ଢେଙ୍କାନାଳ

କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହେଲ୍‌ଥ ସେଣ୍ଟର

ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟର। ରାଜ୍ୟ ସରକାର ଏବଂ…

6 years ago

ଢେଙ୍କାନାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ଚିକିତ୍ସାକେନ୍ଦ୍ର

ଢେଙ୍କାନାଳ ଅଫିସ୍, ୧୩ା୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଢେଙ୍କାନାଳ ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କୋଭିଡ-୧୯ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସୋମବାର…

6 years ago

ଆଜିଠୁ ଆରମ୍ଭ ହେବ କୋଭିଡ୍‌-୧୯ ହସ୍ପିଟାଲ

ଢେଙ୍କାନାଳ ଅଫିସ, ୧୨।୪-ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମାବାରଠାରୁ କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି…

6 years ago

ମାଲବାହୀ ଟ୍ରକ୍‌ ଚାଳକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଢେଙ୍କାନାଳ ଅଫିସ, ୧୨।୪-କରୋନା ବିପତ୍ତି ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଥିବା ଟ୍ରକ୍‌ ଚାଳକଙ୍କୁ ଢେଙ୍କାନାଳ ଛାତ୍ର ବିଜେଡି ପକ୍ଷରୁ ୫୫ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ…

6 years ago

ହାତୀ ଆକ୍ରମଣରେ ଯୁବକ ମୃତ

ରାସୋଳ, ୧୨ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଲିବୁରେଇ ସେକ୍ସନ ଗୋବିନ୍ଦପୁର ଗ୍ରାମର ପଙ୍କଜ ସାମଲଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ଭୋରରୁ ସେ…

6 years ago

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ୨୩୮

ଢେଙ୍କାନାଳ ଅଫିସ, ୧୨।୪ - ଢେଙ୍କାନାଳ ସହରର ଜଣେ ମହିଳାଙ୍କ ସ୍ବାବ୍‌ରୁ କରୋନା ଭୂତାଣୁ ଚିହ୍ନଟ ହେବା ପରେ ପୌରାଞ୍ଚଳରେ ଘର ଘର ବୁଲି ସ୍ବାସ୍ଥ୍ୟ ସର୍ଭେ…

6 years ago

ଏସ୍‌ଏଚ୍‌ଜି ବାଣ୍ଟିଲା ଶୁଖିଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୧୨।୪ - ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରର ମଝିସାହି ଶକ୍ତି ଓମ୍‌ ସାଇ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।…

6 years ago

ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ…

6 years ago

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ…

6 years ago

କରୋନା ଲଢ଼େଇରେ ଟାଟାଷ୍ଟିଲ ବିଏସ୍‌ଏଲ୍‌

ଓଡ଼ାପଡ଼ା, ୧୦।୪(ଡି.ଏନ.ଏ.): ସମଗ୍ର ବିଶ୍ୱ କୋଭିଡ୍‌-୧୯ ଭୂତାଣୁ ସହ ଲଢୁଥିବାବେଳେ ଟାଟାଷ୍ଟିଲ ବିଏସ୍‌ଏଲ୍‌ ସହାୟତାରେ ଆଖପାଖ ଗଁାର ମହିଳା ସଦସ୍ୟମାନେ କରୋନା ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛନ୍ତି।…

6 years ago