ଢେଙ୍କାନାଳ ଅଫିସ,୧୮।୭-ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏଥିସହ ବିଦ୍ୟୁତ୍ ସରବରାହରେ ବିଭ୍ରାଟ ଦେଖାଦେଇଛି। ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ…
ପରଜଙ୍ଗ,୧୭।୭(ଡି.ଏନ୍.ଏ): ଢ଼େଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ପରଜଙ୍ଗ ବଜାରରୁ ଭାଲୁମୁଣ୍ଡା ଆଡ଼କୁ ଯାଉଥିବା ହାଇୱା ଥାନା ସମ୍ମୁଖରେ…
ଭୁବନ, ୧୮।୭ - ଯୋଜନାହୀନ ଭାବେ ଜଙ୍ଗଲିଆ ପରିବେଶରେ ନିର୍ମାଣ କରି ଦିଆଗଲା ଛାତ୍ରାବାସ। ହେଲେ ଜନବସତିଠାରୁ ଦୂରରେ ତିଆରି ହୋଇଥିବା ହଷ୍ଟେଲ କ୍ୟାମ୍ପସରେ ପିଲାମାନେ ନିଜକୁ…
ଢେଙ୍କାନାଳ ଅଫିସ, ୧୮।୭ - ଢେଙ୍କାନାଳ ସହରରେ ବୁଲା ଷଣ୍ଢଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପ୍ରମୁଖ ବଜାର, ଜନଗହଳିପୂର୍ଣ୍ଣ ରାସ୍ତା ଗୋରୁଙ୍କ କବ୍ଜାରେ ରହୁଛି। ବାରମ୍ବାର ଅଭିଯୋଗ…
ଢେଙ୍କାନାଳ ଅଫିସ,୧୭।୭: ଢେଙ୍କାନାଳ ଜିଲାର ବିଭିନ୍ନ ଥାନା, ଫାଣ୍ଡିରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କୁ ୪ ମାସ ହେଲା ଦରମା ମିଳିନାହିଁ। ଆର୍ଥିକ ଅନଟନ ମଧ୍ୟରେ ସେମାନେ ଦୁର୍ଦ୍ଦିନରେ କାଳାତିପାତ…
ପରଜଙ୍ଗ,୧୭।୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ବୁଧବାର ଭୋରରେ ଏକ ପରିବା ବୋଝେଇ ଅଟୋ ଗଛରେ…
ଢେଙ୍କାନାଳ ଅଫିସ,୧୭।୭-ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ପରୀକ୍ଷାରେ ଭଲ ଫଳାଫଳ ହାସଲ କରିବା ଲକ୍ଷ୍ୟରେ ନୀତି ଆୟୋଗ ପକ୍ଷରୁ ଷ୍ଟାର୍ସ (ଷ୍ଟ୍ରେଙ୍ଗଦେନିଂ ଟିଚିଙ୍ଗ୍-ଲର୍ନିଂ ଆଣ୍ଡ୍ ରେଜଲ୍ଟ…
ରାସୋଳ, ୧୭।୭(ଡି.ଏନ୍.ଏ.) - ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଅସୁରକ୍ଷିତ ହୋଇପଡ଼ିଛନ୍ତି ହାତୀ। ବିଭିନ୍ନ କାରଣରୁ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର…
ଢେଙ୍କାନାଳ ଅଫିସ,୧୭ା୭-ଢେଙ୍କାନାଳ ସଦର ବ୍ଲକ ରଣପଶି ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମିତ ରେଲୱେ ଓଭରବ୍ରିଜରେ ଫାଟ ସୃଷ୍ଟି ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ…
କାମାକ୍ଷାନଗର, ୧୬।୭(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ତଣ୍ଡିମୁଣ୍ଡା ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରାଇ ବାଟଗାଁ ଏସ୍ବିଆଇ ଗ୍ରାହକ ସେବା…