ଢେଙ୍କାନାଳ ଅଫିସ, ୧୨।୪ - ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରର ମଝିସାହି ଶକ୍ତି ଓମ୍ ସାଇ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।…
ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ…
ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ…
ଓଡ଼ାପଡ଼ା, ୧୦।୪(ଡି.ଏନ.ଏ.): ସମଗ୍ର ବିଶ୍ୱ କୋଭିଡ୍-୧୯ ଭୂତାଣୁ ସହ ଲଢୁଥିବାବେଳେ ଟାଟାଷ୍ଟିଲ ବିଏସ୍ଏଲ୍ ସହାୟତାରେ ଆଖପାଖ ଗଁାର ମହିଳା ସଦସ୍ୟମାନେ କରୋନା ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛନ୍ତି।…
ଢେଙ୍କାନାଳ ଅଫିସ, ୧୦।୪ - ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ପରେ କରୋନା ମ୍ୟାପ୍ରେ ଯୋଡ଼ି ହୋଇଛି ଢେଙ୍କାନାଳ। ଜିଲା ସଦର ମହକୁମାର…
ଢେଙ୍କାନାଳ ଅଫିସ, ୯।୪: ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ଜିଲାରେ ସଂକ୍ରମଣ ଦେଖାଦେଇଛି। ସୀମାବର୍ତ୍ତୀ…
ଢେଙ୍କାନାଳ ଅଫିସ, ୮।୪ - ସାମାଜିକ ଦୂରତ୍ୱ ନିୟମକୁ ଅଧିକ କଡ଼ାକଡ଼ି କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏଣିକି ସହରରେ କେବଳ ସକାଳ ବେଳା ଅତ୍ୟାବଶ୍ୟକ ସାମଗ୍ରୀ…
ଭୁବନ, ୬ା୪(ସ୍ବ.ପ୍ର.):କରୋନା ସଂକ୍ରମଣର ହଟ୍ଜୋନ୍ ପାଲଟିଛି ଭୁବନେଶ୍ୱର। ସ୍ମାର୍ଟସିଟିରେ କଟକଣା ଜୋର୍ଦାର କରାଯିବା ପରେ ଏବେ ଗ୍ରାମାଞ୍ଚଳ ମୁହଁ। ହୋଇଛନ୍ତି ଅନେକେ। ଲକ୍ଡାଉନ୍ ସତ୍ତ୍ୱେ ସେମାନେ ବିଭିନ୍ନ…
କୋମାକ୍ଷାନଗର, ୬।୪(ଡି.ଏନ୍.ଏ.)-କରୋନା ସଂକ୍ରମଣ ରୋକିବାକୁ ସତର୍କ ହୋଇଉଠିଛି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ। ସହରାଞ୍ଚଳକୁ ଆସୁଥିବା ଆଗନ୍ତୁକଙ୍କ ଉପରେ କଡ଼ା ନଜର ରଖାଯିବା ସହ ସାମାଜିକ ଦୂରତା ଅବଲମ୍ବନ…
କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ…