ଢେଙ୍କାନାଳ

ମାର୍ଥାପୁର ହାଇସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାର

ଢେଙ୍କାନାଳ ଅଫିସ, ୯।୬ - ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଡାଳସିଙ୍ଗା ମାର୍ଥାପୁର ହାଇସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ରାଜ୍ୟସ୍ତରୀୟ…

7 years ago

ଯୁବକଙ୍କୁ ଗଳାକାଟି ହତ୍ୟା

କାମାକ୍ଷାନଗର, ୯।୬(ଡି.ଏନ.ଏ.) - ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ା ଥାନା ପଥରକଟା ଗ୍ରାମର ସର୍ବେଶ୍ୱର ମହନ୍ତ (୨୯)ଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ବାଲିକୁମା ସନ୍ଦା ଜଙ୍ଗଲରୁ ଶନିବାର…

7 years ago

କାମାକ୍ଷାନଗର କୃଷି ଜିଲାରେ କର୍ମଚାରୀ ମରୁଡ଼ି : ବିନା ମୁରବିରେ ଚାଲିଛି

କାମାକ୍ଷାନଗର, ୯।୬ - ଶୁଭିଲାଣି ମୌସୁମୀର ପଦଧ୍ୱନି। ଅଖିମୁଠି ଅନୁକୂଳ କରି ବର୍ଷାକୁ ଅନାଇ ରହିଛନ୍ତି ଚାଷୀ। ଏଥର ସ୍ବାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ…

7 years ago

ବସ୍‌ଷ୍ଟାଣ୍ଡ ପରିସ୍ରାଗାର, ଶୌଚାଳୟ ଅବହେଳିତ : ଦୁର୍ଗନ୍ଧରେ ନାକ ଫାଟୁଛି

ଢେଙ୍କାନାଳ ଅଫିସ, ୯।୬ - ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ନିର୍ମିତ ଶୌଚାଳୟ ଏବଂ ପରିସ୍ରାଗାର ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ…

7 years ago

ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ…

7 years ago

ଅନୁମତି ନ ଥାଇ ତିଆରି କରିଥିଲା ଓଏସ୍‌ଆର୍‌ଟିସି : ଭଙ୍ଗାଗଲା ବେଆଇନ ପାଚେରି

ଢେଙ୍କାନାଳ ଅଫିସ, ୮।୬- ଢେଙ୍କାନାଳ ମହିଷାପାଟ ପଡ଼ିଆରେ ପ୍ରସ୍ତାବିତ ନୂତନ ବସଷ୍ଟାଣ୍ଡ ଜମିରେ ରେକର୍ଡ ନ ଥାଇ ଓଏସ୍‌ଆର୍‌ଟିସି ପକ୍ଷରୁ ନିର୍ମିତ ପାଚେରିକୁ ଶୁକ୍ରବାର ଜିଲା ପ୍ରଶାସନ…

7 years ago

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଲୋଡ଼ାଗଲା ଏସ୍‌ଏଚ୍‌ଜି ସହାୟତା

ଭୁବନ, ୮।୬(ଡି.ଏନ୍‌.ଏ.)  ‘ସ୍ବଚ୍ଛ ଓଡ଼ିଶା, ସୁସ୍ଥ ଓଡ଼ିଶା’ ଗଠନ ଉଦ୍ଦେଶ୍ୟ ନେଇ ଶୁକ୍ରବାର ଭୁବନ ଏନ୍‌ଏସି ପକ୍ଷରୁ ସ୍ଥାନୀୟ ବାଜି ରାଉତ କଲ୍ୟାଣ ମଣ୍ଡପରେ ବର୍ଜ୍ୟବସ୍ତୁ ପରିଚାଳନା…

7 years ago

ବନ ବିଭାଗକୁ ଦନ୍ତା ଚିନ୍ତା : ଅଧିକ ହିଂସ୍ର ହେଉଛି

ଢେଙ୍କାନାଳ ଅଫିସ, ୮ା୬ - ଢେଙ୍କାନାଳ-ଅନୁଗୋଳ ଜିଲା ସୀମାନ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତା ଅଧିକ ହିଂସ୍ର ହେବାରେ ଲାଗିଛି। ତାଳଚେରରେ ୫ଜଣଙ୍କୁ ଦଳି…

7 years ago

କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’

ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ ସ୍ବତନ୍ତ୍ର…

7 years ago

ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ…

7 years ago