ପରଜଙ୍ଗ, ୧୯।୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ…
ଢେଙ୍କାନାଳ ଅଫିସ, ୧୯।୧ - ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି। ଘେରାବନ୍ଦୀ…
ଢେଙ୍କାନାଳ ଅଫିସ, ୧୮ା୧ - ଢେଙ୍କାନାଳ ସଦର ରେଞ୍ଜ୍ ତାଳବରକୋଟ ଗ୍ରାମ ନିକଟ ଶାମୁକାତଇଲା ଶାଳ ଜଙ୍ଗଲରେ କାଠମାଫିଆ ସକ୍ରିୟ ହୋଇଉଠିଛନ୍ତି। ବନ ବିଭାଗ ସ୍ଥାଣୁ ପାଲଟିଥିବାବେଳେ…
ରାସୋଳ, ୧୮।୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ସାପୁଆ ଡ୍ୟାମ ନିକଟରେ ଶୁକ୍ରବାର ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ…
ଢେଙ୍କାନାଳ ଅଫିସ, ୧୮।୧ - ଅସୁରକ୍ଷିତ ହାତୀବଂଶ। ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ। ଜଙ୍ଗଲ ତଳି ଅଞ୍ଚଳରେ ବିଦ୍ୟୁତ୍ ଫାଶ। ପାଦେ ପାଦେ ଜୀବନ ପ୍ରତି ବିପଦ…
ଢେଙ୍କାନାଳ ଅଫିସ, ୧୮।୧ - ବକେୟା ବିଦ୍ୟୁତ୍ ବିଲ୍ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ ପ୍ରତିକ୍ରିୟା…
ସାତମାଇଲ, ୧୫।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍ ତାର ନେଇଛି ଏକ ଦନ୍ତା ଜୀବନ। ସାତମାଇଲ ନିକଟ ଗୁରିଲୋ କାଜୁପଡ଼ିଆରୁ ବୁଧବାର ଉକ୍ତ ହାତୀର…
ହିନ୍ଦୋଳ, ୧୫।୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ସାତମାଇଲ ନିକଟସ୍ଥ ଗୁରିଲୋ କାଜୁ ପଡିଆରେ ବୁଧବାର ଏକ ଦନ୍ତାହାତୀର ମୃତଦେହ ଦେଖିବାକୁ ମିଳିଛି। ହାତୀଟିର ବୟସ ପ୍ରାୟ…
ଢେଙ୍କାନାଳ ଅଫିସ,୧୫।୧: ଢେଙ୍କାନାଳ ସହର ନିକଟସ୍ଥ ୫୫ନଂ ଜାତୀୟ ରାଜପଥର ପାଞ୍ଚକାହାଣିଆ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କା ଦେବାରୁ…
ଢେଙ୍କାନାଳ ଅଫିସ, ୧୫।୧-ପୂର୍ବରୁ ଚଳଚ୍ଚିତ୍ର ନିର୍ମାଣ ଯେତିକି କଷ୍ଟକର ଥିଲା ସେଥିକି କଷ୍ଟ ଥିଲା ତାହାର ପ୍ରଦର୍ଶନ ଏବଂ ସାଇତି ରଖିବା ପଦ୍ଧତି। ଧୀରେ ଧୀରେ ଟେକ୍ନୋଲୋଜିର…