ଢେଙ୍କାନାଳ ଅଫିସ,୨୧।୯: ଢେଙ୍କାନାଳ ଜିଲା ସଦର ଥାନା କଙ୍କଡାହାଡ ଗ୍ରାମ ଛକରେ ବୁଧବାର ସକାଳେ ଏକ ଗୋରୁ ବୋଝେଇ ପିକ୍ଅଫ ଭ୍ୟାନ୍ ଜବତ କରାଯାଇଛି। ଭ୍ୟାନ୍ରେ ୨୦…
ଭୁବନ, ୧୯।୯(ଡି.ଏନ୍.ଏ.):ମଣିଷ-ଭାରବାହୀ ପ୍ରାଣୀଙ୍କ ମଧ୍ୟରେ ରହିଥିବା ମଧୁର ସମ୍ପର୍କର ପ୍ରତିଫଳନ ଐତିହାସିକ ବଳଦଯାତ୍ରା। ବାଣିଜ୍ୟ ପରମ୍ପରାକୁ ନେଇ ପିଢ଼ି ପରେ ପିଢ଼ି ଶାରଦୀୟ ଦୁର୍ଗାପୂଜାରେ ଆୟୋଜିତ ହୋଇଆସୁଛି…
ଢେଙ୍କାନାଳ ଅଫିସ, ୧୮।୯: ସ୍ମାର୍ଟ ହେବ ପାଠାଗାର। କମ୍ପ୍ୟୁଟର, ସ୍କାନର, ଫର୍ନିଚରଠାରୁ ଆରମ୍ଭ କରି ପାନୀୟଜଳ, ଅଗ୍ନି ନିରାପତ୍ତା ଯାଏ ସମସ୍ତ ବ୍ୟବସ୍ଥା ରହିବ ଏଠାରେ। ଏକ ସକାରାତ୍ମକ…
କାମାକ୍ଷାନଗର, ୧୮।୯(ଡି.ଏନ୍.ଏ.): ମଦ ବ୍ୟବସାୟୀ ଏବଂ ପୋଲିସ ମଧ୍ୟରେ ଛକାପଞ୍ଝା ବେଳେ ଘଟିଛି ଅଘଟଣ। ପୋଲିସକୁ ଚକ୍ମା ଦେଇ ଦ୍ରୁତଗତିରେ ଫେରାର ହୋଇଯିବାକୁ ଉଦ୍ୟମ କରୁଥିବା ଏକ ଚୋରା…
ଢେଙ୍କାନାଳ ଅଫିସ, ୧୭।୯: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଗୁରୁବାର ଶିକ୍ଷା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ…
ପରଜଙ୍ଗ, ୧୭।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ରେ ପଢୁଥିବା ଜଣେ ବି-ଟେକ୍ ଶେଷବର୍ଷ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେ…
ଢେଙ୍କାନାଳ ଅଫିସ, ୧୭ା୯: ଢେଙ୍କାନାଳ ସଦର ଥାନା ଅଧୀନ ଇନ୍ଦିପୁରସ୍ଥିତ ନଟାପୋଖରୀରୁ ଶୁକ୍ରବାର ୩ ଅପରିପକ୍ୱ ନବଜାତକଙ୍କ ମୃତଦେହ ଠାବ କରାଯାଇଛି। କୌଣସି ଘରୋଇ କ୍ଲିନିକ୍ରେ ଗର୍ଭପାତ…
ଢେଙ୍କାନାଳ ଅଫିସ,୧୬ା୯: ଢେଙ୍କାନାଳ ଜିଲା ଓ ଡାପଢ଼ା ବ୍ଲକ ସଦର ଥାନା ଇନ୍ଦିପୁର କଟା ପୋଖରୀରେ ୩ ନବଜାତ ଶିଶୁଙ୍କ ମୃତଦେହ ଠାବ କରାଯାଇଛି। ୩ ନବଜାତକ…
ଢେଙ୍କାନାଳ ଅଫିସ,୧୬।୯: ଅଲ ଓଡ଼ଶା ଇପିଏଫ୍ ପେନସନର୍ସ ଆସୋସିଏଶନ ଢେଙ୍କାନାଳ ଜିଲା ଶାଖାର କାର୍ଯ୍ୟକାରିଣୀ ବୈଠକ ସଭାପତି ଜ୍ୟୋତିରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଇପିଏଫ୍ ପେନ୍ସନର୍ସଙ୍କୁ…
ଢେଙ୍କାନାଳ ଅଫିସ,୧୬।୯: କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ପୀଠରେ ଗୁରୁବାର ଚରମ ବିଭ୍ରାଟ ଦେଖାଦେଇଛି। ପ୍ରାପ୍ୟ ବୃଦ୍ଧି ଦାବିରେ ୩ ପୂଜାପଣ୍ଡା ଓ ୬ ସୂପକାର ଇସ୍ତଫା ଦେଇଦେବା…