ଢେଙ୍କାନାଳ

ଆର୍‌ଏମ୍‌ସି ପକ୍ଷରୁ କୃଷକ ବଜାର ଲୋକାର୍ପିତ: ‘ଚାଷୀଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୨୮ା୧୧:  ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ପକ୍ଷରୁ ବୁଧବାର ଅପରାହ୍ନ ୧ଟା ୪୫ରେ କୈବଲ୍ୟ ବଜାର ଗାୟତ୍ରୀ ମନ୍ଦିର ନିକଟରେ ନବନିର୍ମିତ କୃଷକ ବଜାର…

7 years ago

ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍‌ ଟନ

ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର…

7 years ago

ବ୍ୟାଙ୍କରୁ ଟଙ୍କା ଲୁଟ୍‌ ମାମଲା: ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଢେଙ୍କାନାଳ ଅଫିସ,୨୫ା୧୧-ଢେଙ୍କାନାଳ ସଦର ଥାନା ସିମିନଈସ୍ଥିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଶାଖାରୁ ୨୦୧୭ରେ ସଙ୍ଗଠିତ ଲୁଟ୍‌ ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌…

7 years ago

ବଧୂହତ୍ୟା ଅଭିଯୋଗ: ସ୍ବାମୀ ଅଟକ, ଶାଶୁ-ଶ୍ୱଶୁର ଫେରାର

ଭୁବନ,୨୫।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଡିହସାହିରେ ସୋମବାର ଯୌତୁକ ପାଇଁ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ନବବଧୂ ଜଣଙ୍କ ଭୁବନ ଥାନା ବାଳୁଆ (ବି)…

7 years ago

୧୦ ଏକ ଫସଲ ନଷ୍ଟ କଲେ ହାତୀପଲ

ବଇଣ୍ଡା,୨୪।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ବାମୁର ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ବିଶେଷ କରି ରେଢାଖୋଲ ବନାଞ୍ଚଳରୁ ୨୨ଟି ହାତୀ ଏହି ରେଞ୍ଜକୁ ପଳାଇ ଆସି…

7 years ago

୧୮ରୁ ଧାନକିଣା, ୩ରୁ ମିଳିବ ଟୋକନ

ଢେଙ୍କାନାଳ ଅଫିସ, ୨୪।୧୧ - ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ‘୫-ଟି’ ଏବଂ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର…

7 years ago

ବିନା ଅନୁମତିରେ ଖୋଳିଦେଲେ ରାସ୍ତା: କାମ ବନ୍ଦ କଲେ ଯନ୍ତ୍ରୀ

କାମାକ୍ଷାନଗର, ୨୩।୧୧(ଡି.ଏନ.ଏ.) କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଆଲୁଅଝରଣ ଗ୍ରାମ ନିକଟରେ ବିନା ଅନୁମତିରେ ମେଶିନ ସହାୟତାରେ ରାସ୍ତାଖୋଳାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ପୂର୍ତ୍ତ ବିଭାଗ…

7 years ago

କୂଅ ଚାରିପଟେ ସବୁଜ ବାଡ଼

ଢେଙ୍କାନାଳ ଅଫିସ, ୨୧।୧୧ - ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ମହୀଧରପୁର ମୁଣ୍ଡାଖମଣ ଅଞ୍ଚଳରେ ହାତୀ ଉପଦ୍ରବ ଚିନ୍ତାର ବିଷୟ ହୋଇଛି। ହାତୀଙ୍କ ସୁରକ୍ଷା…

7 years ago

ମାର୍ଚ୍ଚ ୧୪ରୁ ମହିମା ଜ୍ୟୋତିଯାତ୍ରା

ଢେଙ୍କାନାଳ ଅଫିସ, ୨୦।୧୧-ମହିମା ଧର୍ମର ମହାନ ବାର୍ତ୍ତା ପ୍ରଚାର କରିବାକୁ ଆସନ୍ତା ମାର୍ଚ୍ଚ ୧୪ରେ ମହିମା ଜ୍ୟୋତି ପରିକ୍ରମାରେ ବାହାରିବ। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକର ଗୁଣ୍ଡିଚାପଡ଼ା…

7 years ago

ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ ସୋମବାର…

7 years ago