ଢେଙ୍କାନାଳ

ଗାୟତ୍ରୀ ଆଶ୍ରମ ଉଚ୍ଛେଦ ମାମଲା, ତ୍ରୁଟି ଧରିଲା ଜିଲା ପ୍ରଶାସନ: ଆକଳନ ୩.୯୦ ଲକ୍ଷ, ପ୍ରସ୍ତାବ ୧୮ ଲକ୍ଷ

ଢେଙ୍କାନାଳ ଅଫିସ, ୨୯।୮-  ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ହୋଇଥିବା ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ଲାଗି ଦିଆଯାଇଥିବା ପ୍ରସ୍ତାବରେ ସାଂଘାତିକ ତ୍ରୁଟି ହୋଇଛି। ଢେଙ୍କାନାଳ…

7 years ago

ଅଜଣା ରୋଗରେ ଚାଲିଗଲା ଦୃଷ୍ଟି, ଶ୍ରବଣଶକ୍ତି: ପ୍ରିୟବ୍ରତଙ୍କୁ ମିଳିଲା ସହାୟତା

ଢେଙ୍କାନାଳ ଅଫିସ, ୨୯।୮: ଦୁଃଖ ଆସେ ସାଙ୍ଗସାଥୀକୁ ନେଇ। ଏହାକୁ ମର୍ମେ ମର୍ମେ ଅନୁଭବ କରିଛନ୍ତି ଢେଙ୍କାନାଳର ପ୍ରିୟବ୍ରତ ସାମଲ (୨୪)। ସହରର ଏକ ଆପାର୍ଟମେଣ୍ଟରେ ସୁରକ୍ଷା…

7 years ago

କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ

ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍‌ ରାମକୃଷ୍ଣ ବେହେରା ଜଣେ। ପିଲାଟି…

7 years ago

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଫଳରେ…

7 years ago

ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍‌

ଢେଙ୍କାନାଳ ଅଫିସ, ୨୮।୮ - ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍‌ରେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍‌ରେ ନର୍ଦ୍ଦମା…

7 years ago

ଛାତ୍ରୀନିବାସରେ ପାଣି, ବିଦ୍ୟୁତ୍‌ ସେବା ଠପ୍‌: ଧାରଣାକୁ ଓହ୍ଲାଇଲେ ଅନ୍ତେବାସୀ

ଢେଙ୍କାନାଳ ଅଫିସ, ୨୮।୮-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉପାସନା ଛାତ୍ରୀ ନିବାସରେ ରହୁଥିବା ଅନ୍ତେବାସୀ ପାଣି, ବିଦ୍ୟୁତ୍‌ ସମସ୍ୟାରେ ଧନ୍ଦି ହେଉଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏହାର ସମାଧାନ…

7 years ago

ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା

ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍‌କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ…

7 years ago

୧୫ରୁ ଜାତୀୟ ଫୁଟବଲ ଟୁର୍ନାମେଣ୍ଟ

ଢେଙ୍କାନାଳ ଅଫିସ,୨୬ା୮- ଆସନ୍ତା ସେପ୍ଟେମ୍ବର ୧୫ ତାରିଖଠାରୁ ଢେଙ୍କାନାଳ ଷ୍ଟାଡିୟମଠାରେ ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏ ସଂକ୍ରାନ୍ତରେ ସୋମବାର ମଧ୍ୟାହ୍ନ ୧୨ଟାରେ ଢେଙ୍କାନାଳ ଜିଲା…

7 years ago

ରାସ୍ତାଘାଟରେ ହାତୀ, ଲୋକେ ଭୟଭୀତ

ପରଜଙ୍ଗ, ୨୬ା୮(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ହାତୀ ଉପଦ୍ରବରୁ ତ୍ରାହି ମିଳୁନି। ସୋମବାର ସକାଳେ ନରହନ୍ତା ଦନ୍ତା କନ୍ଦରସିଂହା ଗ୍ରାମରେ ପଶି ତାଣ୍ଡବ କରିଥିଲା। ଦନ୍ତାଟି…

7 years ago

ସଡ଼କ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୨୬।୮: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଣ୍ଟେଇକୋଳିଆ ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ…

7 years ago