ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ଗୋଟିଏ ଦିନରେ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି।…
ଢେଙ୍କାନାଳ ଅଫିସ, ୧୮।୭ - ଆଷାଢ଼ ଯାଇ ଶ୍ରାବଣ ଅଧା ହେଲାଣି। ରୁଆ, ବେଉଷଣ ପାଇଁ ଚାଷୀକୁ ତର ମିଳନ୍ତାନି। ହେଲେ ନିଅଣ୍ଟିଆ ବର୍ଷା ସବୁ ବିଗାଡ଼ି…
ପରଜଙ୍ଗ, ୧୮।୭(ଡି.ଏନ.ଏ.) - ସରିଛି ୧୪ବର୍ଷର ସଂଘର୍ଷ। ଦିବ୍ୟାଙ୍ଗ ମାନସଙ୍କ ଉପରେ ପଡ଼ିଛି ପ୍ରଶାସନର ଶୁଭଦୃଷ୍ଟି। ବ୍ଲକ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ପଞ୍ଚାୟତ ପକ୍ଷରୁ ତାଙ୍କୁ ପ୍ରଦାନ…
ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ। ହେଲେ…
ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ ଆସୁନି।…
ପରଜଙ୍ଗ, ୧୫।୭(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଜଳ ଓ ପରିମଳ ବିଭାଗ (ଆର୍ଡବ୍ଲ୍ୟୁଏସ୍ଏସ୍)-୧ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନ ୮ବର୍ଷ ହେଲା ଭଡ଼ାରେ ଲାଗିଛି। ଜଣେ…
ଢେଙ୍କାନାଳ ଅଫିସ,୧୪ା୭ ବ୍ରାହ୍ମଣୀ ନଦୀରେ ସେତୁଟିଏ ହେଲେ ଏହା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ସିଧାସଳଖ ଓଡାପଡା ବ୍ଲକକୁ ଯୋଡ଼ିପାରନ୍ତା। ୫୫ନଂ ଏବଂ ୫୩ନଂ ଜାତୀୟ…
ପରଜଙ୍ଗ, ୧୩।୭(ଡି.ଏନ.ଏ.) ଜନ୍ମରୁ ଆଖିକୁ ଦିଶୁନି କି କାନକୁ ଶୁଭୁନି। ଶାରୀରିକ କ୍ଷେତ୍ରରେ ୮୦% ଦିବ୍ୟାଙ୍ଗ ବୋଲି ୧୪ବର୍ଷ ତଳୁ ସାର୍ଟିଫିକେଟରେ ମୋହର ମାରିସାରିଛି ପ୍ରଶାସନ। ଏହାସତ୍ତ୍ୱେ ଦିବ୍ୟାଙ୍ଗ…
ଢେଙ୍କାନାଳ ଅଫିସ, ୧୩।୭: ଧଳାଜହର ବ୍ୟବସାୟର ନୂଆ ଠିକଣା ପାଲଟିଛି ଢେଙ୍କାନାଳ। ଗଳିକନ୍ଦିରେ ଖୋଲାଖୋଲି ବିକ୍ରି ହେଉଛି ବ୍ରାଉନସୁଗାର। ପୋଲିସ ଏବଂ ଅବକାରୀ ବିଭାଗ ମଧ୍ୟରେ ସମନ୍ବୟର ଅଭାବ…
ଢେଙ୍କାନାଳ ଅଫିସ, ୧୨ା୭: ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍ ଛକଠାରୁ ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତା ନିର୍ମାଣ ପ୍ରସ୍ତାବକୁ ମୋହର ବାଜିପାରୁନି। ଏହି ରାସ୍ତାର ଉନ୍ନତୀକରଣ ଲାଗି…