ଢେଙ୍କାନାଳ

ପାଟରପଦା ସରପଞ୍ଚ ବହିଷ୍କୃତ

ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ ବିଶ୍ୱାଳ।…

6 years ago

ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ…

6 years ago

ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ

କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର…

6 years ago

କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଥାନା ଘେରାଉ

ପାଲଲହଡା,୨୦ା୧(ଡି.ଏନ.ଏ.)-ଆଦିବାସୀ ଯୁବକ ବୁଧୁରାମ କୂଂକାଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ, କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ବନକର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ସ୍ଥାନୀୟ ଆଦିବାସୀ ମଞ୍ଚ…

6 years ago

ଜଳିଗଲା ୧୧ ଏକର ଆଖୁ ଫସଲ

ଢେଙ୍କାନାଳ ଅଫିସ, ୨୦।୧: ଢେଙ୍କାନାଳ ସଦର ଥାନା ଭୋଜଦେଈପୁର ଗ୍ରାମ ଶିବ ମନ୍ଦିର ନିକଟ ଆଖୁ ଜମିରେ ରବିବାର ଅପରାହ୍ନ ୪ଟାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୧୧ଏକର ଫସଲ…

6 years ago

ବଦଳିବ ଯାଉଁଳିପୋଖରୀ ମଠ ରୂପରେଖ

ଢେଙ୍କାନାଳ ଅଫିସ, ୨୦।୧: ବଦଳିବ ଐତିହ୍ୟସମ୍ପନ୍ନ ଯାଉଁଳିପୋଖରୀ ମଠର ରୂପରେଖ। ଏହାର ଉନ୍ନତୀକରଣ ଲାଗି ଆରମ୍ଭ ହୋଇଛି ପ୍ରୟାସ। ଏ ନେଇ ରବିବାର ମଠାଧୀଶ ମହନ୍ତ ମୋହନଦାସଜୀ ମହାରାଜଙ୍କ…

6 years ago

ପୁରୁଣା ଘର ଫଟୋ ଉଠାଇ ବିଲ୍‌

ପରଜଙ୍ଗ, ୧୯।୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ…

6 years ago

ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ ମୁକୁଳା ଟ୍ରାନ୍ସଫର୍ମର

ଢେଙ୍କାନାଳ ଅଫିସ, ୧୯।୧ - ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି। ଘେରାବନ୍ଦୀ…

6 years ago

୨.୫ ଲକ୍ଷ ଟଙ୍କାର କାଠ ଜବତ

ଢେଙ୍କାନାଳ ଅଫିସ, ୧୮ା୧ - ଢେଙ୍କାନାଳ ସଦର ରେଞ୍ଜ୍‌ ତାଳବରକୋଟ ଗ୍ରାମ ନିକଟ ଶାମୁକାତଇଲା ଶାଳ ଜଙ୍ଗଲରେ କାଠମାଫିଆ ସକ୍ରିୟ ହୋଇଉଠିଛନ୍ତି। ବନ ବିଭାଗ ସ୍ଥାଣୁ ପାଲଟିଥିବାବେଳେ…

6 years ago

ବିଭାଗ ଉପରେ ବର୍ଷିଲେ ଚାଷୀ

ରାସୋଳ, ୧୮।୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ସାପୁଆ ଡ୍ୟାମ ନିକଟରେ ଶୁକ୍ରବାର ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ…

6 years ago