ଢେଙ୍କାନାଳ

୧ ଲକ୍ଷ ୯୦ ହଜାର ଟଙ୍କାର ଜାଲ୍‌ନୋଟ ଜବତ: ବନ୍ଧା ହେଲେ ଯୁବକ

ଢେଙ୍କାନାଳ ଅଫିସ,୧୭।୧୨: ଢେଙ୍କାନାଳ ସଦର ଥାନା ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ଜାଲ୍‌ନୋଟ ପୋଲିସ ଜବତ କରିଛି। ସଦର ଥାନା ଅଧୀନ ଭାପୁର ରଥପଦା ଅଞ୍ଚଳରେ ପୋଲିସର ଏସ୍‌ଟିଏଫ୍‌…

3 years ago

୨୪ ଘଣ୍ଟା ବିତିଲା, ମିଳୁନାହିଁ ସୁରାକ

ଭୁବନ, ୧୭।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ନୀଳକଣ୍ଠପୁର ଗ୍ରାମ ନିକଟ ସାଇ ନର୍ସରି ମାଲିକ ଅଲେଖ ଚନ୍ଦ୍ର ସେନାପତି (୪୩) ହତ୍ୟାକାଣ୍ଡକୁ ୨୪ ଘଣ୍ଟା ବିତିଯାଇଥିବାବେଳେ…

3 years ago

ପ୍ରାର୍ଥନା ସଭାରେ ଟଳିପଡ଼ିଲେ ଛାତ୍ର

ଢେଙ୍କାନାଳ ଅଫିସ, ୧୭ା୧୨: ଢେଙ୍କାନାଳ ସହର ଉପକଣ୍ଠ ବୋରାପଦାସ୍ଥିତ ସରକାରୀ ଆଇଟିଆଇ କଲେଜ କ୍ୟାମ୍ପସ୍‌ରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ପ୍ରାର୍ଥନା ସଭା ଚାଲିଥିବାବେଳେ ଇଲେକ୍ଟ୍ରିକାଲ ବ୍ରାଞ୍ଚ୍‌ର…

3 years ago

ଟ୍ରାକ୍ଟର ମିଳୁନି, ବାଡ଼ିଆପିଟା ସ୍ଥିତି; ଅମଳ ଚିନ୍ତାରେ ଚାଷୀକୁଳ

ରାସୋଳ, ୧୫।୧୨(ଡି.ଏନ୍‌.ଏ.): ବିଲରେ କଟାହୋଇ ପଡ଼ିଛି ଧାନ। ୧୦-୧୫ଦିନ ଭିତରେ ଅମଳ ସରନ୍ତା। ଘରକୁ ବୁହା ହୋଇଆସନ୍ତା ସୁନାର ଫସଲ। ମିଳନ୍ତା ବର୍ଷକର ଝାଳବୁହା ପରିଶ୍ରମର ମୂଲ୍ୟ।…

3 years ago

କୁଷ୍ଠ ଆକ୍ରାନ୍ତଙ୍କୁ ମିଳିଲାନି କାନ୍ଧ

କାମାକ୍ଷାନଗର, ୧୫।୧୨(ଡି.ଏନ୍‌.ଏ.): କୁଷ୍ଠ ଆକ୍ରାନ୍ତ ବୋଲି ପର କରିଦେଲା ପରିବାର। ଛଟପଟ ହୋଇ ଜୀବନ ଚାଲିଗଲା ସିନା କେହି ଆହା କଲେନି। କେବଳ ଏତିକି ନୁହେଁ, ମରିବା…

3 years ago

ଲୋକପ୍ରିୟ ହେବ ହକି ବିଶ୍ୱକପ୍‌

ଢେଙ୍କାନାଳ ଅଫିସ, ୧୪।୧୨: ହକି ବିଶ୍ୱକପ୍‌କୁ ଲୋକପ୍ରିୟ କରାଇବା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ଢେଙ୍କାନାଳ ଜିଲା ପ୍ରଶାସନ। କ୍ରୀଡ଼ାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଜାନୁୟାରୀ ୨୭ରୁ…

3 years ago

ପରିବା ମାର୍କେଟ ପରିବେଶ ଅସ୍ବାସ୍ଥ୍ୟକର

ଢେଙ୍କାନାଳ ଅଫିସ,୧୩ା୧୨: ଢେଙ୍କାନାଳ ସହର ରଥଗଡା ପରିବା ମାର୍କେଟ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ରହିଛି। ଏହି ସମସ୍ୟାର ସମାଧାନ କରିବା ପାଇଁ ସୋମବାର ଏଏପି ପକ୍ଷରୁ ଜିଲା…

3 years ago

ରାସୋଳ ଅଞ୍ଚଳରେ ୧୦୦ ହାତୀ

ରାସୋଳ, ୧୨।୧୨(ଡି.ଏନ୍‌.ଏ.): ଫସଲ ଅମଳ ସମୟରେ ମାତିଛନ୍ତି ହାତୀ। ବର୍ଷସାରା ହାଡ଼ଭଙ୍ଗା ପରିଶ୍ରମ କରିଥିବା ଚାଷୀ ଘରକୁ ଧାନ ଆଣିବାକୁ ଆଶା ବାନ୍ଧି ବସିଥିବାବେଳେ ମାତ୍ର କେଇ…

3 years ago

୯ ବର୍ଷ ପରେ ଖୋଲିଲା ରହସ୍ୟ

ଢେଙ୍କାନାଳ ଅଫିସ, ୧୨।୧୨: ଢେଙ୍କାନାଳ ପୌରାଞ୍ଚଳ ଭଗବାନପୁର ଅଞ୍ଚଳର ଦୋଳଗୋବିନ୍ଦ ବେହେରା ହତ୍ୟାକାଣ୍ଡ ମାମଲାର ରହସ୍ୟ ଦୀର୍ଘ ୯ ବର୍ଷ ପରେ ଉନ୍ମୋଚିତ ହୋଇଛି। ଛେଳିଚୋରି ରୋକିବାକୁ…

3 years ago

ଡିଏଫ୍‌ଓଙ୍କୁ ପଥର ମାଫିଆଙ୍କ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଅଫିସ,୧୧ା୧୨: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରମଟାଙ୍ଗର ଗ୍ରାମରେ ନିକଟରେ ଶନିବାର ବିଳମ୍ବିତ ରାତିରେ ପଥର ମାଫିଆମାନେ ଜିଲା ବନଖଣ୍ଡ ଅଧିକାରୀ ତଥା…

3 years ago