ଢେଙ୍କାନାଳ

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ହିରୋ…

6 years ago

ବଢୁଛନ୍ତି ଅହିରାଜ, ଅଜଗର

ଢେଙ୍କାନାଳ ଅଫିସ, ୧୦।୮: ଢେଙ୍କାନାଳର ପ୍ରାକୃତିକ ପରିବେଶ ସର୍ପବଂଶ ବୃଦ୍ଧିରେ ସହାୟକ ହୋଇଛି। ଏଠାକାର ସଂରକ୍ଷିତ ଜଙ୍ଗଲ, ପାହାଡ଼ ଖୋଲ ସାପଙ୍କ ସୁରକ୍ଷିତ ଆବାସସ୍ଥଳୀ ପାଲଟିଛି। ବୁଦୁବୁଦିଆ…

6 years ago

କଳାସଂସ୍କୃତିରେ କରୋନା କାଳିମା

ଢେଙ୍କାନାଳ ଅଫିସ, ୯।୮: କରୋନା ପାଇଁ କଳାସଂସ୍କୃତିରେ ଲାଗିଛି ଗ୍ରହଣ। ସଞ୍ଜ ନଇଁଲେ ଚିକ୍‌ମିକ୍‌ ଆଲୁଅ ରୋଶଣିରେ ଫାଟି ପଡୁଥିବା ପେଣ୍ଡାଲରେ ରାଜୁତି କରୁଛି ଅସମ୍ଭବ ନୀରବତା…

6 years ago

୫୦୦ ଡେଇଁଲା କରୋନା

ଢେଙ୍କାନାଳ ଅଫିସ, ୯।୮ : ଢେଙ୍କାନାଳ ଜିଲାରେ କାୟାବିସ୍ତାର କରିବାରେ ଲାଗିଛି କରୋନା। ଶନିବାର ଦିନକରେ ୩୬ ପଜିଟିଭ୍‌ ଚିହ୍ନଟ ହେବାପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୯ରେ ପହଞ୍ଚତ୍ଛି।…

6 years ago

ଷ୍ଟାମ୍ପ କାଳିରୁ ସଂକ୍ରମଣ

ଢେଙ୍କାନାଳ ଅଫିସ, ୬ା୮ ବିମାନ ବନ୍ଦରର ଷ୍ଟାମ୍ପ କାଳି ପାଇଁ ହାତରେ ସୃଷ୍ଟି ହୋଇଛି ଗୁରୁତର ସଂକ୍ରମଣ। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ କାଲ୍‌ଟ୍ୟାକ୍ସ ଅଞ୍ଚଳର ଜୟନ୍ତୀ…

6 years ago

ଜିଲାରେ ପ୍ରଥମ କରୋନା ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୮ ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍‌ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ…

6 years ago

ବର୍ଷା ହେଲେ ବଢୁଛି ଦୁଃଖ

ଢେଙ୍କାନାଳ ଅଫିସ, ୭।୮ - ଲଘୁଚାପଜନିତ ଲଗାଣବର୍ଷାରେ ପ୍ରଭାବିତ ହୋଇଛି ଢେଙ୍କାନାଳ ସହରର ଜୀବନଯାତ୍ରା। ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ପୌରାଞ୍ଚଳର ଟାଉନପ୍ଲାନିଂ ଅଞ୍ଚଳ ଏବଂ…

6 years ago

ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) - ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ ଯୋଗୁ…

6 years ago

କାଠ ଜବତ ପାଇଁ କୁନ୍ଥକୁନ୍ଥ

ପରଜଙ୍ଗ, ୬।୮(ଡି.ଏନ.ଏ.) ଜଙ୍ଗଲରେ କଟାଯାଇ ପଡ଼ିଛି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ। ସୂଚନା ପାଇ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି ବନ ଅଧିକାରୀ। ହେଲେ କାଠ ଜବତ କରାଯାଉନାହିଁ।…

6 years ago

ନିରାଶ କଲା ଶ୍ରାବଣ

ଢେଙ୍କାନାଳ ଅଫିସ, ୫।୮ - ସରିଗଲା ଶ୍ରାବଣ। ଆକାଶକୁ ଚାହିଁ ଚାହିଁ ନିରାଶ ହେଲେ ଚାଷୀ। ଆବଶ୍ୟକ ବର୍ଷା ହେଲାନି। ଯେତିକି ହେଲା ସେତକିରେ ଭୂଇଁ ବି…

6 years ago