ଢେଙ୍କାନାଳ,୨୫।୩: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମଙ୍ଗଳବାର ଚିକିତ୍ସା ପାଇଁ ଆସିଥିବା ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଚିକିତ୍ସା ପାଇଁ ୪…
ଭୁବନ,୨୨ା୩(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ଏକ ବେଆଇନ ଶାଳ କାଠ ସହିତ ପିକ୍ଅପ୍ ଗାଡ଼ି ଜବତ କରାଯାଇଛି। ପିକ୍ଅପ୍ ଗାଡ଼ିଟି…
ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍ସି ଫଣ୍ଡ୍ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି ପରଜଙ୍ଗ…
ପରଜଙ୍ଗ,୨୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବଡ଼କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଜାମୁନାଳି ଗାଁ ନିକଟରେ ବିଦ୍ୟୁତ୍ ସମସ୍ୟାକୁ ନେଇ ଗୁରୁବାର ସକାଳୁ ରାସ୍ତାରୋକୋ କରିଥିଲେ…
ଢେଙ୍କାନାଳ,୧୫ା୩(ରତନ ନାୟାର): ଢେଙ୍କାନାଳ ସହରରେ ଶନିବାର ରଙ୍ଗର ପର୍ବ ହୋଲି ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହରସ୍ଥିତ ଗୋପବନ୍ଧୁ…
ଢେଙ୍କାନାଳ,୧୫ା୩(ରତନ ନାୟାର): ଆମ୍ବ ପରେ ଢେଙ୍କାନାଳର ଅମୃତଭଣ୍ଡାର ଚାହିଦା ବିଦେଶରେ ବଢ଼ିବାରେ ଲାଗିଛି। ଏହାର ସୁସ୍ବାଦକୁ ନେଇ ବିଦେଶରେ ଲୋକମାନେ ଏହି ଅମୃତଭଣ୍ଡା ପ୍ରତି ଅଧିକ ଆଗ୍ରହ…
ଢେଙ୍କାନାଳ,୧୫।୩(ରତନ ନାୟାର): ଢେଙ୍କାନାଳ ସହର ମହିଷାପାଟ ଛକ ନିକଟସ୍ଥ ଇଡକୋ ଟାୱାର ସମ୍ମୁଖସ୍ଥିତ ୫୫ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଲି ବୋଝେଇ…
ଢେଙ୍କାନାଳ,୧୪ା୩(ରତନ ନାୟାର): ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କ ଅକସ୍ମାତ…
ଢେଙ୍କାନାଳ,୩ା୩(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଁଳାବେରଣି ଜାମୁଝରି ନିକଟସ୍ଥ ଏକ ବିଲରେ ଦନ୍ତାହାତୀ ଜିମିର ମୃତଦେହ ସୋମବାର ସକାଳେ ବନ ବିଭାଗ ଉଦ୍ଧାର କରିଛି।…
ଭୁବନ ୨୬।୦୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନର ବୁେଶ୍ୱେର ଶୈପିଠରେ ମହାଶିରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି । ନିତି ର୍ନିଘଣ୍ଟ ଅନୁଯାୟୀ…