ଢେଙ୍କାନାଳ

ଶାଳକାଠ ବୋଝେଇ ପିକ୍‌ଅପ୍‌ ଜବତ, ବନବିଭାଗକୁ ଦେଖି ଦୌଡ଼ିଲେ ମାଫିଆ

ଭୁବନ,୨୨ା୩(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ଏକ ବେଆଇନ ଶାଳ କାଠ ସହିତ ପିକ୍‌ଅପ୍‌ ଗାଡ଼ି ଜବତ କରାଯାଇଛି। ପିକ୍‌ଅପ୍‌ ଗାଡ଼ିଟି…

2 years ago

୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ

ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍‌ସି ଫଣ୍ଡ୍‌ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି ପରଜଙ୍ଗ…

2 years ago

୫ ଦିନ ଅନ୍ଧାରରେ ୩ ଗାଁ, ପ୍ରତିବାଦରେ ରାସ୍ତାରେ ବସିଲେ ଗ୍ରାମବାସୀ

ପରଜଙ୍ଗ,୨୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବଡ଼କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଜାମୁନାଳି ଗାଁ ନିକଟରେ ବିଦ୍ୟୁତ୍‌ ସମସ୍ୟାକୁ ନେଇ ଗୁରୁବାର ସକାଳୁ ରାସ୍ତାରୋକୋ କରିଥିଲେ…

2 years ago

ଢେଙ୍କାନାଳରେ ହୋଲି ଖେଳିଲେ ଯୋଗାଣ ମନ୍ତ୍ରୀ

ଢେଙ୍କାନାଳ,୧୫ା୩(ରତନ ନାୟାର): ଢେଙ୍କାନାଳ ସହରରେ ଶନିବାର ରଙ୍ଗର ପର୍ବ ହୋଲି ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହରସ୍ଥିତ ଗୋପବନ୍ଧୁ…

2 years ago

ଓଡ଼ିଶାରୁ ଲଣ୍ଡନ୍‌ ଗଲା ଗ୍ରୀନ୍‌ ଅମୃତଭଣ୍ଡା

ଢେଙ୍କାନାଳ,୧୫ା୩(ରତନ ନାୟାର): ଆମ୍ବ ପରେ ଢେଙ୍କାନାଳର ଅମୃତଭଣ୍ଡାର ଚାହିଦା ବିଦେଶରେ ବଢ଼ିବାରେ ଲାଗିଛି। ଏହାର ସୁସ୍ବାଦକୁ ନେଇ ବିଦେଶରେ ଲୋକମାନେ ଏହି ଅମୃତଭଣ୍ଡା ପ୍ରତି ଅଧିକ ଆଗ୍ରହ…

2 years ago

ହାଇୱା ଧକ୍କାରେ ଜଣଙ୍କ ମୃତ୍ୟୁ: ବୁଝାସୁଝା ପରେ ହଟିଲା ରାଜପଥ ଅବରୋଧ

ଢେଙ୍କାନାଳ,୧୫।୩(ରତନ ନାୟାର): ଢେଙ୍କାନାଳ ସହର ମହିଷାପାଟ ଛକ ନିକଟସ୍ଥ ଇଡକୋ ଟାୱାର ସମ୍ମୁଖସ୍ଥିତ ୫୫ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଲି ବୋଝେଇ…

2 years ago

ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌ ଟଳିପଡ଼ିଲେ ୧୫ ଛେଳି, ମାଲିକ ଅଚେତ

ଢେଙ୍କାନାଳ,୧୪ା୩(ରତନ ନାୟାର): ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କ ଅକସ୍ମାତ…

2 years ago

ବିଲରେ ପଡ଼ିଛି ଦନ୍ତାହାତୀ ଜିମିର ମୃତଦେହ

ଢେଙ୍କାନାଳ,୩ା୩(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଁଳାବେରଣି ଜାମୁଝରି ନିକଟସ୍ଥ ଏକ ବିଲରେ ଦନ୍ତାହାତୀ ଜିମିର ମୃତଦେହ ସୋମବାର ସକାଳେ ବନ ବିଭାଗ ଉଦ୍ଧାର କରିଛି।…

2 years ago

ବୁଦ୍ଧେଶର ଶୈବପୀଠରେ ମହାଶିରାତ୍ର ,୪.୧୫ରେ ଉଠିବ ମହାଦୀପ

ଭୁବନ ୨୬।୦୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନର ବୁେଶ୍ୱେର ଶୈପିଠରେ ମହାଶିରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି । ନିତି ର୍ନିଘଣ୍ଟ ଅନୁଯାୟୀ…

2 years ago

କପିଳାସରେ ଜାଗର: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ଢେଙ୍କାନାଳ,୨୬।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସରେ ବୁଧବାର ମହାଶିବରାତ୍ରୀ ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି ।…

2 years ago