ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍ଫେଲ୍ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ
ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର ବସ ମଙ୍ଗଳବାର ସାରେ ବ୍ରେକ୍ ଫେଲ୍ ହୋଇ ଛକରେ ଥିବା ଦୋକାନ ଘର ଭିତରକୁ…
ସ୍ତ୍ରୀଙ୍କୁ ଚିକେନ ତରକାରୀ ମାଗିଲେ ସ୍ବାମୀ; ନ ଦେବାରୁ କାନ ମୂଳକୁ ଦେଲେ ଶକ୍ତ ଚାପୁଡ଼ା…ଆଉ ତା’ପରେ
ଢେଙ୍କାନାଳ,୨୪।୨: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଷଢ଼ଙ୍ଗୀ ଧନିଆନାଳୀ ମୁଣ୍ଡା ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀ ଚିକେନ ତରକାରୀ ନ ଦେବାରୁ ଜଘନ୍ୟ କାଣ୍ଡ ଘଟାଇଛନ୍ତି ସ୍ବାମୀ। ଜେନା ପିଙ୍ଗୁଆ ନାମକ ଜଣେ ବ୍ୟକ୍ତି ଏକ ଶକ୍ତ ଚାପୁଡାରେ…
ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା
ଢେଙ୍କାନାଳ,୨୩।୧(ରତନ ନାୟାର): ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ…
ଢେଙ୍କାନାଳରେ ଚାଞ୍ଚଲ୍ୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାରି ଫିଙ୍ଗିଦେଲେ
କାମାକ୍ଷାନଗର,୨୦।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାରେଜ ଘରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଠାବ ହୋଇଛି। ହେଲେ ପରିବାର ଲୋକେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରୁ ନ…
ଏକା ସାଙ୍ଗରେ ଦଉଡ଼ି ଲଗାଇ ଝୁଲିପଡ଼ିଲେ ବାପ-ଝିଅ-ନାତି
ଢେଙ୍କାନାଳ,୧୫ା୨(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଖମାର ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ପରିବାରର ୩ ଜଣ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କ ମୃତଦେହ ଉଦ୍ଧାର…
ଓଡ଼ିଆ ସିନେ ପରଦାରେ ଢେଙ୍କାନାଳ ମାଟିର ମହକ
ଢେଙ୍କାନାଳ କଳା ସଂସ୍କୃତିର ଜିଲା ଭାବେ କେବଳ ରାଜ୍ୟ କାହିଁକି ଜାତୀୟସ୍ତରରେ ମଧ୍ୟ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଢେଙ୍କାନାଳର ପ୍ରତିଭାବାନ କଳାକାରମାନେ କେବଳ ଶାସ୍ତ୍ରୀୟ ନୃତ୍ୟ କାହିଁକି, ମଞ୍ଚ ଅଭିନୟ ଏବଂ ଚଳଚ୍ଚିତ୍ର ଅଭିନୟରେ ନିଜର ପାରଦର୍ଶିତା ଦେଖାଇ ଓଡ଼ିଶାରେ…
ବ୍ରିଜ ଉପରେ ରିଲ୍ସ କରିବା ପଡ଼ିଲା ମହଙ୍ଗା: ନଦୀକୁ ଖସି ପଡ଼ିଲେ ଯୁବତୀ
ଢେଙ୍କାନାଳ,୧୪।୨: ମୋବାଇଲ ଫୋନରେ ରିଲ୍ସ କରିବା କାଳ ହୋଇଛି। ରିଲ୍ସ କରିବା ସମୟରେ ଅସାବଧାନତା ଯୋଗୁ ବ୍ରିଜ ଉପରୁ ବ୍ରାହ୍ମଣୀ ନଦୀକୁ ଖସି ପଡିଛନ୍ତି ଜଣେ ଯୁବତୀ। ସ୍ଥାନୀୟ ଲୋକେ ଯୁବତୀଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…
ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ଜଳିବ ଝାଡ଼ଦୀପ
ଢେଙ୍କାନାଳ,୧୧ା୨(ରତନ ନାୟାର):ମହିମାଧର୍ମର ବିଶ୍ୱ ପ୍ରସିଦ୍ଧ ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ମଙ୍ଗଳବାର ଠାରୁ ୩ଦିନ ବ୍ୟାପୀ ଅନୁଷ୍ଠିତ ହେବ। ଏଥିପାଇଁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍ଙ୍କ ସମାଗମରେ ମହିମାଗାଦି ଯୋରନ୍ଦା ଚଳଚଞ୍ଚଳ ହୋଇଉଠିଛି। ସନ୍ଧ୍ୟା ୫ଟା ୨୦ରେ…
ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ
ରେଢାଖୋଲ ୧୦।୨(ଅଚ୍ୟୁତାନନ୍ଦ ପୁରୋହିତ): ୫୫ନଂ ଜାତୀୟ ରାଜପଥର ଚାରମାଳ ଥାନା ଅନ୍ତର୍ଗତ ବଡହିନ୍ଦୋଳ ଛକରେ ସୋମବାର ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡହିନ୍ଦୋଳ ଗ୍ରାମର ଯାଦବ ମୁଣ୍ଡା(୭୦)। ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ…
ବିଲରେ ଉପାଡୁଥିଲେ ଚିନାବାଦାମ: ପଛରୁ ହାତୀ ଆସି…
ଭୁବନ,୪।୦୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ଚାଷୀ ଗୁରୁତର ହୋଇଛନ୍ତି। ସେ ହେଲେ ଭୂଷଳ ପଞ୍ଚାୟତ ଅସୁରନ୍ଧ ପାଟଣା ନରେନ୍ଦ୍ର ସାହୁ (୫୮)। ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଭୋରରେ…
ଘର ଭାଙ୍ଗିଲେ ହାତୀପଲ, ଉଜାଡ଼ିଲେ ଫସଲ
ଭୁବନ,୧ା୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳ ଅଧୀନର ବିସ୍ତୀର୍ଣ୍ଣ ସ୍ଥାନରେ ଶୁକ୍ରବାର ରାତିରେ ୧୧ ଟିକିଆ ହାତୀପଲ ଆତଙ୍କ ଖେଳାଇଛନ୍ତି। ବିଳମ୍ବିତ ରାତିରେ ମଠକରଗୋଳା ଅଞ୍ଚଳରୁ ୧୧ଟିକିଆ ହାତୀପଲ ଓଡ଼ିଶା ପଞ୍ଚାୟତ ବେଲପାଳ ଗ୍ରାମରେ ତିନୋଟି ଘର ଭାଙ୍ଗି…
ଘରେ ପଶି ୬ ବର୍ଷର ଶିଶୁକନ୍ୟାକୁ ଦଳିଦେଲା ଦନ୍ତା, ପ୍ରତିବାଦରେ ରାସ୍ତାରୋକୋ
ଢେଙ୍କାନାଳ,୩୦ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା ହିନ୍ଦୋଳ ରୋଡ୍ ଫାଣ୍ଡି ବଦାଳୁ ହାଣ୍ଡିଫୁଟା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୬ ବର୍ଷର ଶିଶୁକନ୍ୟା ପିହୁ ନାୟକଙ୍କ ମୃତ୍ୟୁ ଘଟିଛି। ଦନ୍ତାହାତୀଟି ରାତିରେ ଚାଳ…
Archives


