋଇଗଲେ ତା’ ପାଇଁ ଝରିପଡ଼େ ଅନେକ ଦରଦ। ଆହା କରନ୍ତି ସହୃଦୟ ବ୍ୟକ୍ତି। ବଢ଼ାନ୍ତି ସହାୟତାର ହାତ।…

5 years ago

ରୋଗୀ କଲବଲ, ଲୁଟୁଛନ୍ତି ଦଲାଲ

ଭୁବନ, ୧୧।୮(ଡି.ଏନ୍‌.ଏ.) - କରୋନା ମହାମାରୀ ସମୟରେ ବଢ଼ିଛି ସ୍ବାସ୍ଥ୍ୟସେବାର ଗୁରୁତ୍ୱ। କେବଳ କୋଭିଡ୍‌ ନୁହେଁ, ଅନ୍ୟ ରୋଗୀମାନଙ୍କ ଚିକିତ୍ସାରେ ଯେପରି କୌଣସି ଅବହେଳା ନ ହୁଏ;…

5 years ago

କମାଇଦେଲେ ଗହମ କୋଟା

ଭୁବନ, ୭।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ସାଧାରଣ ଯୋଗାଣ ବ୍ୟବସ୍ଥା (ପିଡିଏସ୍‌)ରେ ଗରିବ ହିତାଧିକାରୀଙ୍କୁ ଜୁଲାଇ ମାସର ଗହମ କୋଟା କମାଇ ଦିଆଯାଇଛି। ଯୋଗାଣ ବିଭାଗ…

5 years ago

ଜୀବିକା ଦେଇଛି ଜୈବଖତ

ଭୁବନ, ୬।୮(ଡି.ଏନ୍‌.ଏ.) ଗଳିକନ୍ଦିରେ ଠୁଳ ହୋଇ ରହୁଥିଲା ଆବର୍ଜନା। ବିଗାଡୁଥିଲା ସହର ସୌନ୍ଦର୍ଯ୍ୟ। ସୃଷ୍ଟି ହେଉଥିଲା ପୁତ୍ତିଗନ୍ଧମୟ ପରିବେଶ। ବଢୁଥିବା ମଶାବଂଶ ସାଜୁଥିଲା ସଂକ୍ରାମକ ରୋଗର କାରଣ।…

5 years ago

‘ସ୍ପୋର୍ଟସ୍‌ ହବ୍‌’ ସ୍ବପ୍ନ ଅଧୁରା

ଢେଙ୍କାନାଳ ଅଫିସ, ୫।୮: ତୀରନ୍ଦାଜୀଠାରୁ ଟେନିସ୍‌। କ୍ରିକେଟରୁ ଆରମ୍ଭ କରି ଫୁଟବଲ୍‌। କ୍ରୀଡ଼ାକ୍ଷେତ୍ରକୁ ନେଇ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟାପ୍ତ ସମ୍ଭାବନା। ପ୍ରତିଭା କି ଭିତ୍ତିଭୂମିର ଅଭାବ ନାହିଁ।…

5 years ago

ସଚେତନ କରୁଛି ବାଇକର୍ସ କ୍ଲବ

ଢେଙ୍କାନାଳ ଅଫିସ, ୩ା୮ ସଡ଼କ ସୁରକ୍ଷା ସହ ଦୁର୍ଘଟଣା ରୋକିବା ଦିଗରେ କାର୍ଯ୍ୟ କରୁଛି ଢେଙ୍କାନାଳ ବାଇକର୍ସ କ୍ଲବ। କ୍ଲବର ମୋଟ୍‌ ୧୨ଜଣ ସଦସ୍ୟ ବର୍ଷକ ମଧ୍ୟରେ…

5 years ago

ବନ୍ଧ୍ୟାକରଣ ବାଟବଣା

ଭୁବନ, ୩୦।୭(ଡି.ଏନ୍‌.ଏ.) ମୁଣ୍ଡବ୍ୟଥା ବଢ଼ାଇଛନ୍ତି ବୁଲାକୁକୁର। ଗଳିକନ୍ଦିରେ ପଲପଲ ହୋଇ ବୁଲୁଛନ୍ତି। ରାଜରାସ୍ତାକୁ ଅକ୍ତିଆରକୁ ନେଉଛନ୍ତି। ଏକଲା ମଣିଷ ଦେଖିଲେ କାମୁଡ଼ିବାକୁ ଗୋଡ଼ାଉଛନ୍ତି। ସେମାନଙ୍କ ଦୌରାତ୍ମ୍ୟରେ ସବୁଠାରୁ…

5 years ago