ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେରୁଆଁପାଳ-ତର୍କାବେଡା ଗ୍ରାମ ରାସ୍ତା ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଅଞ୍ଚଳବାସୀ ଗମନାଗମନରେ ନାହିଁ ନ ଥିବା ସମସ୍ୟା…
ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ ମଙ୍ଗଳବାର…
ପରଜଙ୍ଗ, ୨୦।୮(ଡି.ଏନ୍.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ମାତିଥିବା ଦନ୍ତା ଉତ୍ପାତ କମୁନାହିଁ। ସୋମବାର ଡମୋଳ ଗ୍ରାମରେ ଦନ୍ତା ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ…
ରାସୋଳ,୨୦ା୮(ଡି.ଏନ.ଏ.)କିଡ୍ନୀ ରୋଗରେ ପୀଡ଼ିତ ସ୍ବାମୀଙ୍କୁ ବଞ୍ଚାଇବାକୁ ଟଙ୍କା ଯୋଗାଡ଼ କରୁଥିବା ସ୍ତ୍ରୀକୁ ହାଣି ହତ୍ୟା କରିଛି ସ୍ବାମୀ। ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ସୋମବାର ଘଟିଛି…
ପରଜଙ୍ଗ,୨୦।୮(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ େଅଧୀନ ଡମୋଳ ଶନି ମନ୍ଦିର ନିକଟରେ ସୋମବାର ଏକ ଦନ୍ତା ହାତୀ ଆକ୍ରମଣରେ ଡମୋଳ ଗ୍ରାମର ଶାନ୍ତନୁ…
କାମାକ୍ଷାନଗର,୧୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ମାଣ୍ଡୁକୁରାଠାରେ ସୋମବାର ଅପରାହ୍ନରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩…
ପରଜଙ୍ଗ, ୧୯।୮(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କଡ଼ାସୋଡ଼ା ଗ୍ରାମରେ ‘ବସୁଧା’ ଯୋଜନାରେ ନିର୍ମିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଗତ ୧୫ଦିନ…
ଢେଙ୍କାନାଳ ଅଫିସ, ୧୯ା୮: ଢେଙ୍କାନାଳ-ବଣସିଂହ ପୂର୍ତ୍ତ ବିଭାଗ ରାସ୍ତାର ଖମାର ନିକଟରେ ପ୍ରବାହିତ ଧୋବଣିଗାଡ଼ିଆ ନାଳ ଉପରେ ନିର୍ମାଣାଧୀନ ପୋଲ ସଂଲଗ୍ନ ଡାଇଭର୍ସନ ରାସ୍ତା ଲଗାଣ ବର୍ଷାରେ ଧୋଇଯାଇଛି।…
ଢେଙ୍କାନାଳ ଅଫିସ, ୧୯।୮: ଆଉ ନାହାନ୍ତି ଓଡ଼ିଶାର ଖ୍ୟାତନାମା ‘ହାସ୍ୟବିଦ୍ୟୁଷୀ ପଙ୍କଜିନୀ ଦାସ’। ଢେଙ୍କାନାଳ ସହର କୁଞ୍ଜକାନ୍ତ ଉତ୍ତର ମଧୁବନସ୍ଥିତ ବାସ ଭବନରେ ରବିବାର ତାଙ୍କର ପରଲୋକ ହୋଇଯାଇଛି।…
ପରଜଙ୍ଗ, ୧୮।୮(ଡି.ଏନ୍.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି ମାତ୍ରାରେ…