ଢେଙ୍କାନାଳ

ସମସ୍ୟା ବୁଝିଲେ ଜେଏମ୍‌ଏଫ୍‌ସି: ଦଳିତ ସାହିରେ ଜଳିବ ବିଜୁଳି

ଭୁବନ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗଡ଼ନୃସିଂହପ୍ରସାଦ ଗ୍ରାମର ଦଳିତ ସାହିରେ ଖୁବ୍‌ଶୀଘ୍ର ଜଳିବ ବିଜୁଳି। ବିଦ୍ୟୁତ୍‌ ସଂଯୋଗରୁ ବଞ୍ଚତ୍ତ ୩୫ ଦଳିତ ପରିବାରର ଭାଗ୍ୟ ବଦଳିବ।…

7 years ago

ବାରଦୁଆର ହେଉଛନ୍ତି ବାବୁଲା

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଅନେକ ଯୋଜନା। ଏଥିପାଇଁ ସରକାରୀସ୍ତରରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ସ୍ବତନ୍ତ୍ର ଶିବିର, ସାମାଜିକ ସଶକ୍ତୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ…

7 years ago

ପଙ୍କଜିନୀ, ବିପିନଙ୍କୁ ଶ୍ରଦ୍ଧାଞ୍ଜଳି: ‘ଶୂନ୍ୟତା ଅନୁଭବ କରିବେ ଜିଲାବାସୀ’

ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ପ୍ରଶାସନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ବିଶିଷ୍ଟ କବୟିତ୍ରୀ ‘ହାସ୍ୟବିଦ୍ୟୁଷୀ’ ପଙ୍କଜିନୀ ଦାଶ ଏବଂ…

7 years ago

ପ୍ରତାପ ଭୂତିଆ ହତ୍ୟା ମାମଲା: ୪୮ ଘଣ୍ଟା ପରେ ପୋଲିସ ହାତ ଖାଲି

ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ କୁମାର…

7 years ago

ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୨୨।୮ - ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା କାମାକ୍ଷାନଗର…

7 years ago

ଅଧାବାଟରେ ଛାଡ଼ି ପଳାଇଲେ ପ୍ରେମିକ

ପରଜଙ୍ଗ, ୨୨।୮(ଡି.ଏନ.ଏ.) - ପ୍ରେମ ପ୍ରତାରଣାର ଶିକାର ହୋଇଥିବା ଜଣେ ବିବାହିତା ମହିଳା ସ୍ତ୍ରୀ ମାନ୍ୟତା ଦାବିରେ ତାଲା ଭାଙ୍ଗି ଅଭିଯୁକ୍ତ ପ୍ରେମିକଙ୍କ ଘରେ ପଶିବା ଢେଙ୍କାନାଳ…

7 years ago

ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ

କାମାକ୍ଷାନଗର, ୨୧।୮(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା…

7 years ago

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ତେଲକୋଇ/ପରଜଙ୍ଗ, ୨୧।୮(ଡି.ଏନ୍‌.ଏ.): ଢେଙ୍କାନାଳ-କେନ୍ଦୁଝର ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ନେଇଛି। ହାତୀ ଦୌରାତ୍ମ୍ୟରେ ଜଙ୍ଗଲତଳି ଅଞ୍ଚଳବାସୀ ସର୍ବାଧିକ ପ୍ରଭାବିତ ହେଉଛନ୍ତି। ସମ୍ପୃକ୍ତ ଅଞ୍ଚଳରେ…

7 years ago

ମୁକ୍ତିକାନ୍ତଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ…

7 years ago

ଧଳା ଜହର ଜାଲରେ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍‌ସୁଗାର କାରବାରର ସେଫ୍‌ଜୋନ୍‌। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା…

7 years ago