ଢେଙ୍କାନାଳ

କାନପୁରା ହାଇସ୍କୁଲରେ ‘ଅଟଳ ଟିଙ୍କରିଙ୍ଗ’ ଲ୍ୟାବ୍‌ ଉଦ୍‌ଘାଟିତ:ପିଲାଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା ପ୍ରଶିକ୍ଷଣ

କାମାକ୍ଷାନଗର, ୯।୭(ଡି.ଏନ୍‌.ଏ.) ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ ଲକ୍ଷ୍ୟରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରସ୍ଥିତ ପଞ୍ଚାୟତିରାଜ ହାଇସ୍କୁଲରେ ସୋମବାର ଉଦ୍‌ଘାଟିତ ହୋଇଛି ‘ଅଟଳ…

7 years ago

ବାଇଗିଣିଆରେ ହାତୀ ଉପଦ୍ରବ: ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୮।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ…

7 years ago

ବମ୍ବେ ପୋଲିସ ଦ୍ୱାରା ନାବାଳିକା ଉଦ୍ଧାର ମାମଲା; ସମ୍ପର୍କୀୟଙ୍କ ସମେତ ୩ ଗିରଫ

ଢେଙ୍କାନାଳ ଅଫିସ, ୮ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ବର୍ଷର ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରି ଗତ ୨୭ ତାରିଖ ଦିନ ଢେଙ୍କାନାଳ ଆଣି…

7 years ago

ରାଜ୍ୟସ୍ତରୀୟ କବିତା ଆବୃତ୍ତି, ଆଦିକ୍‌ ତୃତୀୟ

ଢେଙ୍କାନାଳ ଅଫିସ,୭ା୭- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ…

7 years ago

ଗଁଦିଆରୁ ଆରମ୍ଭ ହେଲା ଗ୍ରୀନ କରିଡର

ଢେଙ୍କାନାଳ ଅଫିସ, ୭।୭ - ହାତୀ ଉପଦ୍ରୁତ ଢେଙ୍କାନାଳରେ ହସ୍ତୀଙ୍କୁ ସୁରକ୍ଷା ଦେବାକୁ ଆରମ୍ଭ ହୋଇଛି ‘ଗ୍ରୀନ କରିଡ଼ର’। ୭୦ତମ ବନ ମହୋତ୍ସବ ଅବସରରେ ଶନିବାର ଗଁଦିଆ…

7 years ago

କେଏସ୍‌ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’

ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ ରାଜପଥ…

7 years ago

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ - ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ ସାଜିଛି…

7 years ago

ଢେଙ୍କାନାଳରେ ହିମାଚଳ ପ୍ରଦେଶ ଅଧିକାରୀ: ଛତୁ ଫାର୍ମ ବୁଲିଲେ, ଚାଷୀଙ୍କୁ ଉତ୍ସାହିତ କଲେ

ଢେଙ୍କାନାଳ ଅଫିସ, ୬ା୭ - ହିମାଚଳ ପ୍ରଦେଶ ସୋଲାନ ଛତୁ ଗବେଷଣା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ବେଦ ପ୍ରକାଶ ଶର୍ମା ଶୁକ୍ରବାର ଢେଙ୍କାନାଳ ଜିଲାରେ ଛତୁ ଚାଷ…

7 years ago

ବଣସିଂହରେ ଗଡ଼ିଲା ପ୍ରଥମ ରଥ

ଢେଙ୍କାନାଳ ଅଫିସ, ୫।୭-ଢେଙ୍କାନାଳ ସଦର ବ୍ଲକ ବଣସିଂହରେ ଚଳିତବର୍ଷ ପ୍ରଥମ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ରଥରେ ମହାପ୍ରଭୁ ଜଗନ୍ନାଥ, ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ଼ଭାଇ…

7 years ago

କାର୍ଯ୍ୟରେ ଅବହେଳା କରି ଶିକ୍ଷକ ନିଲମ୍ବିତ

କାମାକ୍ଷାନଗର,୫।୭(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଗୋଡ଼ିସାହି ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାସ ଶୁକ୍ରବାର ନିଲମ୍ବିତ ହୋଇଛନ୍ତି। ବିଇଓ…

7 years ago