ଭୁବନ/ଆଠମଲ୍ଲିକ, ୧୬।୫ (ଡି.ଏନ.ଏ.) - ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ତେଲିସାହିରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍ ଶର୍ଟସର୍କିଟ୍ରୁ ଅଗ୍ନିକାଣ୍ଡ ଘଟି ଶଙ୍କର୍ଷଣ ସାହୁ,…
ଢେଙ୍କାନାଳ ଅଫିସ, ୧୬।୫ - ଲକ୍ଡାଉନ୍ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା ବଳିଗଲାଣି।…
ଓଡ଼ାପଡ଼ା,୧୬ା୫(ଡି.ଏନ.ଏ) - ଲକ୍ଡାଉନ୍ ସମୟରେ ଢେଙ୍କାନାଳ ଜିଲା ବ୍ରାହ୍ମଣୀ ନଦୀରୁ ବେଧଡକ୍ ଚାଲିଛି ବାଲି ଚାଲାଣ। କରୋନା ସଂକ୍ରମଣ ନିରୋଧୀ ଅଭିଯାନରେ ଅଧିକାରୀମାନେ ନିୟୋଜିତ ହୋଇଥିବାବେଳେ ଏହାର…
ଢେଙ୍କାନାଳ ଅଫିସ, ୧୬।୫ - ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଆମ୍ବଚାଷ ଉପରେ ପଡ଼ିଛି କରୋନା ଚଡ଼କ। ଲକ୍ଡାଉନ୍ କଟକଣା ନିୟମ ଭିତରେ ରକ୍ଷଣାବେକ୍ଷଣ ହୋଇ ନ ପାରିବାରୁ…
ଭୁବନ, ୧୪।୫(ଡି.ଏନ.ଏ.) - ବେଙ୍ଗାଲୁରୁରୁ ୧ଲକ୍ଷ ୬୦ ହଜାର ଟଙ୍କା ବସ୍ଭଡ଼ା ଦେଇ ୩୨ ଜଣ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଢେଙ୍କାନାଳ ଜିଲା ଭୁବନ…
କାମାକ୍ଷାନଗର, ୧୪।୫(ଡି.ଏନ.ଏ.) - ପୋଲିସ ପଇଁତରା ସତ୍ତ୍ୱେ ସହରକୁ ପଶୁଛନ୍ତି ବାହାର ଶ୍ରମିକ। ଏହାକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗରରେ ସୃଷ୍ଟି ହୋଇଛି ଭୟର ବାତାବରଣ। ବୁଧବାର…
ଭୁବନ, ୧୪।୫(ଡି.ଏନ.ଏ.) - ଏସିଆ ମହାଦେଶ ସର୍ବବୃହତ୍ ଗାଁ ଭୁବନକୁ ଗୋଡ଼ାଉଛି କରୋନା ଡର। ସୀମାନ୍ତ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟାବୃଦ୍ଧି ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ…
ପରଜଙ୍ଗ, ୧୩।୫(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି…
କାମାକ୍ଷାନଗର, ୧୩।୫ - କରୋନା ପାଇଁ ବୃତ୍ତି ହରାଇଲେଣି ଅନେକେ। ଜୀବନ ବଞ୍ଚାଇବା ଲାଗି କାମଧନ୍ଦା ଛାଡ଼ି ଗଣପଳାୟନ କରୁଛନ୍ତି ପ୍ରବାସୀ। ହେଲେ ଭିଟାମାଟିରେ ନିଜ ଉଦ୍ୟମରେ…
ଢେଙ୍କାନାଳ ଅଫିସ, ୧୧।୫: କିନ୍ନର ସମାଜ ସହାୟତା କରିବାକୁ ସର୍ବଦା ପ୍ରସ୍ତୁତ। ସୁଯୋଗ ମିଳିଲେ ପ୍ରଶାସନକୁ ସମସ୍ତ ପ୍ରକାର ସହାୟତା କରାଯିବ ବୋଲି ଢେଙ୍କାନାଳ ପୌରାଞ୍ଚଳର ବନମାଳିପ୍ରସାଦସ୍ଥିତ ହିମାଳୟ…