ପରଜଙ୍ଗ, ୧୨।୯(ଡି.ଏନ.ଏ.) - ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡ଼ୋଳ ଫରେଷ୍ଟ ସେକ୍ସନରେ ବୁଧବାର ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀ ଦାନ୍ତରେ ଭୁସିଦେବାରୁ ୨ଜଣ…
ଢେଙ୍କାନାଳ ଅଫିସ, ୧୨।୯ - ଲଘୁଚାପଜନିତ ଲଗାଣ ବର୍ଷାରେ ଢେଙ୍କାନାଳ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଟାଉନପ୍ଲାନିଂ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳବାସୀ…
ଢେଙ୍କାନାଳ ଅଫିସ, ୧୨।୯ - ଢେଙ୍କାନାଳରେ ୟୁରିଆ ସାରର ବ୍ୟାପକ ଅଭାବ ଦେଖାଦେଇଛି। ଜିଲାର ଅଧା ଚାଷୀ ସାର ପାଇନାହାନ୍ତି। ଧାନଚାଷ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଠିକଣା…
କାମାକ୍ଷାନଗର, ୧୧।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଅଞ୍ଚଳର ବୃଦ୍ଧା ସହଚରୀ ମହନ୍ତ ହତ୍ୟାକାଣ୍ଡ ମାମଲାର ରାୟ ବୁଧବାର କାମାକ୍ଷାନଗର ଅତିରିକ୍ତ ଜିଲା ଦୌରାଜଜ୍ (ଏଡିଜେ)ଙ୍କ…
ପରଜଙ୍ଗ,୧୧।୯(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଚାନ୍ଦପୁର ଗାଁରେ ବୁଧବାର ଦନ୍ତାହାତୀ ଆତଙ୍କ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଦୁଇଜଣ ଚାଷୀ…
ବଅଁରପାଳ, ୧୦।୯ (ଡି.ଏନ୍.ଏ) ଅନୁଗୋଳ ଜିଲା ନାଲ୍କୋ ନଗରରେ ପ୍ରସିଦ୍ଧ ବିଶ୍ୱକର୍ମା ପୂଜାରେ ଚଳିତ ବର୍ଷ ୨୩ଟି ମଣ୍ଡପରେ ବିରାଜମାନ ହେବେ ଦେବଶିଳ୍ପୀ। ପୂଜାକୁ ଆଡ଼ମ୍ବର ସହକାରେ…
ପରଜଙ୍ଗ,୧୦।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ ନାଇଟ୍…
ପରଜଙ୍ଗ, ୯।୯ (ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ରୋଡ୍ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଶନିବାର ଡଙ୍ଗାବୁଡ଼ି ଘଟଣାରେ ଜଣଙ୍କ ମୃତଦେହ ସୋମବାର…
ଢେଙ୍କାନାଳ ଅଫିସ, ୯।୯: ଢେଙ୍କାନାଳ ସହରରେ ୮ଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀଗଣେଶ ପୂଜା ଅନ୍ତିମ ଚରଣରେ ପହଞ୍ଚତ୍ଛି। ସୋମବାର ବିଦ୍ୟାଦାତାଙ୍କୁ ମେଲାଣି ଦେବେ ସହରବାସୀ। ଏଥି…
ଢେଙ୍କାନାଳ ଅଫିସ, ୯ା୯ : ଢେଙ୍କାନାଳର ବରିଷ୍ଠ ଆଇନଜୀବୀ ବିନୟାନନ୍ଦ ମହାପାତ୍ରଙ୍କ ରବିବାର ମୁକ୍ତାଦେଈପୁର ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ବର୍ଷ ହୋଇଥିଲା। ସେ କିଛିଦିନ ଧରି…