ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର…
ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଅଧୀନରେ ଥିବା କିଶୋରଗଞ୍ଜ ଉପ ଡାକଘର ବର୍ତ୍ତମାନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଫଳରେ ଲୋକେ ଠିକ୍ ଭାବେ…
କାମାକ୍ଷାନଗର, ୨।୬- ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ବେଆଇନ ଗୁଟ୍ଖା ଏବଂ ତମାଖୁ ବ୍ୟବସାୟ ବଢ଼ିବାରେ ଲାଗିଛି। ଆଇନଗତ କଟକଣା ସତ୍ତ୍ୱେ ଏହାକୁ ଦେଖିବାକୁ କେହିନାହିଁ।…
ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ ଆରମ୍ଭ…
ଢେଙ୍କାନାଳ ଅଫିସ,୧।୬-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ ଗଁଦେଇ ଗ୍ରାମରେ ଶନିବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ…
ଭୁବନ, ୩୧।୫(ଡି.ଏନ.ଏ.)-ଭୁବନ ଶିକ୍ଷକ ସଂଘ ପକ୍ଷରୁ ଫନୀ ବାତ୍ୟା ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍ ଜିଲାପାଳଙ୍କ ଜରିଆରେ ରାଜ୍ୟ…
ଢେଙ୍କାନାଳ ଅଫିସ, ୩୧ା୫- ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍ଭାବନା…
ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର ମାଡ଼ି…
ଢେଙ୍କାନାଳ ଅଫିସ,୨୮ା୫ ଢେଙ୍କାନାଳ ସହରସ୍ଥିତ ଦକ୍ଷିଣକାଳୀ ରୋଡରେ ନିର୍ମିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନି ଚିକିତ୍ସାଳୟରୁ ନିକଟରୁ…
ଢେଙ୍କାନାଳ ଅଫିସ/ପରଜଙ୍ଗ(ଡି.ଏନ.ଏ.), ୨୫।୫- ସାଧାରଣ ନିର୍ବାଚନରେ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି କଂଗ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଓ୍ବା ଆଗରେ ଫେଲ୍ ମାରିଛି ବିପକ୍ଷ ଦଳର ସବୁ…