ଢେଙ୍କାନାଳ

‘ଯୁବଗୋଷ୍ଠୀ ହେଉଛନ୍ତି ଆଶାର କିରଣ’

ସାତମାଇଲ, ୧୫।୮(ଡି.ଏନ୍‌.ଏ.)-ଭାରତର ସ୍ବାଧୀନତା ସଂଗ୍ରାମ ଲୁହଲହୁର ସମ୍ମେଳନ। ହଜାର ହଜାର ସଂଗ୍ରାମୀଙ୍କ ବଳିଦାନ ପରେ ଦେଶ ସ୍ବାଧୀନ ହୋଇଛି। ଏହା ଏକ ବିରାଟ ଉପଲବ୍ଧି। ଅଖଣ୍ଡ ଭାରତର…

7 years ago

ତ୍ରିରଙ୍ଗା ତଳେ ସଭିଏଁ ଏକାଠି

ପରଜଙ୍ଗ, ୧୫।୮( ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଆଡମ୍ବରପୂର୍ଣ୍ଣ ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ତ୍ରିରଙ୍ଗା ତଳେ ସମସ୍ତେ ଏକାଠି ହୋଇ…

7 years ago

ସବୁଠି ଉଡ଼ିଲା ତ୍ରିରଙ୍ଗା

ଭୁବନ, ୧୫।୮(ଡି.ଏନ.ଏ.)-ଭୁବନ ଅଞ୍ଚଳର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ…

7 years ago

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆନନ୍ଦପୁର ଗ୍ରାମର ଅମ୍ବୁଜ ମଳିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି…

7 years ago

କାପୁଡ଼ିଆ ସମାଜ ପାଳିଲା ରକ୍ଷାବନ୍ଧନ ଉତ୍ସବ: ଶୋଭାଯାତ୍ରାରେ ଦୁଲୁକିଲା ସହର

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ କାପୁଡ଼ିଆ ସମାଜ ପକ୍ଷରୁ ଗୁରୁବାର ଧୂମ୍‌ଧାମରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନର କୋଠଘରେ ଆରାଧ୍ୟ ଦେବତା ରାଧାକୃଷ୍ଣ…

7 years ago

‘ବ୍ୟକ୍ତିଗତ ସ୍ବାର୍ଥକୁ ଜଳାଞ୍ଜଳି ଦିଅ’

କାମାକ୍ଷାନଗର, ୧୫।୮(ଡି.ଏନ୍‌.ଏ.)-ଢେଙ୍କାନାଳ ହେଉଛି ସଂଗ୍ରାମୀଙ୍କ ମାଟି। ଜାତିକୁ ପରାଧୀନତାର ଶୃଙ୍ଖଳରୁ ମୁକ୍ତ କରିବାକୁ ଯାଇ ଜିଲାର ବହୁ ବୀର ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଛନ୍ତି। ଏବେ ଆମେ…

7 years ago

ଜିଲାସ୍ତରୀୟ ସ୍ବାଧୀନତା ଦିବସ: ‘ଓଡ଼ିଶା ବିକାଶର ଭୂଖଣ୍ଡ ପାଲଟିଛି’

ଢେଙ୍କାନାଳ ଅଫିସ, ୧୫।୮-ତୁଳନାତ୍ମକ ଦୃଷ୍ଟିକୋଣରୁ ଓଡ଼ିଶା ଏବେ ବିକାଶର ଭୂଖଣ୍ଡ ପାଲଟିଛି। ୨୦୦୦ରେ ୫ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗୃହୀତ ହୋଇଥିଲା। ଚଳିତ ବର୍ଷ ଏହା ୬୫ଲକ୍ଷ…

7 years ago

ଚାରା ଲାଗାଇ ପାଳିଲେ ଜାତୀୟ ଦିବସ

ରାସୋଳ, ୧୫।୮(ଡି.ଏନ୍‌.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍‌ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର…

7 years ago

ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା…

7 years ago

ଖୁସି ଆଣିଲା ଲଘୁଚାପ ବର୍ଷା

ଢେଙ୍କାନାଳ ଅଫିସ, ୧୫।୮: ଢେଙ୍କାନାଳ ଜିଲାର ଚାଷୀଙ୍କୁ ସୁହାଇଛି ଲଘୁଚାପଜନିତ ବର୍ଷା। ଫଳରେ ଜୁଲାଇରେ ଧିମେଇଥିବା ଖରିଫ୍‌ ଚାଷ କାର୍ଯ୍ୟ ଜୋର୍‌ ଧରିଛି। ତଥାପି ଅଗଷ୍ଟ ୧୩ ସୁଦ୍ଧା…

7 years ago