ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଜିଲାରେ ଥିବା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ମଙ୍ଗଳବାର ରାଜ୍ୟ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଗାଦି ମନ୍ଦିର ତୃତୀୟ…
ପରଜଙ୍ଗ, ୨୩।୧୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ…
ଢେଙ୍କାନାଳ ଅଫିସ, ୨୩।୧୧: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିର ବିବାଦୀୟ ତୃତୀୟ ବେଢ଼ାରୁ ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ସରିଛି।…
ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା ଅଞ୍ଚଳବାସୀ…
ଢେଙ୍କାନାଳ ଅଫିସ, ୨୧ା୧୧: ଭୁବନେଶ୍ୱର ଜୟଦେବ ବିହାର ଛକ-କଳିଙ୍ଗ ଷ୍ଟାଡିୟମ୍ ରାସ୍ତାକୁ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି…
ଭୁବନ, ୧୯।୧୧(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ପରେ ଲୋକାଦୃତି ହାସଲ କରିଛି ହକି, ଫୁଟ୍ବଲ ଭଳି ଲୋକପ୍ରିୟ କ୍ରୀଡ଼ା। ପୁରୁଷଙ୍କ ଭଳି ମହିଳାମାନେ ମଧ୍ୟ ଆଉଟ୍ଡୋର ଗେମ୍ରେ…
ସାତମାଇଲ, ୨୦।୧୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡରେ ହାତୀ-ମଣିଷ ସଂଘର୍ଷରେ ଲାଗୁନାହିଁ ଅଙ୍କୁଶ। ଶୌଚ ହେବାକୁ ଯାଇଥିବାବେଳେ ହିଂସ୍ର ଦନ୍ତା କଚାଡ଼ି ଦେବାରୁ ନୂଆବଗ ପଞ୍ଚାୟତ ସରାସିଂହ…
ଢେଙ୍କାନାଳ ଅଫିସ,୧୯।୧୧: ଦାବି, ପ୍ରତିବାଦ, ଆନ୍ଦୋଳନ, ବନ୍ଦ ଡାକରା ସତ୍ତ୍ୱେ କୌଣସି ଫରକ ପଡୁନି। ଜନଅସନ୍ତୋଷ ଏଡ଼ାଇବାକୁ କେବଳ ପ୍ରତିଶ୍ରୁତି ଦେଇ ଚୁପ୍ ବସିପଡୁଛନ୍ତି ସମସ୍ତେ। ଫଳରେ…
ଢେଙ୍କାନାଳ ଅଫିସ, ୧୯।୧୧: ଉଚ୍ଚଶିକ୍ଷା ପାଇଁ ରହିଛି ଯଥେଷ୍ଟ ଆଗ୍ରହ। ହେଲେ ଏଥିରେ ବାଧକ ସାଜିଛି ଅର୍ଥ। ଦିନ ମଜୁରିଆ ବାପାଙ୍କ ରୋଜଗାରରେ ଘର ଚଳାଇବା ନିଅଣ୍ଟ…
ପରଜଙ୍ଗ, ୧୯।୧୧(ଡି.ଏନ୍.ଏ.): ସରପଞ୍ଚଙ୍କ ୨ ଭାଇ, ଭାଉଜ, ଶ୍ୱଶୁର, ଶାଳୀ ସମସ୍ତେ ମିଶି କରୁଛନ୍ତି ମାଟି କାମ। ଏ ବାବଦକୁ ସେମାନେ ସରକାରଙ୍କଠାରୁ ମଜୁରି ମଧ୍ୟ ନେଇଛନ୍ତି।…