କାମାକ୍ଷାନଗର, ୫।୧୧(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ଶାଳୁଆ ଛକ ନିକଟରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଦରବିଲି…
ଢେଙ୍କାନାଳ-ଯୋରନ୍ଦା ରାସ୍ତା ପାର୍ଶ୍ୱରେ ଏକ ଛୋଟିଆ ଗ୍ରାମରେ ରୁହନ୍ତି ମଣିଆ ଭୋଇ (୩୨)। ସ୍ତ୍ରୀ ମହରଗି ଏବଂ ୧୦ମ ପଢୁଆ ପୁଅ ମହେଶ୍ୱରଙ୍କୁ ନେଇ ତାଙ୍କ ପରିବାର।…
ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍ ଭଳି ଜଟିଳ…
ପରଜଙ୍ଗ, ୩।୧୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍ କରାଯାଇଥିବାରୁ ରକ୍ତସ୍ରାବ…
ଢେଙ୍କାନାଳ ଅଫିସ, ୨।୧୧ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ…
ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା…
କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ ନିର୍ବାହୀ…
ଢେଙ୍କାନାଳ ଅଫିସ, ୨।୧୧ ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ…
ପରଜଙ୍ଗ, ୧।୧୧(ଡି.ଏନ.ଏ.)-ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଁ ଲାଞ୍ଚ କାରବାର ହେଉଥିବା ହିତାଧିକାରୀମାନେ ଅଭିଯୋଗ ଆଣିଥିଲେ। ଗୁରୁବାର ଏପିଡି ସରିତା ଷଡ଼ଙ୍ଗୀ,…
କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି ଥିବା…